ବାଣିଜ୍ୟ

ଆସିବ ସଂଶୋଧିତ ଆଇଟି ରିଟର୍ନ ଫର୍ମ

ନୂଆଦିଲ୍ଲୀ,୨୦।୪: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ପରିବର୍ତ୍ତିତ ଆୟକର(ଆଇଟି) ରିଟର୍ନ ଫର୍ମ ଆଣିବା ଲାଗି ଆୟକର ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କୋଭିଡ୍‌ -୧୯ ପାଇଁ ସରକାର ରିଟର୍ନ ଫାଇଲ କରିବାର ସମୟସୀମା ବଢ଼ାଇଛନ୍ତି। ଏହାକୁ ଆଧାରକରି ବିଭାଗ ପକ୍ଷରୁ...

ଆସିପାରେ କରୋନା ବଜେଟ

ନୂଆଦିଲ୍ଲୀ,୨୦ ।୪: କରୋନା ବିରୋଧୀ ଲଢ଼େଇରେ ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। କ୍ଷତିଗ୍ରସ୍ତ ହୋଇଥିବା ଶିଳ୍ପଜଗତ ଲାଗି ଏବେ ଯାଏ କୌଣସି ବିଶେଷ ପ୍ୟାକେଜ ଘୋଷଣା ହୋଇଛନ୍ତି। ସରକାରଙ୍କ ଏ...

ଡିବିଟିରେ ୩୬,୬୫୯ କୋଟି

ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍‌ଏମ୍‌ଏସ୍‌)ରେ ମାର୍ଚ୍ଚ ୨୪ରୁ ଏପ୍ରିଲ ୧୭ ମଧ୍ୟରେ ଏହି ଅର୍ଥ ଲୋକଙ୍କ ବ୍ୟାଙ୍କଖାତାରେ ସିଧାସଳଖ...

ବୁକିଂ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୦।୪: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ପକ୍ଷରୁ ବର୍ତ୍ତମାନ ଅନିର୍ଦ୍ଦିଷ୍ଟ ସମୟ ଲାଗି ବୁକିଂ ବନ୍ଦ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ପରାମର୍ଶ ପରେ କମ୍ପାନୀ ବୁକିଂ ବନ୍ଦ କରିଛି। ବିମାନ ଚଳାଚଳ ନେଇ ସରକାରଙ୍କ...

ୟୁନିୟନ ବ୍ୟାଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୨୦।୪:ସମଗ୍ର ବିଶ୍ୱ ଏବଂ କୋଭିଡ୍‌-୧୯ ସହ ଲଢ଼େଇ ଜାରି ରଖିଛି। ଏଭଳି ସ୍ଥିତିରେ ମାନବ ଜାତି ପ୍ରତି ଦୟା ଏବଂ ସହାନୁଭୂତିର ହାତ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ୟୁନିୟନ ବ୍ୟାଙ୍କ...

ବିନା ମାସ୍କରେ ମିଳିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୨୦।୪: ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଆସୋସିଏଶନର ଅଧ୍ୟକ୍ଷ ଅଜୟ ବଂଶଲ କହିଛନ୍ତି ଯେ, ପେଟ୍ରୋଲ ପମ୍ପଗୁଡିକରେ କାମ କରୁଥିବା କର୍ମଚାରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ବିନା ମାସ୍କରେ ଆସୁଥିବା ଗ୍ରାହଙ୍କୁ ପେଟ୍ରୋଲ ପମ୍ପରେ...

ଟାଟା ମୋଟର୍ସର କ୍ଲିକ୍‌ ଟୁ ଡ୍ରାଇଭ

ମୁମ୍ବାଇ,୨୦।୪: ଦେଶର ପ୍ରମୁଖ ଯାନ ନିର୍ମାତା ଟାଟା ମୋଟର୍ସ ପକ୍ଷରୁ କ୍ଲିକ୍‌ ଟୁ ଡ୍ରାଇଭ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଦ୍ୱାରା ଗ୍ରାହକ ଏଣ୍ଡ ଟୁ ଏଣ୍ଡ ଅନ୍‌ଲାଇନ ବିକ୍ରି ଅଭିଜ୍ଞତା ଲାଭ କରିପାରିବେ। ଘରେ ବସି ଅନ୍‌ଲାଇନ କ୍ଲିକ୍‌ରେ...

କରୋନା ଲଢ଼େଇରେ ୟୁପି ମଡେଲକୁ ପ୍ରଶଂସା

ନୂଆଦିଲ୍ଲୀ,୧୯।୪: କରୋନା ଲଢ଼େଇ କ୍ଷେତ୍ରରେ ବିଶେଷ ଯୋଗଦାନ ଲାଗି ଉତ୍ତର ପ୍ରଦେଶ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରଶଂସା କରିଛନ୍ତି। ସଂକ୍ରମଣକୁ ରୋକିବା, ଚିକିତ୍ସା ସୁବିଧା ଏବଂ ଲୋକଙ୍କ ନିକଟକୁ ଆର୍ଥତ୍କ ପ୍ରୋତ୍ସାହନ...

କୋଭିଡ୍‌-୧୯ ଝଟକା ସହିବାକୁ ପ୍ରସ୍ତୁତ ରୁହ: ଆଇଏମ୍‌ଏଫ୍‌

  ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନର କରୋନା ମହାମାରୀ ବିଶ୍ୱର ବିକଶିତ ତଥା ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ଲାଗି ଚ୍ୟାଲେଞ୍ଜିଂ ସ୍ଥିତି ସୃଷ୍ଟି କରିଛି। କରୋନା ପୂର୍ବରୁ ବିଶ୍ୱ ମାନ୍ଦାବସ୍ଥା ଦେଇ ଗତି କରୁଥିଲା। ମହାମାରୀ ଆସିବା ଯୋଗୁ ବିଶ୍ୱ ବଜାରର ସ୍ଥିତି...

୨୦ରୁ ଆଦାୟ ହେବ ଟୋଲ୍‌ ଟାକ୍ସ

ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରେ ଟୋଲ୍‌ ଟାକ୍ସ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ପରିବହନ ଏବଂ ଲଜିଷ୍ଟିକ୍‌ କ୍ଷେତ୍ର...

ବିକାଶ ପୂର୍ବାନୁମାନ ୧.୮%କୁ ଖସାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯।୪: କ୍ରେଡିଟ୍‌ ରେଟିଂ ଏଜେନ୍ସି ଏସ୍‌ ଆଣ୍ଡ ପି ଚଳିତ ଆର୍ଥତ୍କ ବର୍ଷ ଉପରେ ଭାରତର ବିକାଶ ହାର ପୂର୍ବାନୁମାନକୁ ୧.୮%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯିବା ପରେ ଦେଶର ଆର୍ଥତ୍କ ଅଭିବୃଦ୍ଧି ହାରରେ ସୁଧାର ଆସିବ ବୋଲି...

ଆର୍ଥିକ ପ୍ୟାକେଜ ଶୀଘ୍ର: ସୀତାରାମନ

ନୂଆଦିଲ୍ଲୀ,୧୯।୪: କରୋନା ପାଇଁ କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ଶୀଘ୍ର ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବେ। ଏ ନେଇ ଶୀଘ୍ର ଘୋଷଣା କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବିଶ୍ୱ ବ୍ୟାଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି। ଭାରତ ସାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri