ବାଣିଜ୍ୟ

ରିଲିଫ ପାଣ୍ଠିକୁ ଡାଲମିଆ ସିମେଣ୍ଟର ଦାନ

ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁନ୍ଦରଗଡ ଜିଲାର ରାଜଗାଙ୍ଗପୁର ଏବଂ କଟକ ଜିଲାର ବିଶ୍ୱାଳୀଠାରେ ଥିବା ମାନୁଫାକଚରିଂ ୟୁନିଟ...

ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌ କେୟାର୍ସ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର କର୍ମଚାରୀମାନେ ସେମାନଙ୍କ...

ଅଣସଙ୍ଗଠିତ କ୍ଷେତ୍ର ଶ୍ରମିକଙ୍କ ସ୍ଥିତି ବିଗିଡିବା ଆଶଙ୍କା

ନୂଆଦିଲ୍ଲୀ,୯।୪: କରୋନା ଯୋଗୁ ଦେଶର ଅଣ ସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରାୟ ୪୦ କୋଟି ଶ୍ରମିକଙ୍କ ସ୍ଥିତି ବିଗିଡିବାର ଆଶଙ୍କା କରାଯାଉଛି। ଜାତିସଂଘ ପକ୍ଷରୁ ଏକ ରିପୋର୍ଟରେ କୁହାଯାଇଛି ଯେ, ଏହି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ ମଧ୍ୟରୁ ଗରିବୀ ହାର...

ବଜାରରୁ ୩.୨ ଲକ୍ଷ କୋଟି ଉଠାଇବେ ରାଜ୍ୟ

ନୂଆଦିଲ୍ଲୀ,୯।୪: ଚଳିତ ବର୍ଷ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ରାଜ୍ୟଗୁଡିକ ବଜାରରୁ ୩.୨ ଲକ୍ଷ କୋଟି ଟଙ୍କା ଉଠାଇବେ। ଏ ନେଇ ଅର୍ଥ ମନ୍ତ୍ରଣାଳୟ ସବୁ ରାଜ୍ୟକୁ ଅନୁମତି ପ୍ରଦାନ କରିଛି। ଏବେ କରୋନା ଭାଇରସ ପାଇଁ ରାଜ୍ୟଗୁଡିକ ବିଭିନ୍ନ ଚ୍ୟାଲେଞ୍ଜ...

୧.୬%କୁ ଖସିପାରେ ବିକାଶ ହାର

ନୂଆଦିଲ୍ଲୀ,୯।୪: ୨୦୨୦-୨୧ରେ ଭାରତର ଆର୍ଥତ୍କ ଅଭିବୃଦ୍ଧି ହାର ୧.୬%କୁ ଖସିପାରେ। ଗୋଲ୍ଡ ମ୍ୟାନ୍‌ ସ୍ୟାଚ୍‌ ପକ୍ଷରୁ ଏଭଳି ଅନୁମାନ କରାଯାଇଛି। ୨୦୧୯-୨୦ ଲାଗି ଘରୋଇ ବଜାରର ବିକାଶ ହାର ୫% ରହିବା ନେଇ ଏହା ପୂର୍ବରୁ ଅନୁମାନ କରିଛି। କରୋନା...

୫ ବର୍ଷ ତଳକୁ ଚାଲିଯିବ ବିମାନ ଶିଳ୍ପ କାରବାର

ନୂଆଦିଲ୍ଲୀ,୯।୪: କରୋନା ଭାରତୀୟ ବିମାନ ଚଳାଚଳ ଶିଳ୍ପକୁ କ୍ଷତିଗ୍ରସ୍ତ କରିଛି। ଏଥି ଲାଗି ବଜାରର କାରବାର ୫ ବର୍ଷ ତଳକୁ ଖସିଯିବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଗତବର୍ଷ ଦେଶର ବିମାନ ଚଳାଚଳ କ୍ଷେତ୍ରରେ ୧୪ କୋଟି ଯାତ୍ରୀ...

ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ ୭୦% କଞ୍ଚାମାଲ ଚାଇନାରୁ କିଣୁଥିବାରୁ ଏବେ ଚାପରେ ରହିଛନ୍ତି। ଟିଭି ପ୍ୟାନେଲର...

ଲକ୍‌ଡାଉନ ଅବଧି ଏପ୍ରିଲ ୩୦କୁ ବଢୁ: ସିଏଆଇଟି

ନୂଆଦିଲ୍ଲୀ,୯।୪: କରୋନାର ବର୍ତ୍ତମାନ ସ୍ଥିତିକୁ ନଜରରେ ରଖି ଲକ୍‌ଡାଉନ ଅବଧି ଚଳିତ ମାସ ଶେଷ ଯାଏ ବଢାଇବାକୁ କନ୍‌ଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ସରକାରଙ୍କ ନିକଟରେ ଦାବି ରଖାଯାଇଛି। ଏ ନେଇ ସବୁ ରାଜ୍ୟର ବ୍ୟବସାୟୀଙ୍କ ସହ...

୩ ଲକ୍ଷ କୋଟିର ଅତିରିକ୍ତ ପ୍ୟାକେଜ ଲୋଡ଼ା

ନୂଆଦିଲ୍ଲୀ,୯।୪: କୋଭିଡ୍‌-୧୯ ବିରୋଧରେ ଲଢିବା ଲାଗି ଦେଶର ଅର୍ଥ ବ୍ୟବସ୍ଥାକୁ ଅତିରିକ୍ତ ୩ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଲୋଡା ପଡୁଥିବା ଏସ୍‌ବିଆଇ ରିସର୍ଚ୍ଚ ପକ୍ଷରୁ ବୁଧବାର କୁହାଯାଇଛି। ସରକାର ନିକଟରେ କରୋନା ପ୍ରଭାବକୁ କମ୍‌ କରିବା ଲାଗି ୧.୭୫...

ସର୍ବକାଳୀନ ନିମ୍ନ ସ୍ତରରେ ଟଙ୍କା

ନୂଆଦିଲ୍ଲୀ,୯।୪: କରୋନା ଭାଇରସ ପ୍ରଭାବରେ ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ଠପ୍‌ ହୋଇଯାଇଛି। ଏଭଳି ସ୍ଥିତିରେ ବୁଧବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବକାଳୀନ ନିମ୍ନ ସ୍ତରକୁ ଖସିଛି। ବୁଧବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୭୦ ପଇସା ଖସିବା...

ଅଣ ସଙ୍ଗଠିତ କ୍ଷେତ୍ରର ୪୦ କୋଟି ନିଯୁକ୍ତି ପ୍ରତି ବିପଦ

ନୂଆଦିଲ୍ଲୀ,୮।୪: କରୋନା ଯୋଗୁ ଦେଶର ଖୁଚୁରା ବ୍ୟବସାୟ କ୍ଷେତ୍ରରେ ୮୦ ହଜାର ଲୋକ ଚାକିରି ହରାଇବାର ଆଶଙ୍କା କରାଯାଇଛି। ସେହିଭଳି ଅଣ ସଙ୍ଗଠିତ କ୍ଷେତ୍ରର ୪୦ କୋଟି ନିଯୁକ୍ତି ପ୍ରତି ବିପଦ ଆସିଥିବା ବିଶ୍ୱ ଶ୍ରମ ସଙ୍ଗଠନ ପକ୍ଷରୁ ସୂଚନା...

ରାଜ୍ୟଗୁଡିକ ଲାଗି ଓଭରଡ୍ରାଫ୍ଟ ସମୟ ଅବଧି ବଢିଲା

ନୂଆଦିଲ୍ଲୀ,୮।୪: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ରାଜ୍ୟଗୁଡିକ ଲାଗି ଏକ ସ୍ବତନ୍ତ୍ର ପଦକ୍ଷେପ ଘୋଷଣା କରାଯାଇଛି। ବର୍ତ୍ତମାନର ଲକ୍‌ଡାଉନକୁ ନଜରରେ ରଖି ରାଜ୍ୟଗୁଡିକ ଲାଗି ଓଭରଡ୍ରାଫ୍ଟ ସୁବିଧାକୁ ୨୧ ଦିନକୁ ବଢାଯାଇଛି। ଏହା ଦ୍ୱାରା ରାଜ୍ୟଗୁଡିକୁ ଆଶ୍ୱସ୍ତି ମିଳିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri