ବାଣିଜ୍ୟ

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ ନୀତି ଅବଲମ୍ବନ କରିଛନ୍ତି। ଫଳରେ ଦେଶର ଆର୍ଥିକ ବ୍ୟବସ୍ଥାରେ ସୁଧାର ଆସିବ...

୨.୯ କୋଟି ଭାରତୀୟଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୨୪।୫: ଦିନିକୁ ଦିନ ସାଇବର କ୍ରିମିନାଲଙ୍କ ପ୍ରାଦୁର୍ଭାବ ବୃଦ୍ଧି ହେଉଛି। ସାବଧାନ ନ ହେଲେ ଅନେକ କ୍ଷତି ସହିବାକୁ ପଡୁଥିବା ଦେଖାଯାଇଛି। ନିକଟରେ ଆଉ ଏକ ବଡ ଧରଣର ଡାଟା ଚୋରି ଘଟଣା ସାମ୍ନାକୁ ଆସିଛି। ନିଯୁକ୍ତି ସନ୍ଧାନରେ ରହିଥିବା...

ଅଗଷ୍ଟ ପୂର୍ବରୁ ମିଳିପାରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ବର୍ତ୍ତମାନ ସାରା ଦେଶରେ ବିମାନ ସେବା ବନ୍ଦ ରହିଛି। ଚଳିତ ମାସ ୨୫ ତାରିଖରୁ ଘରୋଇ ବଜାରରେ ବିମାନ ସେବା ପୁଣି ଥରେ ଶୁଭାରମ୍ଭ କରିବା ଲାଗି ସରକାର ନିକଟରେ ଘୋଷଣା କରିଛନ୍ତି। ସେହିଭଳି ଅଗଷ୍ଟ...

ହଜାରେ କର୍ମଚାରୀଙ୍କୁ ଛଟେଇ କଲା ଆଇବିଏମ୍‌

ନୂଆଦିଲ୍ଲୀ,୨୪।୫: ସାରା ବିଶ୍ୱରେ କରୋନା ମହାମାରୀ କାୟାବିସ୍ତାର କରିଚାଲିଛି। ଏହି ମହାମାରୀର ପ୍ରଭାବ ସବୁ ସ୍ତରରେ ଦେଖିବାକୁ ମିଳିଛି। ଆମେରିକା ଭଳି ବିକଶିତ ରାଷ୍ଟ୍ର ଏଥିରୁ ବର୍ତ୍ତିପାରି ନାହିଁ। ଆଇବିଏମ୍‌ ଭଳି ପ୍ରମୁଖ ମଲ୍ଟିନ୍ୟାଶନାଲ ଟେକ୍ନୋଲୋଜି କମ୍ପାନୀ ଉପରେ ମଧ୍ୟ...

ବଢୁଛି ଆମେରିକା ଅତି ଧନୀଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ସାରା ବିଶ୍ୱ ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଭୂତାଣୁକୁ ରୋକିବା ଲାଗି ବିଭିନ୍ନ ଦେଶ ଲକ୍‌ଡାଉନ ହେବା ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। କରୋନାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ମହାମାରୀ...

ଅମ୍ଫନ୍‌ ପାଇଁ ଲକ୍ଷେ କୋଟି କ୍ଷତି

କୋଲକାତା,୨୪।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପୂର୍ବାଞ୍ଚଳ ରାଜ୍ୟ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷତିକ୍ଷତି ଘଟିଥିଲେ ହେଁ ଓଡ଼ିଶା ସେତେଟା ପ୍ରଭାବିତ ହୋଇନାହିଁ। ଅମ୍ଫନ୍‌ ଯୋଗୁ ଭିତ୍ତିଭୂମି, କୃଷି ସମେତ ଅନ୍ୟ କ୍ଷେତ୍ରରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କା (୧୩ ବିଲିୟନ...

ସ୍ଥିତି ସୁଧୁରିବାକୁ ଲାଗିବ ବର୍ଷେରୁ ଅଧିକ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଭୂତାଣୁକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ କରିଥିବା ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ କମ୍ପାନୀଗୁଡିକର ରାଜସ୍ବରେ ୨୫%ରୁ ଊର୍ଦ୍ଧ୍ୱ ହ୍ରାସ ହୋଇଥିବା ଜଣାପଡିଛି। ବ୍ୟବସାୟୀଙ୍କୁ ସାମାନ୍ୟ ସ୍ଥିତିକୁ ଫେରିବା ଲାଗି ଗୋଟିଏ...

ରେପୋ ରେଟ୍‌ ୦.୪% କମାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। ଏଭଳି କାରଣ ଲାଗି ଦେଶର ଅଭିବୃଦ୍ଧି ହାର ନକାରାତ୍ମକ...

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ ଚଳାଚଳ ଉପରେ ମଧ୍ୟ ରୋକ ଲଗାଯାଇଛି। ଫଳରେ ଅନେକ ଦେଶରେ ବିମାନ ଚଳାଚଳ...

ଚାଇନା ବ୍ୟାଙ୍କ ଋଣ ପଇଠ ଲାଗି ଅନିଲ ଅମ୍ବାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୫: ଚାଇନା ବ୍ୟାଙ୍କଗୁଡ଼ିକୁ ୭୧୭ ନିୟୁତ ଡଲାର ୨୧ ଦିନ ମଧ୍ୟରେ ପଇଠ କରିବା ପାଇଁ ୟୁକେର କୋର୍ଟ ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅନିଲଙ୍କଠାରୁ ଏହି ଋଣ ଅସୁଲ କରିବା ଲାଗି ଚାଇନା...

ରେପୋ ରେଟ୍‌ କମାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। ଏଭଳି କାରଣ ଲାଗି ଦେଶର ଅଭିବୃଦ୍ଧି ହାର ନକାରାତ୍ମକ...

ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ଭେଟିଛନ୍ତି। ଭିଡିଓ କନ୍‌ଫରେନ୍ସ ଯୋଗେ ହୋଇଥିବା ଏହି ବୈଠକରେ ଅର୍ଥମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା କରିଛନ୍ତି। କୋଭିଡ୍‌ ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଫେରାଇ ଆଣିବା ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri