ବାଣିଜ୍ୟ

ଇପିଏଫ୍‌ ଉଠାଣ ନେଇ ଶ୍ରମ ମନ୍ତ୍ରଣାଳୟର ଅନୁମତି

ନୂଆଦିଲ୍ଲୀ,୩୦। ୩: ଲକ୍‌ଡାଉନ ସମୟରେ ଲୋକଙ୍କୁ ଆଶ୍ୱସ୍ତି ଦେବା ଲାଗି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(ଇପିଏଫ୍‌) ପାଣ୍ଠିରୁ ଉଠାଣ ନେଇ ହିତାଧିକାରୀଙ୍କୁ ଶ୍ରମମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଛି। ଏବେ ଇପିଏଫଓର ୬ କୋଟି ହିତାଧିକାରୀ ଅଛନ୍ତି। ଗତ ସପ୍ତାହରେ ୧.୭ ଲକ୍ଷ...

ନିରନ୍ତର ଇନ୍ଧନ ଯୋଗାଣ ଜାରି ରଖିଛି ଇଣ୍ଡିଆନ ଅଏଲ

ନୂଆଦିଲ୍ଲୀ,୩୦। ୩ : ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା ହୋଇଥିବା ବେଳେ ଇନ୍ଧନ ଯୋଗାଣ କ୍ଷେତ୍ରରେ ଯେଭଳି ଅସୁବିଧା ନ ଉପୁଯେ ସେ ପ୍ରସଙ୍ଗକୁ ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ ଅଏଲ ନଜରରେ ରଖିଛି। ବର୍ତ୍ତମାନର ସଙ୍କଟ ସମୟରେ...

ମୋରାଟୋରିୟମ ପରିଚାଳନରେ ବ୍ୟାଙ୍କଗୁଡିକୁ ସମସ୍ୟା

ନୂଆଦିଲ୍ଲୀ,୩୦। ୩: ସବୁ ପ୍ରକାରର ମିଆଦୀ ଋଣ ଉପରେ ଇଏମ୍‌ଆଇ ପ୍ରଦାନ କ୍ଷେତ୍ରରେ ସରକାର ୩ ମାସର ଆଶ୍ୱସ୍ତି ଦେଇଛନ୍ତି। ମାତ୍ର ଏହାକୁ ଲାଗୁ କରାଇବା ଏବଂ ଡକ୍ୟୁମେଣ୍ଟେଶନ କ୍ଷେତ୍ରରେ ଅସୁବିଧା ସ୍ଥିତି ଉପୁଯିବ ବୋଲି ଶିଳ୍ପ ପକ୍ଷରୁ ପ୍ରାରମ୍ଭିକ...

ଏଫ୍‌ପିଆଇ ଉଠାଇ ନେଇଛନ୍ତି ୧ ଲକ୍ଷ କୋଟି

ନୂଆଦିଲ୍ଲୀ,୩୦। ୩: କରୋନା ଭାଇରସ ଲାଗି ସାରା ବିଶ୍ୱରେ ମାନ୍ଦାବସ୍ଥା ସ୍ଥିତି ଉପୁଜିଥିବାରୁ ଦେଶର ପୁଞ୍ଜି ବଜାରରୁ ବିଦେଶୀ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର୍ସ(ଏଫ୍‌ପିଆଇ) ପ୍ରାୟ ୧ ଲକ୍ଷ କୋଟି ଟଙ୍କା ଉଠାଇ ନେଇଛନ୍ତି। ଗତ ୬ ମାସ ନେବ ବିଦେଶୀ...

ଖୋଲା ରହିବ ସବୁ ବ୍ୟାଙ୍କ ଶାଖା

ନୂଆଦିଲ୍ଲୀ,୩୦। ୩: ଲକ୍‌ଡାଉନ ସମୟରେ ସବୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଶାଖା ଖୋଲାରହିବ। ବ୍ୟାଙ୍କିଙ୍ଗ ସେବାରେ ଲୋକମାନଙ୍କୁ ଯେଭଳି କୌଣସି ଅସୁବିଧା ନ ଆସେ ସେ ଦିଗରେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବ୍ୟାଙ୍କିଙ୍ଗ ସଂକ୍ରାନ୍ତ ବିଭିନ୍ନ...

ଲକ୍‌ଡାଉନ: ଡିଜିଟାଲ ଇଣ୍ଡିଆ ପାଇଁ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦। ୩: ଡିଜିଟାଲ ଇଣ୍ଡିଆ ଯୋଗୁ ଆପ୍‌ ସେବା ଯୋଗାଣ କରୁଥିବା କମ୍ପାନୀଗୁଡିକ ଏବେ ସମସ୍ୟାରେ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭାଇରସ ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବା ବେଳେ...

ଜାହାଜ କଣ୍ଟେନର ରହିଣି ଶୁଳ୍କ ଆଦାୟ ହେବନି

ନୂଆଦିଲ୍ଲୀ,୩୦। ୩: ମାର୍ଚ୍ଚ ୨୨ରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ବନ୍ଦରଗୁଡିକରେ କଣ୍ଟେନର ରହଣି ଶୁଳ୍କ ଆଦାୟ ନ କରିବା ଲାଗି କେନ୍ଦ୍ର ଜାହାଜ ମନ୍ତ୍ରଣାଳୟ ପକ୍ଷରୁ ବନ୍ଦରଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ଦରଗୁଡିକରେ ମାଲ ପରିବହନକୁ ସୁରୁଖୁରୁରେ ସମ୍ପନ୍ନ କରିବା...

ମାସ୍କ, ସାନିଟାଇଜର ଉପଲବ୍ଧତା ନିଶ୍ଚିତ କର: ଏନ୍‌ପିପିଏ

ନୂଆଦିଲ୍ଲୀ,୩୦। ୩: ମାସ୍କ, ଗ୍ଲୋଭ ଏବଂ ସାନିଟାଇଜର ଉପଲବ୍ଧତା ନିଶ୍ଚିତ କରାଇବା ଲାଗି ନ୍ୟାଶନାଲ ଫାର୍ମାସିଟିକାଲ ଅଥରିଟି (ଏନ୍‌ପିପିଏ) ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦେଇଛି। କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ ଘୋଷଣା ହୋଇଥିବାରୁ ଏହି...

ପହିଲାରୁ କାର୍ଯ୍ୟକାରୀ ହେବ ମେଗା ବ୍ୟାଙ୍କ ମିଶ୍ରଣ

ମୁମ୍ବାଇ,୩୦। ୩: ଦେଶର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣ ଦ୍ୱାରା ୪ ବଡ ବ୍ୟାଙ୍କ ଗଠନ ପଦକ୍ଷେପ ପହିଲାରୁ କାର୍ଯ୍ୟକାରୀ ହେବ। ରିଜର୍ଭ ବ୍ୟାଙ୍କ ପକ୍ଷରୁ ରବିବାର ଏ ନେଇ ସୂଚନା ଦିଆଯାଇଛି। ବ୍ୟାଙ୍କଗୁଡିକ ଯେଉଁ ଅନ୍ୟ ବ୍ୟାଙ୍କ ସହ...

ଲକ୍‌ଡାଉନ ବିରୋଧୀ ଲଢେଇ; କମ୍ପାନୀ କର୍ମଚାରୀଙ୍କ ୩ ମାସର ବେତନ ଦେବ ଡେନ୍‌ମାର୍କ

ନୂଆଦିଲ୍ଲୀ,୩୦। ୩: କରୋନା ଯୋଗୁ ବର୍ତ୍ତମାନ ସାରା ବିଶ୍ୱରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହୋଇଛି। ଏଭଳି ସମୟରେ କମ୍ପାନୀଗୁଡିକ ଚାପରେ ରହିବା ଫଳରେ ଛଟେଇ ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ବିଭିନ୍ନ ଦେଶ ପ୍ୟାକେଜ ଘୋଷଣା ଦ୍ୱାରା...

ବିଦେଶ ଯାତ୍ରାରେ ନ ଯାଇ ବି ସ୍ପାଇସ୍‌ ଜେଟ୍‌ ପାଇଲଟ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ବିଦେଶରୁ ସ୍ବଦେଶ ଫେରିଥିବା ବହୁ ଭାରତୀୟଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ତେବେ ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟ ମାର୍ଚ୍ଚରେ କୌଣସି ବିଦେଶ ଉଡ଼ାଣ କରି ନ ଥିଲେ ମଧ୍ୟ...

କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ସମ୍ପ୍ରତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri