ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍ ମେଡ଼ିକାଲ୍ କାଉନସିଲ୍ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ କ୍ଲୋରୋକ୍ୱିନ୍ର ଚାହିଦା ଯଥେଷ୍ଟ ବଢ଼ିବାରେ ଲାଗିଛି। ଏହା ସହିତ ଏହାର ନିର୍ମାତା କମ୍ପାନୀ...
ନୂଆଦିଲ୍ଲୀ,୨୪-୩: କରୋନା ଭୂତାଣୁ ସଙ୍କଟ ସମୟରେ କର୍ମଚାରୀଙ୍କୁ ପୂର୍ଣ୍ଣ ବେତନ ପ୍ରଦାନ କରାଯିବ ବୋଲି ଟାଟା ଗ୍ରୁପ ପକ୍ଷରୁ କୁହାଯାଇଛି। ଏ ନେଇ ସତର୍କତା ଅବଲବ୍ଧନ କରିବାକୁ ଗ୍ରୁପର ସମସ୍ତ କମ୍ପାନୀକୁ କୁହାଯାଇଛି। କର୍ମଚାରୀଙ୍କ ଲାଗି ଓ୍ବାର୍କ ଫ୍ରମ ହୋମ...
ନୂଆଦିଲ୍ଲୀ,୨୩-୩ କରୋନା ଦ୍ୱାରା ପ୍ରଭାବିତ ନିଷ୍ପେସିତ ବର୍ଗର ବ୍ୟକ୍ତି ବିଶେଷଙ୍କ ସହାୟତା କରିବା ଲାଗି ବେଦାନ୍ତ ଗ୍ରୁପ ପକ୍ଷରୁ ୧୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯାଇଛି। ସରକାରଙ୍କ କରୋନା ବିରୋଧି ପଦକ୍ଷେପ ଅନ୍ତର୍ଗତ ଯୋଗଦାନ ରଖିଥିବା କମ୍ପାନୀ ପକ୍ଷରୁ...
Archives
Model This Week
ପିଲାଙ୍କ ଧରିତ୍ରୀ