ବାଣିଜ୍ୟ

ମାର୍କେଟ ଭାଲ୍ୟୁଏଶନରେ ରିଲାଏନ୍ସ କଲା ରେକର୍ଡ; ଜାଣନ୍ତୁ କେତେ ରହିଲା ମୂଲ୍ୟ

ନୂଆଦିଲ୍ଲୀ,୨୨।୬: ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆର୍‌ଆଇଏଲ୍‌) ମାର୍କେଟ ଭାଲ୍ୟୁଏଶନରେ ନୂଆ ରେକର୍ଡ କରିଛି। କୌଣସି ଭାରତୀୟ କମ୍ପାନୀଙ୍କ ମଧ୍ୟରେ ରିଲାଏନ୍ସ ସୋମବାର ପ୍ରଥମଥର ଲାଗି ୧୫୦ ବିଲିୟନ ଡଲାରର ବଜାର ମୂଲ୍ୟ ହାସଲ କରିବାକୁ...

ଏଚ୍‌ ୧-ବି, ଏଲ୍‌୧ ଭିଜା ଉପରେ କଟକଣା ଲଗାଇବ ୟୁଏସ୍‌

ନୂଆଦିଲ୍ଲୀ,୨୧।୬: ଏଚ୍‌ ୧-ବି ଏବଂ ଏଲ୍‌୧ ଭିଜା ଉପରେ ଆମେରିକା ନୂଆ କଟକଣା ଜାରି କରିବ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏ ସମ୍ପର୍କରେ ରବିବାର ସୂଚନା ଦେଇଛନ୍ତି। କରୋନା ମହାମାରୀ ଯୋଗୁ ଆମେରିକାରେ ଅନେକ ଲୋକ ବେକାର ହୋଇଛନ୍ତି।...

 ରେକର୍ଡ ଭାଙ୍ଗିଲା ଡିଜେଲ: ୧୫ ଦିନ ହେଲା ବଢୁଛି ତେଲ ଦର

ନୂଆଦିଲ୍ଲୀ,୨୧।୬: ରବିବାର ତୈଳ ଦର ପେଟ୍ରୋଲ ଲିଟର ପିଛା ୩୫ ପଇସା ଏବଂ ଡିଜେଲ ୬୦ ପଇସା ବୃଦ୍ଧି ପାଇଛି। ଫଳରେ ଗତ ୨ବର୍ଷ ମଧ୍ୟରେ ଡିଜେଲ ଦର ରେକର୍ଡ ସୃଷ୍ଟି କରିଛି। ୨୦୧୮ ଅକ୍ଟୋବର ୧୬ରେ ଦେଶର ଡିଜେଲ...

ବଢିଲା ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାସ୍ଥ୍ୟବୀମା ଅବଧି

ନୂଆଦିଲ୍ଲୀ,୨୧।୬: କରୋନା ସଂକ୍ରମଣରୁ ଦେଶବାସୀଙ୍କୁ ସୁରକ୍ଷା ଯୋଗାଇ ଦେଉଥିବା ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୫୦ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ପ୍ରଦାନ କରାଯାଉଛି। ଏହି ବୀମାର ଅବଧି ପ୍ରାଥମିକ ପର୍ଯ୍ୟାୟରେ ଜୁନ ୩୦ ପର୍ଯ୍ୟନ୍ତ ରହିଥିଲା। ବର୍ତ୍ତମାନ ସଂକ୍ରମଣ ହ୍ରାସ...

୧୦ହଜାର ଛଟେଇ କରିବ ଡେମ୍‌ଲର

ନୂଆଦିଲ୍ଲୀ,୨୧। ୬: ବହୁଦେଶୀୟ ଅଟୋମୋବାଇଲ କମ୍ପାନୀ ଡେମ୍‌ଲର ଏଜି, ଆସନ୍ତା ୨୦୨୫ ମଧ୍ୟରେ ୧୦ ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କୁ ଛଟେଇ କରିବାର ଯୋଜନା କରିଛି। ବର୍ତ୍ତମାନର ବଜାର ମାନ୍ଦାବସ୍ଥା ସହ ଆର୍ଥିକ ସ୍ଥିତିର ସୁଧାର ପାଇଁ କମ୍ପାନୀ ଏଭଳି କିଛି...

ଅନ୍‌ଲାଇନ ହେଟ୍‌ ବନ୍ଦ କରିବାକୁ ରତନ ଟାଟାଙ୍କ ଆହ୍ବାନ

ମୁମ୍ବାଇ,୨୧।୬: ବର୍ତ୍ତମାନ ଅନଲାଇନରେ ଘୃଣା, ଟ୍ରୋଲ ଏବଂ ଅନ୍ୟକୁ ଭଡକାଇବା ଭଳି ବିଭିନ୍ନ ଘଟଣା ଦେଖିବାକୁ ମିଳୁଛି। ଏଭଳି ସ୍ଥିତିରେ ଅନଲାଇନ ହେଟ୍‌କୁ ବନ୍ଦ କରିବା ଲାଗି ଜଣାଶୁଣା ଉଦ୍ୟୋଗପତି ତଥା ଟାଟା ଗ୍ରୁପର ସେବା ନିବୃତ୍ତ ଅଧ୍ୟକ୍ଷ ରତନ...

୨୦୨୦ର ଶୀର୍ଷ ଫିଲାନଥ୍ରୋପିଷ୍ଟ ତାଲିକାରେ ନୀତା ଅମ୍ବାନୀ

ମୁମ୍ବାଇ,୨୧।୬: ନୀତା ଅମ୍ବାନୀ ଏବଂ ରିଲାଏନ୍ସ ଫାଉଣ୍ଡେଶନକୁ  ୨୦୨୦ର ଶୀର୍ଷ ଫିଲାନଥ୍ରୋପିଷ୍ଟ ତାଲିକାରେ ସାମିଲ କରାଯାଇଛି। ଆମେରିକାର ପ୍ରମୁଖ ମାଗାଜିନ ଟାଉନ ଆଣ୍ଡ କଣ୍ଟ୍ରି ଏହାର ଗ୍ରୀଷ୍ମ ସଂସ୍କରଣରେ ନୀତାଙ୍କୁ ସ୍ଥାନିତ କରିଥିବା ଜଣାପଡିଛି। କରୋନା ସମୟରେ ରିଲାଏନ୍ସ ଫାଉଣ୍ଡେଶନ...

ସାମ୍‌ସଙ୍ଗ ଗାଲାକ୍ସି ନୋଟ୍‌ ୧୦ ଲାଇଟ୍‌ରେ ମିଳୁଛି ଜବରଦସ୍ତ ଅଫର୍‌; ୫ ହଜାର ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍

‌ନୂଆଦିଲ୍ଲୀ,୨୧।୬: ପ୍ରମୁଖ ସ୍ମାର୍ଟଫୋନ ନିର୍ମାଣକାରୀ କମ୍ପାନୀ ସାମ୍‌ସଙ୍ଗ ଏହାର ଲୋକପ୍ରିୟ ସିରିଜ୍‌ ଗାଲାକ୍ସି ନୋଟ୍‌ ୧୦ ଲାଇଟ୍‌ ମୂଲ୍ୟରେ ହ୍ରାସ କରିଛି। ଏହା କମ୍ପାନୀର ଏକ ପ୍ରିମିୟମ ହ୍ୟାଣ୍ଡସେଟ। ଏସ୍‌ ପେନ୍‌ ସହ ଆସୁଥିବା ଉକ୍ତ ଫୋନଟିର ଦାମ ୪...

ଚାଇନା ସାମଗ୍ରୀ ଉପରେ କଟକଣା ଲଗାଇବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ,୨୧।୬: ସୀମାରେ ଚାଇନା ସେନାର ଆକ୍ରମଣ ଯୋଗୁ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଦେଶ ମଧ୍ୟରେ ଚାଇନା ବିରୋଧୀ ସ୍ବର ତୀବ୍ର ହୋଇଛି। ଲୋକମାନେ ଚାଇନା ସାମଗ୍ରୀ ବର୍ଜନ ଲାଗି ପ୍ରଦର୍ଶନ କରିବା ସହ ପୋଡ଼ାଜଳା କରୁଛନ୍ତି।...

ରାଜଧାନୀରେ ପେଟ୍ରୋଲ ଦର ୭୯.୪୩ ଟଙ୍କା

ଭୁବନେଶ୍ୱର,୨୦।୬:ଦେଶର ତେଲ ଦର ଆକାଶ ଛୁଆଁ ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୭୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଭୁବନେଶ୍ୱରରେ ମଧ୍ୟ ଶନିବାର ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୮୦ ଟଙ୍କା ଛୁଇଁଛି।...

ପିଏମ୍‌ଜିକେପିରେ ୪୨ କୋଟି ଲୋକଙ୍କୁ ମିଳିଲା ସହାୟତା

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ(ପିଏମ୍‌ଜିକେପି) ଅନ୍ତର୍ଗତ ଦେଶର ୪୨ କୋଟି ଲୋକଙ୍କୁ ସରକାର ସହାୟତା ଯୋଗାଇ ଦେଇଛନ୍ତି। ଏହି ଯୋଜନାରେ ହିତାଧିକାରୀମାନେ ୬୫,୪୫୪ କୋଟି ଟଙ୍କାର ସହାୟତା ଲାଭ କରିଛନ୍ତି। କୋଭିଡ୍‌-୧୯ ଯୋଗୁ ଲୋକଙ୍କର ଜୀବନ ଜୀବିକା କ୍ଷତିଗ୍ରସ୍ତ...

ଗୁଗଲ ପେ ପେମେଣ୍ଟ ସିଷ୍ଟମ ଅପରେଟର ନୁହେଁ

ନୂଆଦିଲ୍ଲୀ,୨୦।୬:ଗୁଗଲ ପେ ତୃତୀୟ ପକ୍ଷ ଆପ୍‌ ପ୍ରୋଭାଇଡର କିମ୍ବା କୌଣସି ପେମେଣ୍ଟ ସିଷ୍ଟମ ପରିଚାଳନା କରୁନାହିଁ। ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏଭଳି ଉତ୍ତର ରଖାଯାଇଛି। ଏଣୁ ଏହାର ପରିଚାଳନା କୌଣସି ଆଇନ ଉଲ୍ଲଂଘନ କରୁନାହିଁ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri