ବାଣିଜ୍ୟ

ଶ୍ରମ ଆଇନ ଉଚ୍ଛେଦକୁ ନେଇ ଆଇଏଲ୍‌ଓର ଚିନ୍ତା ପ୍ରକଟ

ନୂଆଦିଲ୍ଲୀ,୨୬।୫:ଭାରତରେ ବିଭିନ୍ନ ରାଜ୍ୟ ପକ୍ଷରୁ ଶ୍ରମ ଆଇନରେ ସଂଶୋଧନ ତଥା ଉଚ୍ଛେଦକୁ ନେଇ ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ(ଆଇଏଲ୍‌ଓ) ଚିନ୍ତା ପ୍ରକଟ କରିଛି। ଶ୍ରମିକଙ୍କ ସ୍ବାର୍ଥ ରକ୍ଷା ଲାଗି ଅନ୍ତର୍ଜାତୀୟ ନିୟମ ତଥା ଚୁକ୍ତିକୁ ସରକାର ମାନିବା ଉଚିତ ବୋଲି ଆଇଏଲ୍‌ଓ...

କୋଭିଡ୍‌ ଚାପରେ ଦେବାଳିଆ ହେଉଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୨୬।୫: ସାରା ବିଶ୍ୱ ବଜାର ମାନ୍ଦାବସ୍ଥା ସହ ଲଢ଼େଇ ଜାରି ରଖିଥିଲା। ବାଣିଜ୍ୟଗୁଡ଼ିକ ତିଷ୍ଠି ରହିବା ଲାଗି ଲଢ଼େଇ ଜାରି ରଖିଥିଲେ। ହଠାତ୍‌ କରୋନା ଭଳି ବିଶ୍ୱ ମହାମାରୀ ଆସି ଏହି ସମସ୍ୟାକୁ ଆହୁରି ବଢ଼ାଇଦେଲା। ମାନ୍ଦାବସ୍ଥା ସହ ଲଢୁଥିବା...

୨୦୦ ସହରରେ ଜିଓମାର୍ଟ ସାମଗ୍ରୀ ଡେଲିଭରି ଦେବ

ନୂଆଦିଲ୍ଲୀ,୨୬।୫: ରିଲାଏନ୍ସର ଅନ୍‌ଲାଇନ ଗ୍ରସେରି ଡେଲିଭରି ସର୍ଭିସ ପ୍ଲାଟ୍‌ଫର୍ମ ଜିଓମାର୍ଟ ପକ୍ଷରୁ ଦେଶର ୨୦୦ ସହରରେ ସେବା ଯୋଗାଇ ଦିଆଯିବ। ଏହି ସେବା ଦ୍ୱାରା ଆମାଜନ, ଫ୍ଲିପ୍‌କାର୍ଟ ଏବଂ ବିଗ୍‌ ବାସ୍କେଟ ଭଳି କିରାନା ସାମଗ୍ରୀ ଡେଲିଭରି ଦେଉଥିବା କମ୍ପାନୀଙ୍କ...

ଏମ୍‌ଏସ୍‌ଏମ୍‌ଇଗୁଡ଼ିକର ଚିନ୍ତା ବଢୁଛି

  ନୂଆଦିଲ୍ଲୀ,୨୬।୫: ବର୍ତ୍ତମାନର କ୍ଷତିଗ୍ରସ୍ତ ବଜାର ଏବଂ ନଗଦ ସମସ୍ୟାକୁ ନେଇ ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକ ବର୍ତ୍ତମାନ ଚିନ୍ତାରେ ରହିଛନ୍ତି। ଗୋଟିଏ ପଟେ ବର୍ତ୍ତମାନ ନଗଦ ସମସ୍ୟା ରହିଥିବା ବେଳେ ଅନ୍ୟ ପଟେ ବଡ଼ ବଡ଼...

ରିଟେଲ ବ୍ୟବସାୟୀଙ୍କୁ ୯ ଲକ୍ଷ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୨୬।୫: କରୋନା ମହାମାରୀକୁ ରୋକିବା ଲାଗି ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଛି। କଟକଣା ଧୀରେ ଧୀରେ କୋହଳ ହେଉଥିବା ବେଳେ ବଜାର କିନ୍ତୁ କ୍ଷତିଗ୍ରସ୍ତ ହୋଇ ରହିଛି। ଗତ ୬୦ଦିନ ମଧ୍ୟରେ ଦେଶର ରିଟେଲ ବ୍ୟବସାୟୀଙ୍କୁ ପ୍ରାୟ ୯...

ଓ୍ବାର୍କ ଫ୍ରମ୍‌ ହୋମ୍‌ ଚାକିରି ଲାଗି ଅଧିକ ଲୋକ ସର୍ଚ୍ଚ କରୁଛନ୍ତି

ନୂଆଦିଲ୍ଲୀ,୨୪।୫: କରୋନା ଯୋଗୁ ସାରା ଦେଶ ଲକ୍‌ଡାଉନ ହେବା ପରେ ବର୍ତ୍ତମାନ ଲୋକଙ୍କୁ ଘରୁ କାମ(ଓ୍ବାର୍କ ଫ୍ରମ୍‌ ହୋମ୍‌) କରିବାକୁ ପଡୁଛି। ଅସୁବିଧା ପାଇଁ ଏଭଳି କରିବାକୁ ପଡୁଥିବା ବେଳେ ଏହା ଧୀରେ ଧୀରେ ଟ୍ରେଣ୍ଡରେ ପରିବର୍ତ୍ତନ ହେବା ଭଳି...

ରିଟେଲ ସାମଗ୍ରୀର ହୋମ୍‌ ଡେଲିଭରି ଦେବ ଜିଓ ମାର୍ଟ

ନୂଆଦିଲ୍ଲୀ,୨୪।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ତା’ର ରିଟେଲର୍ସ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ମନ ବଳାଇଛି। କମ୍ପାନୀର ଡିଜିଟାଲ ପ୍ଲାଟ୍‌ଫର୍ମ ଜିଓ ସେବା ମାଧ୍ୟମରେ ଏହି ରିଟେଲର୍ସ (ଗ୍ରସେରି) ସେବାକୁ ଏକ ସ୍ବତନ୍ତ୍ର ଆପ୍‌ ‘ଜିଓ...

ସଂକ୍ରମଣରୁ ବଞ୍ଚିବା ଲାଗି ଲୋକେ ଯାନ କିଣିବାକୁ ଗୁରୁତ୍ୱ ଦେବେ

ନୂଆଦିଲ୍ଲୀ,୨୫।୫ କରୋନା ସଂକ୍ରମଣରୁ ବଞ୍ଚିବା ଲାଗି ଲୋକମାନେ ସାଧାରଣ ପରିବହନ ବ୍ୟବସ୍ଥା ଠାରୁ ନିଜକୁ ଦୂରେଇ ରଖିବେ। ଏଥି ଲାଗି ଲୋକମାନେ ନିଜ ଲାଗି ଯାନ କିଣିବାକୁ ମନ ବଳାଇବେ ବୋଲି ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ଏହା ଦ୍ୱାରା...

ହେଲ୍‌ଥ କେୟାର କ୍ଷେତ୍ରରେ ବୃହତ୍‌ ନିବେଶ ସମ୍ଭାବନା

ନୂଆଦିଲ୍ଲୀ,୨୫।୫: କୋଭିଡ୍‌-୧୯ ଯୋଗୁ ଭାରତୀୟ ଫାର୍ମାସ୍ୟୁଟିକାଲ ଶିଳ୍ପ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏ କ୍ଷେତ୍ରରେ ପ୍ରାୟ ୭୦ ହଜାର କୋଟି ଟଙ୍କାର ନିବେଶ ସମ୍ଭାବନା ଉପୁଜିଛି। ଭାରତ ବର୍ତ୍ତମାନ ଫାର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡିଭାଇସ ଶିଳ୍ପ ଉପରେ...

ଶ୍ରମ ଆଇନ ସମ୍ପୂର୍ଣ୍ଣ ଉଚ୍ଛେଦ ହେବନି: ରାଜୀବ କୁମାର

ନୂଆଦିଲ୍ଲୀ,୨୫।୫: ବିଭିନ୍ନ ରାଜ୍ୟ ଦ୍ୱାରା ଶ୍ରମ ଆଇନରେ କରାଯାଉଥିବା ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ ହେଉଛି। ଏହି ପ୍ରସଙ୍ଗ ଉପରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ, ସରକାର ଶ୍ରମିକଙ୍କ ହିତକୁ ବର୍ତ୍ତମାନ...

୩୦ ବିଲିୟନ ଡଲାର ବଢ଼ିଲା ଜୁକରବର୍ଗଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୫।୫: ଗତ କିଛିଦିନ ତଳେ ଫେସ୍‌ବୁକ୍‌ର ମାର୍କ ଜୁକରବର୍ଗ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟ୍‌ଫର୍ମରେ ୪୪ ହଜାର କୋଟି ଟଙ୍କା ନିବେଶ ଦ୍ୱାରା ସେ ୧୦% ଅଂଶଧନ ହାସଲ କରିଛନ୍ତି। ବ୍ଲୁମ୍‌ବର୍ଗର ଏକ ରିପୋର୍ଟ ମୁତାବକ...

ଉପୁଜିପାରେ ମାନ୍ଦାବସ୍ଥା ସ୍ଥିତି

ନୂଆଦିଲ୍ଲୀ,୨୫।୫: କରୋନା ଭୂତାଣୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଗତିକୁ ରୋକି ଦେଇଛି। ଭୂତାଣୁ ନିୟନ୍ତ୍ରଣ କରିବା ଲାଗି ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ହୋଇପଡିଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି। ଭାରତ ବଜାର ଜଟିଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri