ବାଣିଜ୍ୟ

ଇନ୍ଧନ ଦର ବୃଦ୍ଧି ଅବ୍ୟାହତ

ନୂଆଦିଲ୍ଲୀ,୧୫।୬: ଗତ ୮ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧିରେ ଲଗାମ ଲାଗିପାରୁ ନାହିଁ। ରବିବାର ପେଟ୍ରୋଲ ଲିଟର ପିଛା ୬୨ ପଇସା ଏବଂ ଡିଜେଲ ଲିଟର ପିଛା ୬୪ ପଇସା ବଢିଛି। ଗୋଟିଏ ସପ୍ତାହରୁ ଊର୍ଦ୍ଧ୍ୱ...

ବଫରଷ୍ଟକ ଲାଗି ୨୫ ହଜାର ଟନ୍‌ ପିଆଜ ସଂଗ୍ରହ

ନୂଆଦିଲ୍ଲୀ,୧୫।୬: ବିଭିନ୍ନ କୃଷକ ଉତ୍ପାଦକ ଅନୁଷ୍ଠାନ ଏବଂ କୃଷି ସମବାୟ ସମିତିଗୁଡିକଠାରୁ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ନାଫେଡ ପ୍ରାୟ ୨୫ ହଜାର ଟନ୍‌ର ପିଆଜ ସଂଗ୍ରହ କରିଛି। ସରକାରଙ୍କ ଲାଗି ବଫରଷ୍ଟକ ଉଦ୍ଦେଶ୍ୟରେ ଏଭଳି କ୍ରୟ କରାଯାଇଥିବା...

ରେକର୍ଡ ସ୍ତରରେ ବିଦେଶୀ ମୁଦ୍ରାଭଣ୍ଡାର

ନୂଆଦିଲ୍ଲୀ,୧୪।୬: ଦେଶର ବିଦେଶୀ ମୁଦ୍ରାଭଣ୍ଡାରରେ ୮.୨ ବିଲିୟନ ଡଲାର ବୃଦ୍ଧି ଘଟିଛି। ଫଳରେ ଏହା ୫୦୧.୭ ବିଲିୟନ ଡଲାର ଟପିଥିବା ଜଣାପଡିଛି। ଗୋଟିଏ ସପ୍ତାହ ତଳେ ଏହା ୪୯୩.୫ ବିଲିୟନ ଡଲାର ସ୍ତରରେ ରହିଥିଲା। ଭାରତୀୟ କର୍ପୋରେଟଗୁଡିକରେ ବିଦେଶୀ ପୁଞ୍ଜିନିବେଶ...

ସାଧାରଣ ପରଟାରେ ୫% ଜିଏସ୍‌ଟି

ନୂଆଦିଲ୍ଲୀ,୧୪।୬: ରେଡି ଟୁ ଇଟ୍‌ ବା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଫ୍ରୋଜେନ ପରଟା ଉପରେ ୧୮% ଜିଏସ୍‌ଟି ଲାଗୁ ହେବ। ପ୍ଲେନ୍‌ ବା ସାଧାରଣ ପରଟା ଉପରେ ୫% ଜିଏସ୍‌ଟି ରହିବ। ରେଷ୍ଟୁରାଷ୍ଟରେ ଖାଇବା କିମ୍ବା ନେବା ଲାଗି ପ୍ରଦାନ...

ଆର୍ଥତ୍କ ପ୍ୟାକେଜକୁ ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ,୧୪।୬: କରୋନା ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ଆସିଥିବା ଚ୍ୟାଲେଞ୍ଜକୁ ସାମ୍ନା କରିବା ଲାଗି ସରକାର ୨୦ ଲକ୍ଷ କୋଟି ଟଙ୍କାର ଏକ ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଏହାକୁ ଆତ୍ମନିର୍ଭର ଭାରତ ପ୍ୟାକେଜ କୁହାଯାଉଥିବା ବେଳେ...

ଛ’ଦିନରେ ପେଟ୍ରୋଲ ୩.୩୧ଟଙ୍କା ବଢିଲା

ନୂଆଦିଲ୍ଲୀ,୧୩।୬: ଦେଶରେ ତେଲ ଦର ବର୍ତ୍ତମାନ ବଢି ଚାଲିଥିବା ବେଳେ ଶୁକ୍ରବାର ପୁଣି ଥରେ ଏଥିରେ ବୃଦ୍ଧି ଘଟିଛି। ବିଗତ ୬ଦିନ ମଧ୍ୟରେ ଦେଶର ତେଲ ଦର ପେଟ୍ରୋଲ ଉପରେ ୩.୩୧ଟଙ୍କା ଏବଂ ଡ଼ିଜେଲରେ ୩.୪୨ଟଙ୍କା ବୃଦ୍ଧି ପାଇଛି ।...

ଏପ୍ରିଲରେ ଔଦ୍ୟୋଗିକ ଉତ୍ପାଦନ ଠପ୍‌

ମୁମ୍ବାଇ,୧୩।୬: କରୋନାକୁ ରୋକିବା ଲାଗି ସାରା ଦେଶରେ ମାର୍ଚ୍ଚ ୨୫ଠାରୁ ଘୋଷଣା ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ରହିଥିଲା। ଏହି ସମୟରେ ଦେଶର ଶିଳ୍ପ ୟୁନିଟଗୁଡିକରୁ ଉତ୍ପାଦନ ରେକର୍ଡ ହ୍ରାସ ପାଇଛି। ଏଭଳି କାରଣ ଲାଗି ଏପ୍ରିଲରେ...

ପରଟାରେ ଲାଗିବ ୧୮% ଜିଏସ୍‌ଟି:ଏଏଆର୍‌

ମୁମ୍ବାଇ,୧୩।୬: ପରଟା ରୁଟି ନୁହେଁ। ଏଥିରେ ୧୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବ। ଜିଏସ୍‌ଟି ବ୍ୟବସ୍ଥାରେ ଥିବା ଅଥରିଟି ଅଫ୍‌ ଆଡଭାନ୍ସ ରୁଲିଂସ(ଏଏଆର୍‌)ର କର୍ନାଟକ ବେଞ୍ଚ ରୁଟି ଏବଂ ପରଟା ମଧ୍ୟରେ ପାର୍ଥକ୍ୟ ଦର୍ଶାଇବା ସହ ସର୍ବୋଚ୍ଚ...

ବିଳମ୍ବ ଜିଏସ୍‌ଟି ଫାଇଲିଂରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩।୬: କରୋନା ଯୋଗୁ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। କାରବାର ପ୍ରଭାବିତ ହୋଇଥିବା ଲୋକମାନେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଫାଇଲିଂ କରିବାରେ ନାନା ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ବିଚାର କରି ସରକାର ଟିକସଦାତାଙ୍କ...

ଏଜିଆର୍‌ ଦେୟ ପ୍ରଦାନ ମାମଲା: ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତି ଲାଗି ଟେଲିକମ୍‌ କମ୍ପାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୨।୬ – ଟେଲିକମ୍‌ କମ୍ପାନୀଗୁଡ଼ିକ ସରକାରଙ୍କୁ ପ୍ରଦାନ କରିବାକୁ ଥିବା ଆଡଜଷ୍ଟେଟେଡ୍‌ ଗ୍ରସ୍‌ ରେଭିନ୍ୟୁ(ଏଜିଆର୍‌) ମାମଲା ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଥିଲେ। ଏହି ଦେୟ ପ୍ରଦାନ କରିବା ଲାଗି ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବାକୁ ଭୋଡାଫୋନ-ଆଇଡିଆ ଏୟାରଟେଲ...

ଆସନ୍ତା ସପ୍ତାହରେ ବାଣିଜ୍ୟିକ କୋଇଲା ଖଣିର ନିଲାମ ଆରମ୍ଭ

ନୂଆଦିଲ୍ଲୀ,୧୨।୬ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ବାଣିଜି୍ୟକ କୋଇଲା ଖଣିର ନିଲାମ ପ୍ରକ୍ରିୟାକୁ ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଯୋଗେ ଏହି କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଜଣାପଡିଛି। ଆତ୍ମନିର୍ଭର ଭାରତ କ୍ଷେତ୍ରରେ କୋଇଲା କ୍ଷେତ୍ରର ଯୋଗଦାନ...

ନୀରବ ମୋଦିଙ୍କ ହାଜତ ମିଆଦ ବଢ଼ିଲା

ଲଣ୍ଡନ,୧୨।୬ – ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ୧୩ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତଳ ଘୋଷିତ ବ୍ୟବସାୟୀ ନୀରବ ମୋଦିଙ୍କ ନାମରେ ବର୍ତ୍ତମାନ ପ୍ରତ୍ୟର୍ପଣ ମାମଲା ଜାରି ରହିଛି। ଉକ୍ତ ମାମଲାରେ ଲଣ୍ଡନ କୋର୍ଟଙ୍କ ପକ୍ଷରୁ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri