ବାଣିଜ୍ୟ

ରାଜ୍ୟଗୁଡ଼ିକୁ ୩୬,୪୦୦ କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୬।୬: ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ବାବଦ କେନ୍ଦ୍ର ସରକାର ୩୬,୪୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଫେବୃୟାରୀ ସୁଦ୍ଧା ଏହି ଅର୍ଥ ପ୍ରଦାନ କରାଯାଇଥିବା ଜଣାପଡିଛି। ଜିଏସ୍‌ଟି କାର୍ଯ୍ୟକାରୀ ହେବା...

ଲୋକଙ୍କ ସ୍ବାସ୍ଥ୍ୟଠାରୁ ଆର୍ଥତ୍କ ପ୍ରସଙ୍ଗ ବଡ଼ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୬: ଲୋକଙ୍କ ସ୍ବାସ୍ଥ୍ୟଠାରୁ ଆର୍ଥତ୍କ ପ୍ରସଙ୍ଗ ବଡ଼ ନୁହେଁ। ଲକ୍‌ଡାଉନ ସମୟରେ ଘୋଷଣା ହୋଇଥିବା ଲୋନ୍‌ ମୋରାଟୋରିୟମ ମାମଲା ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଗୁରୁବାର ଏହା କହିଛନ୍ତି। ମହାମାରୀ ସମୟରେ ଲୋକଙ୍କ ଋଣ ଉପରେ ସୁଧ ଛାଡ କରିବା...

ଜୁଲାଇ ୩ରେ ଶ୍ରମିକ ସଙ୍ଗଠନର ଧର୍ମଘଟ ଡାକରା

ନୂଆଦିଲ୍ଲୀ,୬।୬: ଇଣ୍ଡିଆନ ନ୍ୟାଶନାଲ ଟ୍ରେଡ୍‌ ୟୁନିୟନ କଂଗ୍ରେସ(ଆଇଏନ୍‌ଟିୟୁସି) ଏବଂ ସେଣ୍ଟର ଅଫ୍‌ ଇଣ୍ଡିଆନ୍‌ ଟ୍ରେଡ୍‌ ୟୁନିୟନ୍ସ(ସିଆଇଟିୟୁ) ସମେତ ୧୦ ଶ୍ରମିକ ସଙ୍ଗଠନ ଜୁଲାଇ ୩ରେ ଧର୍ମଘଟ ଡାକରା ଦେଇଛନ୍ତି। ଶ୍ରମିକ ସଙ୍ଗଠନଗୁଡିକ ସହ ଏହାର ଅନୁବନ୍ଧିତ ସଙ୍ଗଠନଗୁଡିକ ଧର୍ମଘଟକୁ ଓହ୍ଲାଇବା...

ବିନା ଟଚ୍‌ରେ ଏଟିଏମ୍‌ରୁ ବାହାରିବ ଟଙ୍କା

ନୂଆଦିଲ୍ଲୀ,୬।୬: ବର୍ତ୍ତମାନ କରୋନା ମହାମାରୀ ବ୍ୟାପି ଚାଲିଛି। ଲୋକମାନେ ବର୍ତ୍ତମାନ ସାମାଜିକ ଦୂରତ୍ୱ ପାଳନ କରୁଥିବା ବେଳେ ସର୍ବସାଧାରଣ ସ୍ଥାନଗୁଡିକରେ ଥିବା କୌଣସି ଜିନିଷକୁ ଛୁଇଁବା ବେଳେ ଅନେକ କଥା ବିଚାର କରୁଛନ୍ତି। ଏଟିଏମ୍‌ ମଧ୍ୟ ଅନେକଙ୍କ ଦ୍ୱାରା ବ୍ୟବହାର...

ଗାଁରେ ଉଦ୍ୟୋଗ ବସାଇବେ ବଡ଼ କମ୍ପାନୀ

ନୂଆଦିଲ୍ଲୀ,୫।୬: ବର୍ତ୍ତମାନ ସାଧାରଣରେ ବିଶ୍ୱାସ ରହିଛି ଯେ ବଡ଼ କମ୍ପାନୀରେ କାମ କରିବା ଲାଗି କେବଳ ବଡ଼ ବଡ଼ ସହରକୁ ଯିବାକୁ ପଡିବ। ଆଗକୁ ଗାଁରେ ମଧ୍ୟ ଲୋକଙ୍କୁ ଚାକିରି ମିଳିବ। ବଡ଼ ବଡ଼ କମ୍ପାନୀ ଗ୍ରାମାଞ୍ଚଳରେ ଉଦ୍ୟୋଗ ବସାଇବେ...

୬ ବର୍ଷ ନିମ୍ନକୁ ଖସିଲା କମ୍ପାନୀଙ୍କ ଆୟ

ନୂଆଦିଲ୍ଲୀ,୫।୬: ବର୍ତ୍ତମାନ ଦେଶର ଅର୍ଥ ବ୍ୟବସ୍ଥା ସ୍ଥିତି ବିଗିଡ଼ିଯାଇଛି। ଗୋଟିଏ ପରେ ଗୋଟିଏ ରିପୋର୍ଟ ଆସୁଛି ଯାହା ଦେଶର ଭୟାବହ ସ୍ଥିତି ସମ୍ପର୍କରେ ଚେତାଇ ଦେଉଛି। ବ୍ଲୁମ୍‌ବର୍ଗ ପକ୍ଷରୁ ଆସିଥିବା ଏକ ରିପୋର୍ଟରେ କୁହାଯାଇଛିଯେ, ଲକ୍‌ଡାଉନ ଯୋଗୁ ଅର୍ଥ ବ୍ୟବସ୍ଥାକୁ...

ସୁପ୍ରିମକୋର୍ଟରେ ଇଏମ୍‌ଆଇ ମାମଲା: ଅର୍ଥ ମନ୍ତ୍ରଣାଳୟର ଉତ୍ତର ଲୋଡ଼ାଗଲା

ନୂଆଦିଲ୍ଲୀ,୫।୬: ଲକ୍‌ଡାଉନ ସମୟରେ ଋଣ କିସ୍ତି ଉପରେ ସୁଧ ଛାଡ଼ ନେଇ ହୋଇଥିବା ମାମଲା ଉପରେ ସୁପ୍ରିମକୋର୍ଟ ଶୁଣାଣି କରୁଛନ୍ତି। ଏହାର ଆଗାମୀ ଶୁଣାଣି ୧୨ ଜୁନ୍‌ରେ ହେବ। ଗୋଟିଏ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟ...

ବିଳମ୍ବ ହେବ ମାଲ୍ୟାଙ୍କ ପ୍ରତ୍ୟର୍ପଣ

ନୂଆଦିଲ୍ଲୀ,୫।୬: ବ୍ୟାଙ୍କଗୁଡ଼ିକରୁ ୯ ହଜାର କୋଟି ଟଙ୍କାର ଋଣ ଖିଲାପୀ ମାମଲାରେ ଜଡ଼ିତ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଦେଶକୁ ଫେରାଇ ଆଣିବା ବିଳମ୍ବ ହେବ। ଏସ୍‌ବିଆଇ ଏବଂ ସରକାରଙ୍କ ପକ୍ଷରୁ ତାଙ୍କୁ ଫେରାଇ ଆଣିବାକୁ ପ୍ରୟାସ ହେଉଥିବା ବେଳେ...

୫ ରାଜ୍ୟର ଅର୍ଥ ବ୍ୟବସ୍ଥା ଟ୍ରାକ୍‌କୁ ଫେରୁଛି

ନୂଆଦିଲ୍ଲୀ,୪।୬: କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର ଜାରି କରିଥିବା ଲକ୍‌ଡାଉନ ଯୋଗୁ ସାରା ଦେଶର ଅର୍ଥବ୍ୟବସ୍ଥାକୁ ଗଭୀର ଭାବେ କ୍ଷତି ପହଞ୍ଚିଛି। ବର୍ତ୍ତମାନ ଆର୍ଥତ୍କ କାର୍ଯ୍ୟକଳାପ ପୁଣି ଥରେ ଆରମ୍ଭ କରିବା ଲାଗି ସରକାର ଅନୁମତି ଦେଇଛନ୍ତି। ଫଳରେ...

ଗରିବ କଲ୍ୟାଣ ଯୋଜନାରେ ୫୩,୨୪୮ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅନ୍ତର୍ଗତ କେନ୍ଦ୍ର ସରକାର ଲୋକଙ୍କୁ ୫୩,୨୪୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିତ୍ତୀୟ ସହାୟତା ଭାବେ ୪୨ କୋଟି ଲୋକଙ୍କୁ ଏଭଳି ସହାୟତା ଯୋଗାଇ ଦିଆଯାଇଛି। ପ୍ୟାକେଜରେ ଗରିବଙ୍କୁ ମାଗଣାରେ ଖାଦ୍ୟଶସ୍ୟ, ମହିଳା,...

ସଞ୍ଚୟ ଖାତା ଉପରେ ସୁଧହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୪।୬: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ସଞ୍ଚୟ ଖାତା ଉପରେ ସୁଧହାର ହାରକୁ ୦.୦୫% ହ୍ରାସ କରିଛି। ଫଳରେ ଏହା ୨.୭୦%କୁ ଖସିଛି। ସେହିଭଳି ଘରୋଇ କ୍ଷେତ୍ରର ଆଇସିଆଇସିଆଇ ବ୍ୟାଙ୍କ ମଧ୍ୟ ସଞ୍ଚୟ ଖାତାର ସୁଧହାରକୁ ୦.୨୫% ଖସାଇଛି। ସଂଶୋଧିତ...

ଡିଜିଟାଲ ଟିକସର ଯାଞ୍ଚ କରିବ ଆମେରିକା

ନୂଆଦିଲ୍ଲୀ,୪।୬: ଭାରତ ସମେତ ଅନ୍ୟ ଦେଶଗୁଡିକ ଲାଗୁ କରୁଥିବା ଡିଜିଟାଲ ଟିକସ ସମ୍ପର୍କରେ ଆମେରିକା ଯାଞ୍ଚ କରିବ ବୋଲି ଜଣାପଡିଛି। ଆମେରିକା ଟେକ୍‌ କମ୍ପାନୀଗୁଡିକ ଉପରେ ଜାଣିଣୁଣି ଉଚ୍ଚ ପରିମାଣର ଟିକସ ଲାଗୁ ହୋଇଛି କି ନାହିଁ ସେ ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri