ବାଣିଜ୍ୟ

ବେଦାନ୍ତ ଆଇଓଓର ନୂତନ ଅଭିଯାନ

ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଇରନ ଓର୍‌ ଓଡ଼ିଶା (ଆଇଓଓ)ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଲୋକପ୍ରିୟ ପ୍ରକଳ୍ପ ତଥା ପ୍ରୋଜେକ୍ଟ ‘ଜୀଭିକା’ର ଏକ ଅଂଶ...

ସାବୁନ୍‌, ସାମ୍ପୁ ସମେତ ଏହି ସବୁ ଜିନିଷ ହେଲା ମହଙ୍ଗା

ନୂଆଦିଲ୍ଲୀ,୧୭।୬: ଗ୍ରାହକଙ୍କୁ ମହଙ୍ଗା ମାଡରୁ କୌଣସି ଆଶ୍ୱସ୍ତି ମିଳୁନାହିଁ। ପନିପରିବା ଏବଂ ଡାଲିର ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଉଥିଲା। କିନ୍ତୁ ଏବେ ଏଫଏମସିଜି କମ୍ପାନୀଗୁଡିକ ସାଧାରଣ ଲୋକଙ୍କୁ ଆଉ ଏକ ଝଟକା ଦେଇଛନ୍ତି। ଗତ ୨ରୁ ୩ମାସ...

ଏସ୍‌ବିଆଇ ଲାଇଫର ଡିଜିଟାଲ ଅଭିଯାନ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ‘ଏସ୍‌ବିଆଇ ଲାଇଫ୍‌ ଇନସ୍ୟୁରାନ୍ସ’ର ବହୁ ପ୍ରତୀକ୍ଷିତ ଡିଜିଟାଲ ଅଭିଯାନ ‘ପାପା ହୈ ନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ପିତୃ ଦିବସ ଅବସରରେ ଏସ୍‌ବିଆଇ ଲାଇଫ୍‌...

ଆଜିଠାରୁ ରାଉରକେଲା ବଜାରରେ ଅମୂଲ ସମ୍ଭାର

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାର୍କେଟିିଂ ଫେଡେରେଶନ୍‌ ଲିମିଟେଡ (ଜିସିଏମ୍‌ଏମ୍‌ଏଫ ଲିମିଟେଡ)ର ଅଗ୍ରଣୀ ବ୍ରାଣ୍ଡ୍‌ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାର ସୋମବାରଠାରୁ ରାଉରକେଲା ବଜାରରେ ଉପଲବ୍ଧ ହେବ। ଏପରିକି ରାଉରକେଲା ବଜାରରେ ବ୍ରାଣ୍ଡ୍‌ର...

ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ପ୍ରଦର୍ଶନୀ’ ନିକଟରେ ଉଦଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪...

ଓପୋର ନୂତନ ଉତ୍ପାଦ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଓପୋ ଇଣ୍ଡିଆର ନୂତନ ଉତ୍ପାଦ ‘ଏଫ୨୭ ପ୍ରୋ+୫ଜି’ର ସର୍ବଭାରତୀୟ ଉନ୍ମୋଚନ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଓପୋ ଇଣ୍ଡିଆର ନିର୍ଦ୍ଦେଶକ (ପ୍ରଡକ୍ଟ କମa୍ୟୁନିକେଶନ) ସାଭିଓ ଡିସୁଜା କହିଛନ୍ତି, ଓପୋ ଏଫ୨୭ପ୍ରୋ+୫ଜି...

ସିନେମା-ଟିକେଟ୍‌ ବ୍ୟବସାୟ ଜୋମାଟୋକୁ ବିକ୍ରି କରିବାକୁ ଯୋଜନା କରୁଛି ପେଟିଏମ୍‌: ରିପୋର୍ଟ

ମୁମ୍ବାଇ,୧୬ା୬: ପେଟିଏମ୍‌ ଏହାର ସିନେମା-ଟିକେଟ୍‌ ବ୍ୟବସାୟ ଅନଲାଇନ ଡେଲିଭରି ସଂସ୍ଥା ଜୋମାଟୋକୁ ବିକ୍ରୀ କରିବାକୁ ଆଲୋଚନା କରୁଥିବା ଜଣାପଡିଛି। ବିକ୍ରି ହ୍ରାସ ପାଇଥିବାରୁ କମ୍ପାନୀ ଏକ ସ୍ଟ୍ରାତେଜୀ ଭାବେ ଏହି ପଦକ୍ଷେପ ନେଇଥିବା ବ୍ଲୁମବର୍ଗ ରିପୋର୍ଟ କରିଛି। ୱାନ97 କମ୍ୟୁନିକେସନ୍...

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସ(ଏଲ୍‌ବିଆର୍‌)ରେ ସ୍ଥାନ ପାଇଛି। ରେଳ ମନ୍ତ୍ରଣାଳୟ ୨୦୨୪ ଫେବୃୟାରୀ ୨୬ରେ ଏକ...

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାରକୁ ଓଡ଼ିଶା ବଜାରରେ ଶୁଭାରମ୍ଭ ସହ ବଜାର ପ୍ରବେଶ...

ବାପାଙ୍କ ପାଇଁ ୩୫% ପିଲା କରିଛନ୍ତି ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର,୧୬।୬(ଅନୁରାଧା ମହାରଣା): ବାପାମାନେ ପରିବାରର ମୂଳଦୁଆ ହୋଇଥିବାବେଳେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସେମାନେ ଯଥା ସମ୍ଭବ ପ୍ରଚେଷ୍ଟା କରିଥା’ନ୍ତି। ପିଲାମାନେ ବର୍ତ୍ତମାନ ବାପାଙ୍କ ପ୍ରତି ନିଜର ଦାୟିତ୍ୱବୋଧ ପ୍ରଦର୍ଶନର ନୂଆ ପନ୍ଥା ଆପଣାଉଛନ୍ତି। ବାପାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଏଡ଼ାଇବା...

କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଆଗୁଆ ଟଙ୍କା ଉଠାଣ ସୁବିଧା ବନ୍ଦ କଲା EPFO !

ନୂଆଦିଲ୍ଲୀ,୧୫।୬: ସମଗ୍ର ଦେଶରେ କରୋନା ମହାମାରୀ ସମୟରେ ଦିଆଯାଇଥିବା କୋଭିଡ୍‌ ଅଗ୍ରୀମ ଟଙ୍କା ଉଠାଇବା ସୁବିଧାକୁ ବର୍ତ୍ତମାନ ବନ୍ଦ କରିଛି ଇପିଏଫ୍‌ଓ। ଦେଶରେ ଏବେ କରୋନା ପ୍ରଭାବ ନ ଥିବାରୁ ଏହି ସୁବିଧା ବନ୍ଦ କରି ଦିଆଯାଇଛି । ତେବେ...

ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବ୍ରିଜ୍‌ ଡିଜାଇନ ମାନୁଆଲର ପ୍ରଥମ ସଂସ୍କରଣ

ଭୁବନେଶ୍ୱର,୧୫।୬: ଇଣ୍ଡିଆନ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଡେଭଲପମେଣ୍ଟ ଆସୋସିଏସନ (ଆଇଏସ୍‌ଏସ୍‌ଡିଏ)ର ବହୁ ପ୍ରତୀକ୍ଷିତ ତଥା ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବ୍ରିଜ୍‌ ଡିଜାଇନ୍‌ ମାନୁଆଲର ପ୍ରଥମ ଭାରତୀୟ ସଂସ୍କରଣ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ସହରାଞ୍ଚଳ ଭିତ୍ତିଭୂମିରେ ଷ୍ଟେନ୍‌ଲେସ୍‌ ଷ୍ଟିଲର ରୂପାନ୍ତରଣକାରୀ ଶକ୍ତିକୁ ଠିକ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri