ବାଣିଜ୍ୟ

ଜାରି ରହିବ ବ୍ୟାଙ୍କ ସେବା

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ଅବଧି ଏବେ ମେ ୩ ତାରିଖକୁ ବୃଦ୍ଧି ହୋଇଥିବା ବେଳେ ପୂର୍ବଭଳି ବ୍ୟାଙ୍କ ଏବଂ ବୀମା ସେବା ଜାରି ରହିବ। ଲୋକଙ୍କ ଆର୍ଥତ୍କ ଆବଶ୍ୟକତାକୁ ବିଚାର କରି ଏହି ସେବାଗୁଡିକ ଜାରି ରହିବ ବୋଲି ସରକାର ବୁଧବାର...

ପାଇକାରୀ ମୁଦ୍ରାସ୍ଫୀତି ୧%କୁ ହ୍ରାସ

ନୂଆଦିଲ୍ଲୀ,୧୬ା୪: ପାଇକାରୀ ମୂଲ୍ୟସୂଚୀ (ଡବ୍ଳ୍ୟୁପିଆଇ) ଭିତ୍ତିକ ମୁଦ୍ରାସ୍ଫୀତି ମାର୍ଚ୍ଚରେ ୧%କୁ ହ୍ରାସ ଘଟିଛି। ଏହା ଫେବୃୟାରୀରେ ୨.୨୬% ରହିଥିଲା ବୋଲି ସରକାର ପ୍ରକାଶ କରିଥିବା ଡାଟାରୁ ସାମ୍ନାକୁ ଆସିଛି। ମାର୍ଚ୍ଚରେ ଖାଦ୍ୟ ସାମଗ୍ରୀ ବର୍ଗରେ ମୁଦ୍ରାସ୍ପୀତି ୪.୪୧%କୁ ଖସିଛି। ଏହା...

୩୪.୫୭% ଖସିଲା ରପ୍ତାନି

ନୂଆଦିଲ୍ଲୀ,୧୬ା୪:ଚଳିତ ବର୍ଷ ମାର୍ଚ୍ଚରେ ଭାରତର ରପ୍ତାନି ୩୪.୫୭%ହ୍ରାସ ଘଟି ୨୧.୪୧ ବିଲିୟନ ଡଲାରକୁ ଖସି ଆସିଛି। ୨୦୧୯-୨୦ ଆର୍ଥତ୍କ ବର୍ଷ କଥା ବିଚାର କରିଲେ ଏହା ୪.୭୮% ଖସି ୩୧୪.୩୧ ବିଲିୟନ ଡଲାର ରହିଛି ବୋଲି ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ...

ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏଇପିଏସ୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୬ା୪: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଆଧାର ଭିତ୍ତିକ ପେମେଣ୍ଟ ସିଷ୍ଟମ (ଏଇପିଏସ୍‌) କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏକ ମୋବାଇଲ ଭ୍ୟାନ୍‌ ମାଧ୍ୟମରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ ଅଞ୍ଚଳରେ ଲକ୍‌ଡାଉନରେ ଫସି ରହିଥିବା ବରିଷ୍ଠ ନାଗରିକ,...

ଆରୋଗ୍ୟ ସେତୁ ଆପ୍‌ରେ ପ୍ରିଭେସି ବିପନ୍ନ ଆଶଙ୍କା

ନୂଆଦିଲ୍ଲୀ,୧୬ା୪: କୋଭିଡ୍‌-୧୯ ଲଢ଼େଇ ଦିଗରେ ଆରୋଗ୍ୟ ସେତୁ ଆପ୍‌ ଏକ ପ୍ରମୁଖ ଅସ୍ତ୍ର ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରି ଏହା କହିଛନ୍ତି। ମାତ୍ର ଏହି ଆପ୍ଲିକେଶନରେ ବ୍ୟକ୍ତିଗତ ପ୍ରିଭେସି ବିପନ୍ନ ହେବା ନେଇ ବିଶେଷଜ୍ଞମାନେ...

ବିମାନ ଚଳାଚଳ କ୍ଷେତ୍ରର ୨୦ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୧୬ା୪: ଭାରତର ବିମାନ ଚଳାଚଳ କ୍ଷେତ୍ର ଏବଂ ସ୍ବାଧୀନ କ୍ଷେତ୍ରଗୁଡିକରେ ୨୦ ଲକ୍ଷ ଚାକିରି ଏବେ ବିପଦରେ ରହିଛି। କରୋନା ଯୋଗୁ ବଜାର କ୍ଷତିଗ୍ରସ୍ତ ହେବାରୁ ଏଭଳି ବିପଦ ଆସିଛି ବୋଲି ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ( ଆଇଏଟିଏ) ପକ୍ଷରୁ...

ଦ୍ୱିତୀୟ ପ୍ୟାକେଜ ନେଇ ନିଷ୍ପତ୍ତି ଶୀଘ୍ର

ନୂଆଦିଲ୍ଲୀ,୧୬ା୪: ଦେଶର ଅର୍ଥ ବ୍ୟବସ୍ଥା ଉପରେ କୋଭିଡ-୧୯ର ଗଭୀର ପ୍ରଭାବ ରହିଛି। ପ୍ରଭାବକୁ କମ୍‌ କରିବା ଲାଗି ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି ଟଙ୍କାର ପ୍ରୋତ୍ସାହନ ପ୍ୟାକେଜ ଘୋଷଣା କରିଛନ୍ତି। ସାଧାରଣ ଲୋକଙ୍କ ଲାଗି ଏହି ପ୍ୟାକେଜ...

ମେ ୧୫ ଯାଏ ଦେଇହେବ ଭବିଷ୍ୟନିଧି ଦେୟ ରାଶି

ନୂଆଦିଲ୍ଲୀ,୧୬ା୪: ବର୍ତ୍ତମାନ ଲକ୍‌ଡାଉନ ଅବଧି ବଢ଼ିବା ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। କର୍ମଚାରୀଙ୍କ ଅସୁବିଧାକୁ ଧ୍ୟାନରେ ରଖି ସରକାର କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ(ଇପିଏଫ୍‌ଓ)ର ଭବିଷ୍ୟନିଧି ଦେୟ ରାଶି ପଇଠ କରିବାର ସୀମାକୁ ମେ ମାସ ୧୫...

୧୪୯୦ କୋଟି ଟଙ୍କା ରିଫଣ୍ଡ କରିବ ରେଲଓ୍ବେ

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ପାଇଁ ଏବେ ରେଳ ସେବା ବନ୍ଦ ରହିଛି। ଏହି ସମୟରେ ବାତିଲ ହୋଇଥିବା ପ୍ରାୟ ୯୪ ଲକ୍ଷ ଟିକେଟର ରିଫଣ୍ଡ ଲାଗି ରେଲଓ୍ବେ ବ୍ୟବସ୍ଥା କରିଛି। ରେଲଓ୍ବେ ପକ୍ଷରୁ ଏଥିଲାଗି ୧୪୯୦ କୋଟି ଟଙ୍କା ଦିଆଯିବ। ୨୨...

ଅର୍ଥ ବ୍ୟବସ୍ଥା ଲାଗି ଆଂଶିକ ଲକ୍‌ଡାଉନ ଯୋଜନା

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ପାଇଁ ବନ୍ଦ ପଡିଥିବା ଅର୍ଥ ବ୍ୟବସ୍ଥାକୁୁ ଗତିଶୀଳ କରାଇବା ଲାଗି ସରକାର ଆଶିଂକ ଲକ୍‌ଡାଉନ ନେଇ ଯୋଜନା ରଖିଛନ୍ତି। ବର୍ତ୍ତମାନ ସୂଚନା ଏବଂ ପ୍ରଯୁକ୍ତି ହାର୍ଡଓ୍ବେର, ଗ୍ରାମାଞ୍ଚଳରେ କୃଷି, ଶିଳ୍ପ କାର୍ଯ୍ୟକଳାପକୁ ଅନୁମତି ପ୍ରଦାନ କରାଯାଇଛି। ୨୦...

ବିଦେଶୀ କାରବାର ନେଇ ଚିନ୍ତାରେ ଇଣ୍ଡିଆ ଇଙ୍କ

ନୂଆଦିଲ୍ଲୀ, ୧୫। ୪ : ବିଦେଶରେ ନିଜର ୟୁନିଟ ସ୍ଥାପନା କରିଥିବା କମ୍ପାନୀଗୁଡିକ ଏବେ ଚିନ୍ତାରେ ଅଛନ୍ତି। କରୋନା ପାଇଁ ସାରା ବିଶ୍ୱ ଏବେ ଲକ୍‌ଡାଉନ ହୋଇଥିବା ବେଳେ କମ୍ପାନୀଗୁଡିକର କାରବାର ଠପ୍‌ ହୋଇଛି। ୟୁନିଟଗୁଡିକ କେବେ ପୁଣି ଥରେ...

ପ୍ୟାକେଜ୍‌ ଆଶାରେ ଶିଳ୍ପଜଗତ

ନୂଆଦିଲ୍ଲୀ, ୧୫। ୪ : କରୋନା ଜନିତ ସଙ୍କଟକୁ କମ୍‌ କରିବା ଲାଗି ସାରା ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧିର ଆବଶ୍ୟକତାକୁ ଶିଳ୍ପ ଜଗତ ପକ୍ଷରୁ ସମର୍ଥନ କରାଯାଇଛି। ଏଭଳି ଏକ ପଦକ୍ଷେପର ଆବଶ୍ୟକତା ରହିଥିଲା ବୋଲି ଶିଳ୍ପଜଗତ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri