ବାଣିଜ୍ୟ

ଚାହିଦା ପୂରଣ ଲାଗି ହୋଣ୍ଡା ଟୁ-ହ୍ବିଲର୍ସର ଉଦ୍ୟମ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଲାଗି ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ ହେଉଥିବାରୁ ସରକାର କିଛି କିଛି କ୍ଷେତ୍ରକୁ ଆର୍ଥତ୍କ କାର୍ଯ୍ୟକଳାପ ଲାଗି ଅନୁମତି ଦେଇଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌...

ଜାଗମରାରେ ପିଏନ୍‌ବି ଲୋନ୍‌ ପଏଣ୍ଟ

ଭୁବନେଶ୍ୱର,୨୩।୫: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ରାମ୍‌ (ରିଟେଲ,କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ)ର ଲୋନ୍‌ ପଏଣ୍ଟ ସ୍ଥାନୀୟ ଜାଗମରା ସ୍ଥିତ ଓରିଏଣ୍ଟାଲ ବ୍ୟାଙ୍କ କ୍ୟାମ୍ପସ ପରିସରରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କର ଉପମହାପ୍ରବନ୍ଧକ ଗଣପତ ଲାଲ, ଉପମହାପ୍ରବନ୍ଧକ ତୌଫିକ...

ଜିଓରେ ୧୧୩୬୭ କୋଟି ନିବେଶ କରିବ କେକେଆର୍‌

ମୁମ୍ବାଇ,୨୩।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟ୍‌ଫର୍ମରେ ନିବେଶକାରୀ ସଂସ୍ଥା କେକେଆର୍‌ ୧୧୩୬୭ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ଜିଓ ପକ୍ଷରୁ ଶୁକ୍ରବାର ଏ ନେଇ ସୂଚନା...

କରୋନା ସଙ୍କଟ ଟାଳିବାକୁ ଅଧିକ ପଦକ୍ଷେପ ନିଆଯିବ

ନୂଆଦିଲ୍ଲୀ,୨୩।୫: କରୋନା ସଙ୍କଟକୁ ଟାଳିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏ ଦିଗରେ ସରକାର ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ବର୍ତ୍ତମାନ ଯାଏ ସରକାର କିଛି ମାତ୍ର...

ଟିକ୍‌ଟକ୍‌ ମୋଷ୍ଟ ଭାଲ୍ୟୁଏବୁଲ ଷ୍ଟାର୍ଟଅପ୍‌

ନୂଆଦିଲ୍ଲୀ,୨୩।୫: ଟିକ୍‌ଟକ୍‌ ଆପ୍‌ର ମୂଳ କମ୍ପାନୀ ବାଇଟଡାନ୍ସ ଲିମିଟେଡ୍‌ ବିଶ୍ୱର ମୋଷ୍ଟ ଭାଲ୍ୟୁଏବୁଲ ବା ସବୁଠାରୁ ଅଧିକ ମୂଲ୍ୟ ବିଶିଷ୍ଟ ଷ୍ଟାର୍ଟଅପ୍‌ ବୋଲି ଜଣାପଡିଛି। ପ୍ରାଇଭେଟ ଶେୟାର ଟ୍ରାଞ୍ଜାକଶନ କ୍ଷେତ୍ରରେ କମ୍ପାନୀର ଭାଲ୍ୟୁଏଶନ ୧୦୦ ବିଲିୟନ ଡଲାର ଟପିଥିବା ଜଣାପଡିଛି।...

ପାଇକାରୀ ବଜାରରେ ଟମାଟୋ କିଲୋ ୫ ଟଙ୍କା

ନୂଆଦିଲ୍ଲୀ,୨୩।୫: କରୋନା ଯୋଗୁ କୃଷକମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ବିଭିନ୍ନ ସମସ୍ୟା ଲାଗି ପାଇକାରୀ ବଜାରରେ ଟମାଟୋର କିଲୋ ପ୍ରତି ଦର ୫ ଟଙ୍କାକୁ ଖସିଛି। ଏହି ସମୟରେ ଟମାଟୋର ପାଇକାରୀ ମୂଲ୍ୟ ୩...

ଚାଇନା ନିବେଶକଙ୍କ ଉପରେ ନଜର

ନୂଆଦିଲ୍ଲୀ,୨୩।୫: ଗତ କିଛିଦିନ ଚାଇନାରୁ ଆସୁଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ରୋକିବା ଉପରେ ସରକାର ନିୟମରେ ପରିବର୍ତ୍ତନ କରିଥିଲେ। ବର୍ତ୍ତମାନ ଚାଇନା ଏବଂ ହଂକଂରୁ ଆସୁଥିବା ନିବେଶର ଅନ୍ୟ ସାଧନ ଉପରେ ମଧ୍ୟ ରୋକ ଲଗାଇବା ଲାଗି...

୨ ହଜାର କର୍ମଚାରୀଙ୍କୁ ଛଟେଇ କଲା ଇଣ୍ଡିଆବୁଲ୍‌ସ

ମୁମ୍ବାଇ,୨୩।୫: ବର୍ତ୍ତମାନ କରୋନା ପ୍ରଭାବରୁ କମ୍ପାନୀଗୁଡ଼ିକ ବୃହତ୍‌ ପରିମାଣର କ୍ଷତି ସହୁଥିବା ବେଳେ କର୍ମଚାରୀଙ୍କୁ ଛଟେଇ କରୁଥିବା ନଜରକୁ ଆସିଛି। ଏଭଳି ଅସୁବିଧା ଯୋଗୁ ଇଣ୍ଡିଆ ବୁଲ୍‌ସ ଏହାର ମୋଟ୍‌ ୨୦ ହଜାର କର୍ମଚାରୀଙ୍କ ମଧ୍ୟରୁ ପ୍ରାୟ ୨ ହଜାରଙ୍କୁ...

କୋଭିଡ୍‌ ଲଢ଼େଇରେ ଆର୍‌ବିଆଇ

ମୁମ୍ବାଇ,୨୩।୫: ଦେଶରେ ପ୍ରଥମ କରୋନା ମାମଲା ଜାନୁୟାରୀ ୩୦ରେ ସାମ୍ନାକୁ ଆସିଥିଲା। କରୋନାକୁ ନିୟନ୍ତ୍ରଣ କରିବା ପାଇଁ ହୋଇଥିବା ଲକ୍‌ଡାଉନରେ ଦେଶକୁ ଅନେକ କ୍ଷତି ସହିବାକୁ ପଡୁଛି। କାରଣ ବର୍ତ୍ତମାନ ଅନେକ ଦିନ ଧରି ବନ୍ଦ ହୋଇ ପଡ଼ିଥିବା ଆର୍ଥତ୍କ...

ଶସ୍ତା ହେବ ଋଣ‌: ୩ମାସ କୋହଳ ହେଲା ଇଏମ୍‌ଆଇ

ନୂଆଦିଲ୍ଲୀ,୨୨।୫: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରାୟ ୨୧ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜର ସବିଶେଷ ତଥ୍ୟ ଦେଶବାସୀଙ୍କ ସମ୍ମୁଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରଖିଥିଲେ। ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ...

ଫୁଡ୍‌ ଡେଲିଭରି ସେବା ଯୋଗାଇବ ଆମାଜନ

ନୂଆଦିଲ୍ଲୀ,୨୨।୫: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ ପକ୍ଷରୁ ବର୍ତ୍ତମାନ ଏହାର ଗ୍ରାହକଙ୍କୁ ଫୁଡ୍‌ ଡେଲିଭରି ସେବା ପ୍ରଦାନ କରିବା ପାଇଁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ବେଙ୍ଗାଲୁରୁ ସହରରେ ପରୀକ୍ଷାମୂଳକ ଭାବରେ ଏହି ସେବା ଯୋଗାଇବ ବୋଲି କମ୍ପାନୀ ପକ୍ଷରୁ ସୂଚନା...

୧୪୫୦ କର୍ମଚାରୀ ଛଟେଇ କଲା ଅକ୍ସଫାମ୍‌

ନୂଆଦିଲ୍ଲୀ,୨୨।୫: କୋଭିଡ୍‌-୧୯ ବିଶ୍ୱରେ କାୟାବିସ୍ତାର କରିଥିବା ବେଳେ ଏହାର ପ୍ରଭାବ ଜାରି ରହିଛି। ଏଥିଯୋଗୁ ସାରା ବିଶ୍ୱର ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ରହିଛି। ବିଶ୍ୱସ୍ତରୀୟ ସାମାଜିକ ଅନୁଷ୍ଠାନ ଅକ୍ସଫାମ୍‌ ଏହାଦ୍ୱାରା ବ୍ୟାପକ ସମସ୍ୟାର ସମ୍ମୁଖୀନ ହୋଇଛି । ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri