ବାଣିଜ୍ୟ

ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ନୂଆଦିଲ୍ଲୀ,୩। ୫: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ରାଷ୍ଟ୍ରାୟତ୍ତ ଏବଂ ଘରୋଇ ବ୍ୟାଙ୍କ ସିଇଓଙ୍କୁ ଶନିବାର ଭେଟିଛନ୍ତି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସ୍ଥିତିରେ ଅର୍ଥ ବ୍ୟବସ୍ଥାକୁ ବ୍ୟାଙ୍କଗୁଡିକର ଯୋଗଦାନ ଉପରେ ସେ ସମୀକ୍ଷା କରିଛନ୍ତି। ଅଣ...

ବେପରୁଆ ଟୁଇଟରୁ ଉଡିଗଲା ଲକ୍ଷେ କୋଟି

ନୂଆଦିଲ୍ଲୀ,୩। ୫: ପ୍ରମୁଖ ଇ-ଯାନ କମ୍ପାନୀ ଟେସଲାର ମୁଖ୍ୟ କାର୍ଯ୍ୟନିର୍ବାହି ଅଧିକାରୀ (ସିଇଓ) ଏଲନ ମସ୍କଙ୍କ ବେପରୁଆ ଟୁଇଟ ପୁଣି ଥରେ କମ୍ପାନୀ ଲାଗି କ୍ଷତିକାରକ ହୋଇଛି। ଏହି କାରଣ ପାଇଁ ଶନିବାର ଟେସ୍‌ଲାର ବଜାର ପୁଞ୍ଜିକରଣରୁୁ ୧୪ ବିଲିୟନ...

ଆତସୁସି ଓଗାଟା ହେବେ ହୋଣ୍ଡା ଟୁହ୍ବିଲର୍ସର ଏମ୍‌ଡି

ନୂଆଦିଲ୍ଲୀ,୩। ୫: ହୋଣ୍ଡା ମୋଟର କମ୍ପାନୀ ପକ୍ଷରୁ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ବରିଷ୍ଠ ପରିଚାଳନା ଟିମ୍‌ରେ ପରିବର୍ତ୍ତନ ଘୋଷଣା କରାଯାଇଛି। ରିପୋର୍ଟ ମୁତାବକ ଆତସୁସି ଓଗାଟା ହୋଣ୍ଡା ଟୁହ୍ବିଲର୍ସର ନୂଆ ସଭାପତି, ସିଇଓ...

କାନାରା ବ୍ୟାଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୩। ୫: କୋଭିଡ-୧୯କୁ ଧ୍ୟାନରେ ରଖି କାନାରା ବ୍ୟାଙ୍କ ପକ୍ଷରୁ ବିଭିନ୍ନ ସତର୍କତା ପଦକ୍ଷେପ ହାତକୁ ନିଆଯାଇଛି। ବ୍ୟାଙ୍କର ଗ୍ରାହକ ଏବଂ କର୍ମଚାରୀଙ୍କୁ ମାସ୍କ ପିନ୍ଧିବା, ହ୍ୟାଣ୍ଡ ସାନିଟାଇଜର ଏବଂ ହ୍ୟାଣ୍ଡ ଗ୍ଲୋଭସ ବ୍ୟବହାର କରିବାକୁ କୁହାଯାଇଛି। ବ୍ୟାଙ୍କର ଏଟିଏମ୍‌ଗୁଡିକୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଓବିର ଦାନ

ଭୁବନେଶ୍ୱର,୩। ୫: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ଓଡ଼ିଶାର ସମସ୍ତ କର୍ମଚାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୮.୦୮ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କୋଭିଡ-୧୯ ମୁକାବିଲା ନିମନ୍ତେ ଏହି ରାଶି ପ୍ରଦାନ କରାଯାଇଛି ବୋଲି ବ୍ୟାଙ୍କ ପକ୍ଷରୁ...

କରୋନା ଯୋଦ୍ଧାଙ୍କୁ ଏଲ୍‌ଆଇସିର ସମ୍ବର୍ଦ୍ଧନା

ଭୁବନେଶ୍ୱର,୩। ୫: ଲକ୍‌ଡାଉନ ସମୟରେ ଏଲ୍‌ଆଇସିର ମଣ୍ଡଳ କାର୍ଯ୍ୟାଳୟ କାର୍ଯ୍ୟ ଜାରି ରହିଛି। କରୋନା ବିରୋଧରେ ଲଢେଇ ଜାରି ରଖିଥିବା ଯୋଦ୍ଧାଙ୍କୁ ଏଲଆଇସି ସମର୍ଥନ ଜଣାଇଛି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ସଫେଇ କର୍ମଚାରୀଙ୍କୁ ଏଲ୍‌ଆଇସି ପକ୍ଷରୁ...

ଓ୍ବାରେନ ବଫେଟ୍‌ଙ୍କ କ୍ଷତି ୫୦ ବିଲିୟନ ଡଲାର

ଭୁବନେଶ୍ୱର,୩। ୫: କରୋନା ମହାମାରି ଯୋଗୁ ଓ୍ବାରେନ ବଫେଟଙ୍କ ବର୍କସାୟାର ହାଥାଓ୍ବେ ଇଙ୍କ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। କମ୍ପାନୀକୁ ତ୍ରୈମାସିକ ୫୦ ବିଲିୟନ ଡଲାରର ନେଟ୍‌ କ୍ଷତି ସହିବାକୁ ପଡିଥିବା ଶନିବାର ସୂଚନା ମିଳିଛି। ବାଣିଜ୍ୟ ପରିଚାଳନାରେ କମ୍ପାନୀକୁ...

ବିଗ୍‌ ବଜାର ଦେଉଛି ଡୋର୍‌ଷ୍ଟେପ ଡେଲିଭରି

ଭୁବନେଶ୍ୱର,୩। ୫: କରୋନା ବିରୋଧରେ ଲଢେଇ ଜାରି ରଖିବା ସହ ବିଗ୍‌ ବଜାର ପକ୍ଷରୁ ବର୍ତ୍ତମାନ ଲୋକଙ୍କୁ ଡୋର୍‌ଷ୍ଟେପ ଡେଲିଭରି ବା ଘର ଦୁଆର ମୁହଁରେ ସାମଗ୍ରୀ ପହଞ୍ଚାଇବା ସେବା ପ୍ରଦାନ କରାଯାଉଛି। ଜରୁରୀକାଳିନ ସମୟରେ ଗ୍ରାହକଙ୍କୁ ସହାୟତା ଯୋଗାଇ...

ଏଲୋନ୍‌ ମୁସ୍କ୍‌ଙ୍କ ବିବାଦୀୟ ଟୁଇଟ୍‌: ଟେସଲାର ୧୫ ଶହ କୋଟି ଡଲାର କ୍ଷତି

ନ୍ୟୁୟର୍କ,୨।୫: ଟେସଲା ଇଲେକ୍ଟ୍ରିକ୍‌ କାର୍‌ କମ୍ପାନୀ ପ୍ରାୟ ୧୫ ଶହ କୋଟି ଡଲାରର କ୍ଷତି ସହିଛି। ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିବାହୀ ଏଲୋନ୍‌ ମୁସ୍କ୍‌ଙ୍କର ଏକ ବିବାଦୀୟ ଟୁଇଟ୍‌ ଯୋଗୁ ଏଭଳି ଘଟିଛି। ସୂଚନାଯୋଗ୍ୟ, କମ୍ପାନୀର ଶେୟାର ଦାମ...

କମିଲା ରୋଷେଇ ଗ୍ୟାସ ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୫: ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ନନ୍‌- ସବ୍‌ସିଡି ରୋଷେଇ ଗ୍ୟାସ୍‌ର ଦାମ ଏବେ କମ୍‌ ହୋଇଛି। ଦେଶର ଅଏଲ ମାର୍କେଟିଂ କମ୍ପାନୀ ଏଚ୍‌ପିସିଏଲ୍‌, ବିପିସିଏଲ୍‌, ଓ ଆଇଓସି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି। ରାଜଧାନୀ ଦିଲ୍ଲୀରେ...

ଅଭିବୃଦ୍ଧି ନେଇ ସରକାରଙ୍କ ଚିନ୍ତା

ନୂଆଦିଲ୍ଲୀ,୧।୫: ଲକ୍‌ଡାଉନ ପରେ ଦେଶର ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ଛିଡା କରାଇବା ଲାଗି ସରକାର ଯୋଜନା ହାତକୁ ନେଉଛନ୍ତି। ଦେଶର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ ଏବେ ପ୍ରାଥମିକତା ଦିଆଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଭିନ୍ନ ମନ୍ତ୍ରଣାଳୟ ସହ...

ନିବେଶକଙ୍କ ଲାଭ ୭.୬୮ ଲକ୍ଷ କୋଟି

ମୁମ୍ବାଇ,୧। ୫: ଗୁରୁବାର ଭାରତୀୟ ପୁଞ୍ଜିବଜାରର ସେନ୍‌ସେକ୍ସ ୯୯୭ ପଏଣ୍ଟ ବଢିଛି। ଗତ ୪ ଦିନ ଧରି ଶେୟାର ବଜାରରେ କାରବାର ଉନ୍ନତ ରହିବାରୁ ନିବେଶକଙ୍କ ସମ୍ପତ୍ତି ୭.୬୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ନଜରକୁ ଆସିଛି। ଗୁରୁବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri