ବାଣିଜ୍ୟ

ପ୍ରତିରକ୍ଷା କ୍ଷେତ୍ର ଏଫ୍‌ଡିଆଇ ୭୪%କୁ ବଢ଼ିଲା

  ନୂଆଦିଲ୍ଲୀ,୧୭।୫: ସରକାର ପ୍ରତିରକ୍ଷା କ୍ଷେତ୍ର ମାନୁଫାକଚରିଂକୁ ପ୍ରୋତ୍ସାହିତ କରିବା ଲାଗି ପଦକ୍ଷେପ ନେଇଛନ୍ତି। ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଅଧୀନ ୪ର୍ଥ ପର୍ଯ୍ୟାୟ ଘୋଷଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି...

ଫାଷ୍ଟଟ୍ରାକ୍‌ ନିବେଶ ଲାଗି ଯୋଜନା

ନୂଆଦିଲ୍ଲୀ,୧୭।୫ ନିବେଶକୁ ପ୍ରୋତ୍ସାହନ ତଥା ତ୍ୱରିତ କରିବା ଲାଗି ସରକାର ଯୋଜନା ହାତକୁ ନେଇଛନ୍ତି। ଏହି ଯୋଜନାକୁ ରୂପାୟନ କରିବା ଲାଗି ସରକାର ଏମ୍ପାଓ୍ବାର୍ଡ ଗ୍ରୁପ୍‌ ଅଫ୍‌ ସେକ୍ରେଟାରିଜ ପକ୍ଷରୁ ତ୍ୱରିତ ନିବେଶ ମଞ୍ଜୁରୀ ବ୍ୟବସ୍ଥା କରିଛନ୍ତି। ପ୍ରତି ମନ୍ତ୍ରଣାଳୟ...

କମର୍ସିଆଲ କୋଲ୍‌ ମାଇନିଂକୁ ଅନୁମତି

ନୂଆଦିଲ୍ଲୀ,୧୭।୫: ବର୍ତ୍ତମାନ ପର୍ଯ୍ୟନ୍ତ କୋଇଲା ଖଣି ଖନନ କ୍ଷେତ୍ରରେ ସରକାରଙ୍କ ଆଧିପତ୍ୟ ରହି ଆସିଥିଲା। ଘରୋଇ କ୍ଷେତ୍ରକୁ ଏହି ବର୍ଗରେ କାମ କରିବା ଲାଗି ଅନୁମତି ମିଳି ନ ଥିଲା। କମର୍ସିଆଲ କୋଲ୍‌ ମାଇନିଂ ସମ୍ପର୍କରେ ସରକାର ଶନିବାର ଘୋଷଣା...

୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଚଳିତ ୨୦୧୯-୨୦ ଫସଲ ବର୍ଷରେ ଦେଶରେ ୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହେବ ବୋଲି ଆକଳନ କରାଯାଇଛି। ଭଲ ବର୍ଷା ଯୋଗୁ କ୍ରମାଗତ ଚତୁର୍ଥ ବର୍ଷ ଲାଗି ରେକର୍ଡ ଉତ୍ପାଦନ ହେବାକୁ ଯାଉଥିବା କୃଷି ମନ୍ତ୍ରଣାଳୟର ସଦ୍ୟତମ...

ପଦ ଛାଡ଼ିଲେ ଡବ୍ଲ୍ୟୁଟିଓ ମୁଖ୍ୟ

ଜାତିସଂଘ, ୧୬ା୫ : ମହାମାରୀ କରୋନା ଭୂତାଣୁ କବଳରେ ବିଶ୍ୱ କଲବଲ ହେଉଥିବା ବେଳେ ବାଣିଜି୍ୟକ ଓ ଆର୍ଥତ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏହି ସମୟରେ ବିଶ୍ୱ ବାଣିଜ୍ୟ ସଙ୍ଗଠନ(ଡବ୍ଲ୍ୟୁଟିଓ)ର ମୁଖ୍ୟ ରୋବେର୍ଟୋ ଆଜେଭେଡୋ ସମାଲୋଚନାର ଶିକାର ହୋଇ...

କରୋନା ଖାଇଯିବ ୮.୮ ଟ୍ରିଲିୟନ ଡଲାର

ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିକୁ ୫.୮ରୁ ୮.୮ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିପାରେ ବୋଲି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ପକ୍ଷରୁ ଆକଳନ କରାଯାଇଛି। ଏହା ବିଶ୍ୱ ଜିଡିପି (ମୋଟ ଘରୋଇ ଉତ୍ପାଦ)ର ୬.୪ରୁ ୯.୭...

୨୦ରେ ବିଏମ୍‌ଏସ୍‌ର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍‌ ଯୋଗୁ ଜାରି ଲକ୍‌ଡାଉନ୍‌ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ସମର୍ଥିତ ଭାରତୀୟ ମଜଦୁର ସଂଘ...

ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି...

ଲକ୍‌ଡାଉନ୍‌ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍‌ ମାସରେ ୨୧ଟି ରାଜ୍ୟର ମୋଟ ୯୭,୧୦୦ କୋଟି ଟଙ୍କା କ୍ଷତି ହୋଇଛି। ଏନେଇ ଇଣ୍ଡିଆ...

ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ

ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍‌ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଭଳି କଟକଣା ଜାରି କରାଯାଇଛି। ଏଥିଯୋଗୁ ଆର୍ଥିକ ଗତିବଧି ଏକପ୍ରକାର ଠପ୍‌ ହୋଇଯାଇଥିବାରୁ ଅର୍ଥନୀତି ଉପରେ...

ଶିଳ୍ପଜଗତରେ ଖୁସିର ଲହରି

ନୂଆଦିଲ୍ଲୀ,୧୪।୫: ସରକାରଙ୍କ ପକ୍ଷରୁ କରାଯାଇଥିବା ବିଭିନ୍ନ ଘୋଷଣାକୁ ନେଇ ଦେଶର ଶିଳ୍ପଜଗତରେ ଖୁସିର ଲହରି ଖେଳିଯାଇଛି। ଏମ୍‌ଏସ୍‌ଏମ୍‌ଇ, ବିଦ୍ୟୁତ୍‌ ବିତରଣ କମ୍ପାନୀ ଏବଂ ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପକୁ ଶିଳ୍ପ ଜଗତ ପକ୍ଷରୁ ପ୍ରଶଂସା କରାଯାଇଛି।...

ସରକାରଙ୍କ ପଦକ୍ଷେପକୁ ଆଇସିିସିର ପ୍ରଶଂସା

ନୂଆଦିଲ୍ଲୀ,୧୪।୫: ଏମ୍‌ଏସ୍‌ଏମ୍‌ଇର ବିକାଶ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କରିଥିବା ପଦକ୍ଷେପକୁ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିିସି) ପକ୍ଷରୁ ପ୍ରଶଂସା କରାଯାଇଛି। ଏମ୍‌ଏସ୍‌ଏମ୍‌ଇ ସଂଜ୍ଞା ନିର୍ଦ୍ଧାରଣ କରିବା ଲାଗି କାରବାର ସୀମାକୁ ବିଚାର କରିବା ନେଇ ଅନେକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri