ବାଣିଜ୍ୟ

ବଦଳିଲା ଏଫ୍‌ଡିଆଇ ନିୟମ;କାରସାଦି କରିପାରିବେନି ଚାଇନା, ପାକିସ୍ତାନ

  ନୂଆଦିଲ୍ଲୀ,୧୯।୪: କରୋନା ପାଇଁ ସାରା ବିଶ୍ୱର ବଜାର ଏବେ କ୍ଷତିଗ୍ରସ୍ତ ହୋଇଛି। କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଲଗାତର ଭାବେ ଖସୁଥିବା ଦେଖାଯାଇଛି। ଏଭଳି ସ୍ଥିତି ବିଦେଶୀ କମ୍ପାନୀଗୁଡିକ ଫାଇଦା ଉଠାଇବା ଚକ୍କରରେ ରହୁଥିବା ଦେଖାଯାଇଛି। ବର୍ତ୍ତମାନର ସଙ୍କଟ ସମୟରେ...

ଥାଳି ବାଡ଼େଇ ପ୍ରତିବାଦ କରିବେ ଖୁଚୁରା ବ୍ୟବସାୟୀ

ନୂଆଦିଲ୍ଲୀ,୧୯।୪: ଲକ୍‌ଡାଉନ ସମୟରେ ଇ-କସର୍ମ ସାଇଟରେ ଜରୁରୀ ବିକ୍ରି ନେଇ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ଦେଶର ଖୁଚୁରା ବ୍ୟବସାୟୀମାନେ ବିରୋଧ କରିଥିବା ଦେଖାଯାଇଛି। ଏହାର ପ୍ରତିବାଦରେ ୧୯ଏପ୍ରିଲରେ ସାରା ଦେଶର ଖୁଚୁରା ବ୍ୟବସାୟୀମାନେ ଥାଳି ବଜାଇ ପ୍ରତିରୋଧ...

ବଛାବଛା ସ୍ଥାନକୁ ବିମାନ ସେବା ଦେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୪: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପକ୍ଷରୁ ବଛାବଛା ସ୍ଥାନକୁ ମେ ୪ରୁ ବିମାନ ସେବା ପ୍ରଦାନ କରାଯିବ। ଚାହିଦା ଭିତ୍ତିରେ ଏହି ସେବା ଯୋଗାଇ ଦିଆଯିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏହା ବାଦ୍‌ ଜୁନ...

ମାଡ଼ି ଆସୁଛି ମହାମାନ୍ଦାବସ୍ଥା

ନୂଆଦିଲ୍ଲୀ,୧୯।୪: କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱର ସ୍ଥିତି ଏବେ ବେହାଲ ହୋଇଛି। ବିଶ୍ୱ ଅର୍ଥ ବ୍ୟବସ୍ଥାର କାର୍ଯ୍ୟକଳାପ ଗତି ଏବେ ଠପ୍‌ ହୋଇଯାଇଛି। କୋଭିଡ୍‌-୧୯ ମହାମାରୀ ପାଇଁ ସୃଷ୍ଟି ହୋଇଥିବା ଆର୍ଥତ୍କ ସଙ୍କଟ ନେଇ ବିଶ୍ୱ ବ୍ୟାଙ୍କ ଚିନ୍ତା ପ୍ରକଟ...

ପୁଞ୍ଜିବଜାରରେ ଉତ୍ସାହ; ନିବେଶକଙ୍କ ଲାଭ ୨.୮୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୪: ରିଜର୍ଭ ବ୍ୟାଙ୍କ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଦ୍ୱିତୀୟ ବୁଷ୍ଟର ପ୍ୟାଜେକ ଘୋଷଣା କରିବା ପରେ ଏହାର ପ୍ରଭାବ ଦେଶର ପୁଞ୍ଜିବଜାର ଉପରେ ପରିଲକ୍ଷିତ ହୋଇଛି। ଶୁକ୍ରବାର ନିବେଶକଙ୍କ ସମ୍ପତ୍ତିରେ ୨.୮୩ ଲକ୍ଷ କୋଟି ଟଙ୍କା ବୃଦ୍ଧି ପରିଲକ୍ଷିତ...

ମାନ୍ଦାବସ୍ଥା ଲଢ଼େଇରେ ଆର୍‌ବିଆଇ; ୨୫ ବେସିସ ପଏଣ୍ଟ କମାଇଲା ରିଭର୍ସ ରେପୋ

ମୁମ୍ବାଇ,୧୭।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ ଲକ୍‌ଡାଉନ ଅବଧିକୁ ମେ ୩ ଯାଏ ବଢ଼ାଯାଇଛି। ଦେଶ...

ଜି-୨୦ ଦେଶ ମଧ୍ୟରେ ଭାରତର ସ୍ଥିତି ଉନ୍ନତ

ନୂଆଦିଲ୍ଲୀ,୧୮।୪: ବର୍ତ୍ତମାନ ସାରା ବିଶ୍ୱରେ କୋଭିଡ୍‌-୧୯ ଏହାର କାୟାବିସ୍ତାର କରିଛି। ଲକ୍‌ଡାଉନ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଏବେ କ୍ଷତିଗ୍ରସ୍ତ ହୋଇଛି। ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ରିଜର୍ଭ ବ୍ୟାଙ୍କ ଶୁକ୍ରବାର ଆଉ ଏକ ବୁଷ୍ଟର ପ୍ୟାକ...

ବଜାର ସ୍ଥିତି ଉପରେ ଆର୍‌ବିଆଇ ନଜର: ଶକ୍ତିକାନ୍ତ

ନୂଆଦିଲ୍ଲୀ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତି ଉପରେ ବର୍ତ୍ତମାନ କେନ୍ଦ୍ରୀୟ ବ୍ୟାଙ୍କ ତୀକ୍ଷ୍‌ଣ ନଜର ରଖିଛି। ସ୍ଥିତିରେ ସୁଧାର ଆଣିବା ଲାଗି ବ୍ୟାଙ୍କ ଏହାର ପାରୁ ପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଛି। ଦେଶର ଆର୍ଥତ୍କ ସ୍ଥିତି, ବିତ୍ତ...

ଏଟିଏମ୍‌ ନେଣଦେଣ କଟକଣା କୋହଳ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୮।୪: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏଟିଏମ୍‌ ନେଣଦେଣ କ୍ଷେତ୍ରରେ କଟକଣାକୁ କୋହଳ କରାଯାଇଛି। ଏସ୍‌ବିଆଇ ଗ୍ରାହକମାନେ ଜୁନ ୩୦ ଯାଏ ଶୁଳ୍କମୁକ୍ତ ଏଟିଏମ୍‌ ଟ୍ରାଞ୍ଜାକଶନ କରିପାରିବେ। ଅର୍ଥାତ୍‌ ବ୍ୟାଙ୍କର ଗ୍ରାହକ ଏସ୍‌ବିଆଇ କିମ୍ବା ଅନ୍ୟ ବ୍ୟାଙ୍କର...

କୋଭିଡ୍‌-୧୯ ଲଢ଼େଇରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ

ନୂଆଦିଲ୍ଲୀ,୧୮।୪: କୋଭିଡ୍‌-୧୯ ବିରୋଧରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏବଂ ସରକାରୀ ତୈଳ କମ୍ପାନୀଗୁଡିକ ଲଗାତର ଯୋଗଦାନ ରଖି ଆସୁଛନ୍ତି। ଆରୋଗ୍ୟ ସେତୁ ଆପ୍ଳିକେଶନକୁ ଲୋକପ୍ରିୟ କରାଇବା ଲାଗି ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌(ସେ୍‌ଲ) କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା...

୬୦ ମୋବାଇଲ ଆମ୍ବୁଲାନ୍ସ ଦେଲା ହିରୋ

ନୂଆଦିଲ୍ଲୀ,୧୮।୪: ହିରୋ ମୋଟୋକର୍ପ ପକ୍ଷରୁ କରୋନା ଲଢେଇରେ ଯୋଗଦାନ ସ୍ବରୂପ ୬୦ ଫାଷ୍ଟ ରେସପଣ୍ଡର ମୋବାଇଲ ଆମ୍ବୁଲାନ୍ସ ପ୍ରଦାନ କରାଯାଇଛି। ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାଗୁଡିକରେ ରୋଗୀଙ୍କ ବର୍ତ୍ତମାନ ସମୟରେ ସେବା ଯୋଗାଣ ଲାଗି କମ୍ପାନୀ ଏଭଳି ପଦକ୍ଷେପ ଗ୍ରହଣ...

ଆକାଶର ଲାଇଭ ଷ୍ଟ୍ରିମିଂ ପାଠ୍ୟକ୍ରମ

ନୂଆଦିଲ୍ଲୀ,୧୮।୪: ଆକାଶ ଏଜୁକେଶନାଲ ସିର୍ଭିସ ଲିମିଟେଡ୍‌ ପକ୍ଷରୁ ଲାଇଭ ଷ୍ଟ୍ରିମିଂ ପାଠ୍ୟକ୍ରମ ଆକାଶ ପ୍ରାଇମ କ୍ଲାସ୍‌ ଶୁଭାରମ୍ଭ ହୋଇଛି। ନୂଆ ସାଟେଲାଇଟ ଟେକ୍ନୋଲୋଜି ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଏହା ଦ୍ୱାରା ଶିକ୍ଷା ପ୍ରଦାନ କରାଯିବ। ମେଡିକାଲ ଏବଂ ଆଇଆଇଟି ପ୍ରସ୍ତୁତି କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri