ବାଣିଜ୍ୟ

ଏମ୍‌ଏସ୍‌ଏମ୍‌ଇଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୨।୬ – ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ୩ ଲକ୍ଷ କୋଟି ଟଙ୍କାର ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ୍‌(ଇସିଏଲ୍‌ଜିଏସ୍‌) ଯୋଜନା ଅନ୍ତର୍ଗତ ଏହି ଋଣ...

ମେ’ରେ ଯାନ ବିକ୍ରି ୮୮% କମିଲା

ନୂଆଦିଲ୍ଲୀ,୧୨।୬ – ମେ ମାସରେ ଅଟୋମୋବାଇଲ କ୍ଷେତ୍ରରେ ରିଟେଲ ବିକ୍ରି ୮୮.୮୭% ହ୍ରାସ ଘଟିଥିବା ଜଣାପଡିଛି। ଏହି ସମୟ ମଧ୍ୟରେ ପାସେଞ୍ଚର ଯାନ ବିକ୍ରି ୮୬.୯୭% କମିଥିବା ବେଳେ ଦୁଇଚକିଆ ଯାନ ବିକ୍ରି ୮୮.୮୦% ଖସିଛି। କରୋନା ଭାଇରସ ଲକ୍‌ଡାଉନ...

ଚାଇନା ସାମଗ୍ରୀ ବର୍ଜନ ବୁମେରାଂ ସାଜିବ

ନୂଆଦିଲ୍ଲୀ,୧୧ା୬ : ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତି ଉଦ୍ଦେଶ୍ୟରେ ସମ୍ବୋଧିତ କରି ‘ଆମତ୍ନିର୍ଭର ଭାରତ’ ଗଠନର ଆହ୍ବାନ ଦେଇଥିଲେ। ସେବେଠୁ ଭାରତୀୟଙ୍କ ମନରେ ଆମେ ଆମଦାନୀ କରୁଥିବା ସାମଗ୍ରୀଗୁଡ଼ିକ ବିରୋଧରେ ଏକ ଅନ୍ତଃକ୍ରୋଧ ଜାତ ହୋଇଛି। ଏହି...

ରାଜ୍ୟଗୁଡ଼ିକୁ ମିଳିଲା ୬,୧୯୫ କୋଟି

ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସରକାର ବୁଧବାର ରାଜ୍ୟଗୁଡିକୁ ୬,୧୯୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ଟିକସରେ ରାଜ୍ୟଗୁଡିକର ଅଂଶ ବାଦ୍‌ ରାଜସ୍ବ କ୍ଷତି ଅନୁଦାନ ବାବଦରେ ୧୪ ରାଜ୍ୟକୁ ଏଭଳି ଅର୍ଥ ପ୍ରଦାନ କରାଯାଇଛି। ରାଜ୍ୟଗୁଡିକ ସହୁଥିବା ରାଜସ୍ବ କ୍ଷତିକୁ...

ଆଉଟଲୁକ୍‌ ସ୍ଥିର ରଖିଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୧।୬: ରେଟିଂ ଏଜେନ୍ସି ଏସ୍‌ ଆଣ୍ଡ ପି ଭାରତର ଆଉଟଲୁକ୍‌କୁ ବୁଧବାର ସ୍ଥିର ରଖିଛି। ଏହି ଏଜେନ୍ସି ଭାରତ ଲାଗି ରେଟିଂକୁ ବିବିବିରେ ସ୍ତରରେ ରଖିଛି। ଘରୋଇ ବଜାର ଲାଗି ଅଭିବୃଦ୍ଧିକୁ ନେଇ ଚ୍ୟାଲେଞ୍ଜ ରହିଥିବା ବେଳେ ଭାରତୀୟ ଅର୍ଥ...

ଭଲ ରହିବ ଆସନ୍ତା ଆର୍ଥତ୍କ ବର୍ଷ

ନୂଆଦିଲ୍ଲୀ,୧୧।୬: ଭାରତୀୟ ଅର୍ଥ ବ୍ୟବସ୍ଥାକୁ ନେଇ ବର୍ତ୍ତମାନ ଅନେକ ନକାରାତ୍ମକ ରିପୋର୍ଟ ସାମ୍ନାକୁ ଆସୁଛି। ୟା’ମଧ୍ୟରେ ଏକ ଭଲ ଖବର ଆସିଥିବା ଜଣାପଡିଛି। ଆସନ୍ତା ଆର୍ଥତ୍କ ବର୍ଷ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଭଲ ରହିବ ବୋଲି ରେଟିଂ ଏଜେନ୍ସି...

କମ୍ପାନୀଙ୍କ କୋଭିଡ୍‌ ଖର୍ଚ୍ଚ: ପିଏମ୍‌ କେୟାର୍ସ ପାଣ୍ଠିକୁ ସିଂହଭାଗ

ନୂଆଦିଲ୍ଲୀ,୧୧।୬: ଦେଶର ଶିଳ୍ପ ଜଗତ ପକ୍ଷରୁ କରୋନା ପାଇଁ ପ୍ରାୟ ଖର୍ଚ୍ଚ କରିବାକୁ ଥିବା ମୋଟ ଅର୍ଥ ମଧ୍ୟରୁ ସିଂହଭାଗ ପିଏମ୍‌ କେୟାର୍ସ ପାଣ୍ଠିକୁ ପ୍ରଦାନ କରାଯାଇଛି। ରେଟିଂ ଏଜେନ୍ସି କ୍ରିସିଲ ପକ୍ଷରୁ ୧୩୦ ପ୍ରମୁଖ କମ୍ପାନୀଗୁଡିକର ସାମାଜିକ କ୍ଷେତ୍ର...

ହଜାରେ କର୍ମଚାରୀଙ୍କୁ ଛଟେଇ କରିବ ଏମିରେଟ୍ସ

ନୂଆଦିଲ୍ଲୀ,୧୧।୬: କରୋନା ବିମାନ ଚଳାଚଳ କ୍ଷେତ୍ରକୁ କ୍ଷତିଗ୍ରସ୍ତ କରିଛି। ବର୍ତ୍ତମାନ ଏହି କ୍ଷେତ୍ରରେ ବୃହତ୍‌ ପରିମାଣର ଛଟେଇ ହୋଇଥିବା ବେଳେ ଅନେକଙ୍କ ଚାକିରି ଉପରେ ସଙ୍କଟ ରହିଛି। ପ୍ରମୁଖ ବିମାନ ସେବା ଯୋଗାଣକାରୀ କମ୍ପାନୀ ଏମିରେଟ୍ସ ବର୍ତ୍ତମାନ ସୁଦ୍ଧା ଅନେକ...

ଏମ୍‌ଏସ୍‌ଏମ୍‌ଇ ଋଣ ଯୋଜନାର ସମୀକ୍ଷା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୧।୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏମ୍‌ଏସ୍‌ଏମ୍‌ଇଗୁଡିକ ଲାଗି ଆରମ୍ଭ ହୋଇଥିବା ଋଣ ଗ୍ୟାରେଣ୍ଟି ଯୋଜନାର ମଙ୍ଗଳବାର ସମୀକ୍ଷା କରିଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୁଖ୍ୟଙ୍କୁ ସୀତାରାମନ ଭେଟିବା ସହ ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଋଣ ପ୍ରଦାନକୁ ତ୍ୱରାନ୍ବିତ କରିବା ଲାଗି...

ବଦଳିଗଲାଣି କିଣାକିଣି ତରିକା

ନୂଆଦିଲ୍ଲୀ,୧୧।୬: ପ୍ରାୟ ୨ ମାସ ଲକ୍‌ଡାଉନ ରହିବା ପରେ ବର୍ତ୍ତମାନ ବଜାର ଧୀରେ ଧୀରେ ସ୍ବାଭାବିକ ହେଉଛି। କଟକଣା ହଟୁଥିବାରୁ ଲୋକମାନେ ବାହାରକୁ କିଣାକିଣି କରିବା ଲାଗି ଆସୁଛନ୍ତି। ବର୍ତ୍ତମାନ ସ୍ଥିତିରେ ଖାଉଟିଙ୍କ କିଣାକିଣି କରିବା ଢାଞ୍ଚାରେ ପରିବର୍ତ୍ତନ ଦେଖାଯାଇଛି।...

ଆଇଟି କ୍ଷେତ୍ରରେ ଛଟେଇ ବଢ଼ିଛି

ନୂଆଦିଲ୍ଲୀ,୧୧।୬: କରୋନା ଯୋଗୁ ଲୋକଙ୍କ ରୋଜଗାର ଉପରେ ଗଭୀର ପ୍ରଭାବ ପଡିଛି। କରୋନା ଦ୍ୱାରା କେବଳ ସଙ୍ଗଠିତ କ୍ଷେତ୍ର ନିଯୁକ୍ତି ପ୍ରଭାବିତ ହୋଇନାହିଁ ବରଂ ସଙ୍ଗଠିତ କ୍ଷେତ୍ରରେ ବୃହତ୍‌ ପରିମାଣର ଲୋକଙ୍କ ଚାକିରି ଚାଲିଯାଇଛି। କୋଭିଡ୍‌-୧୯ ଦ୍ୱାରା ସାରା ବିଶ୍ୱର...

ତୃତୀୟ ଦିନ ପାଇଁ ବଢ଼ିଲା ପେଟ୍ରୋଲ,ଡିଜେଲ ଦର

ନୂଆଦିଲ୍ଲୀ,୧୦।୬: ଲଗାତର ତୃତୀୟ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ଆସିଛି। ମଙ୍ଗଳବାର ପେଟ୍ରୋଲର ଲିଟର ପିଛା ଦର ୫୪ ପଇସା ବଢିଥିବା ବେଳେ ଡିଜେଲର ଲିଟର ପିଛା ଦର ୫୮ ପଇସା ବୃଦ୍ଧି ଘଟିଥିବା ଜଣାପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri