ବାଣିଜ୍ୟ

ଗୋଟିଏ ଦିନରେ ଓ୍ବାରରୁମ ସ୍ଥାପନ କଲା ଆର୍‌ବିଆଇ

କରୋନା ପାଇଁ ଦେଶର ଫାଇନାନ୍ସିଆଲ ସିଷ୍ଟମରେ ଯେଭଳି କୌଣସି ଅସୁବିଧା ନ ଉପୁଯେ ତାକୁ ଧ୍ୟାନରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ତ୍ୱରୀତ ଭିତ୍ତିରେ ପଦକ୍ଷେପ ନେଇଛି। ରିଜର୍ଭ ବ୍ୟାଙ୍କ କରୋନା ସମସ୍ୟାକୁ ଧ୍ୟାନରେ ରଖି ଗୋଟିଏ ଦିନରେ ଓ୍ବାରରୁମ୍‌...

ବିଦେଶୀ ନିବେଶକ ଉଠାଇନେଲେଣି ୧ ଲକ୍ଷ କୋଟି

ମୁମ୍ବାଇ,୨୩-୩: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ) ଦେଶର ପୁଞ୍ଜି ବଜାରରୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନା ଭାଇରସ ଯୋଗୁ ବିଶ୍ୱ ସ୍ତରରେ ମାନ୍ଦାବସ୍ଥା ଉପୁଜିବା ଆଶଙ୍କାରେ ନିବେଶକମାନେ ଭୟଭୀତ ଅଛନ୍ତି। ନିବେଶ ଏବେ...

‘କରୋନା ସେ ଡରୋନା ଡିଜିଟାଲ କରୋନା’

ମୁମ୍ବାଇ,୨୩-୩: ମାରାତ୍ମକ କରୋନା ବିରୋଧରେ ଲଢେଇ ଜାରି ରଖିବା ସହ ନୋଟ୍‌ ଗଣିବା କିମ୍ବା ଛଇଁବା ପରେ ହାତ ଧୋଇବାକୁ ଇଣ୍ଡିଆନ୍‌ ବ୍ୟାଙ୍କିଙ୍ଗ ଆସୋସିଏଶନ (ଆଇବିଏ) ପକ୍ଷରୁ ଲୋକଙ୍କୁ ନିବେଦନ କରାଯାଇଛି। ଏହାବାଦ ବ୍ୟାଙ୍କ ଶାଖାକୁ ଯିବା ପରିବର୍ତ୍ତେ ମୋବାଇଲ...

ସାରା ଦେଶରେ ବିଏସ୍‌-୬ ଇନ୍ଧନ ଯୋଗାଇଲା ଆଇଓସିଏଲ୍‌

ନୂଆଦିଲ୍ଲୀ,୨୩-୩: ସାରା ଦେଶରେ ବିଏସ୍‌-୬ ଇନ୍ଧନ ଯୋଗାଇବା କ୍ଷେତ୍ରରେ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ (ଆଇଓସିଏଲ୍‌) ପ୍ରଥମ କମ୍ପାନୀ ହୋଇ ପାରିଛି। ବିଏସ୍‌-୬କୁ ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ ସ୍ବଚ୍ଛ ଇନ୍ଧନ ଭାବେ ବିବେଚିତ କରାଯାଉଥିବା ବେଳେ ଏହା କମ୍ପାନୀର ୨୮,୦୦୦...

ବେତନ କାଟ କରିବନି ଇଣ୍ଡିଆ ଇଙ୍କ

ମୁମ୍ବାଇ,୨୨-୩: କରୋନା ପ୍ରଭାବରେ ଏବେ ଭାରତୀୟ କମ୍ପାନୀଗୁଡିକ ଅନେକ କ୍ଷତି ସହୁଛନ୍ତି। ଏଭଳି ସ୍ଥିତିରେ କମ୍ପାନୀ ସେମାନଙ୍କ କର୍ମଚାରୀଙ୍କୁ ଛଟେଇ କିମ୍ବା ବେତନ ହ୍ରାସ କରିବେନି। ଏନେଇ କିଛି ପ୍ରମୁଖ ବାଣିଜି୍ୟକ ଗ୍ରୁପ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଯୋଗୁ...

ସାବୁନ ମୂଲ୍ୟ କମାଇଲେ କମ୍ପାନୀ

ନୂଆଦିଲ୍ଲୀ,୨୨-୩: ଦେଶର ପ୍ରମୁଖ ଏଫ୍‌ଏମ୍‌ସିଜି କମ୍ପାନୀ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ, ଗୋଦରେଜ କଞ୍ଜ୍ୟୁମର, ପତଞ୍ଜଳି କରୋନା ବିରୋଧରେ ଲଢେଇକୁ ଜୋରଦାର କରିବା ସ୍ବରୂପ ସାବୁନ ଏବଂ ସ୍ବଚ୍ଛତା ପ୍ରଡକ୍ଟର ମୂଲ୍ୟ କମାଇଛନ୍ତି। ଏହାବାଦ୍‌ ଏହି ସାମଗ୍ରୀଗୁଡିକର ଉତ୍ପାଦନ କମ୍ପାନୀଗୁଡିକ ବଢାଇଥିବା...

ସାନିଟାଇଜର ମୂଲ୍ୟ ଉପରେ ସୀମା ଧାର୍ଯ୍ୟ

ନୂଆଦିଲ୍ଲୀ,୨୨-୩ : ହ୍ୟାଣ୍ଡ ସାନିଟାଇଜର ମୂଲ୍ୟ ଉପରେ ସରକାର କଟକଣା ଲଗାଇବା ସହ ସୀମା ଧାର୍ଯ୍ୟ କରିଛନ୍ତି। ଜୁନ ୩୦ ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ। ୨୦୦ ମିଲିଗ୍ରାମ ହ୍ୟାଣ୍ଡ ସାନିଟାଇଜର ବୋତଲର ସର୍ବାଧିକ ରିଟେଲ ମୂଲ୍ୟ ୧୦୦...

ରିଫଣ୍ଡ ନିୟମ କୋହଳ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୨-୩: କରୋନାର ପ୍ରଭାବ ଦେଶ ମଧ୍ୟରେ ବୃଦ୍ଧି ହେଉଥିବାରୁ ଟ୍ରେନରେ ଭିଡ କମାଇବା ଏବଂ ସାମାଜିକ ଦୂରତ୍ୱ ରକ୍ଷାକୁ ପ୍ରୋତ୍ସାହିତ କରିବା ଲାଗି ରେଲଓ୍ବେ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ରେଲଓ୍ବେ ପକ୍ଷରୁ ଶନିବାର ଏ ନେଇ ଏକ...

ସିପ୍‌ଲା ଆଣିପାରେ କରୋନା ଲାଗି ମେଡିସିନ୍‌

ମୁମ୍ବାଇ,୨୨-୩: ଦେଶର ପ୍ରମୁଖ ମେଡିସିନ ପ୍ରସ୍ତୁତକାରୀ କମ୍ପାନୀ ସିପ୍‌ଲା କରୋନା ଲାଗି ମେଡିସିନ ପ୍ରସ୍ତୁତ କରିପାରେ। ସବୁ ଠିକ୍‌ ଚାଲିଲେ ଆଗାମୀ ୬ ମାସ ମଧ୍ୟରେ ଏହା ଔଷଧ ପ୍ରସ୍ତୁତ କରିବାକୁ ସକ୍ଷମ ହେବ ବୋଲି ସିପଲା ପକ୍ଷରୁ କୁହାଯାଇଛି।...

ରେପୋ ହ୍ରାସ କଲା ବ୍ୟାଙ୍କ ଅଫ୍‌ ଇଂଲଣ୍ଡ

କରୋନା ପ୍ରଭାବକୁ କମ୍‌ କରିବା ଲାଗି ବ୍ୟାଙ୍କ ଅଫ୍‌ ଇଂଲଣ୍ଡ ରେପୋ ହ୍ରାସ କରିଛି। ଏକ ଜରୁରିକାଳୀନ ବୈଠକରେ ବ୍ୟାଙ୍କ ୧୫ ବେସିସି ପଏଣ୍ଟ ରେପୋ କମାଇଛି। ଏହା ଫଳରେ ବ୍ୟାଙ୍କର ସୁଧ ହାର ବର୍ତ୍ତମାନ ୦.୧%କୁ ଖସିଛି। ଏହା...

ଏସ୍‌ବିଆଇର ଏମର୍ଜେନ୍ସି କ୍ରେଡିଟ ଲାଇନ୍‌

ମୁମ୍ବାଇ,୨୨-୩: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଋଣଗ୍ରହୀତଙ୍କା ଲାଗି ଏକ ଜରୁରିକାଳୀନ କ୍ରେଡିଟ ଲାଇନ ଖୋଲା ଯାଇଛି। ଏହି ସମୟରେ ବ୍ୟାଙ୍କ ବ୍ୟାଙ୍କରୁ ଜୁନ ୩୦ ଯାଏ ୨୦୦ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଣ କରିବା ନେଇ...

ବାତିଲ ରହିବ ଟ୍ରେନ୍‌ ସେବା

ଭୁବନେଶ୍ୱର,୨୨-୩: ରବିବାର ‘ଜନତା କର୍ଫ୍ୟୁ’ ଲାଗି ବିଭିନ୍ନ ପାସେଞ୍ଜର ଏବଂ ଏକ୍ସପ୍ରେସ ଟ୍ରେନ ବାତିଲ ରହିବ ବୋଲି ପୂର୍ବତଥ ରେଳପଥ ପକ୍ଷରୁ ସୂଚନା ରହିଛି। ପୂର୍ବତଟ ରେଳପଥ ଅଧୀନ ପୁରୀ, ଭୁବନେଶ୍ୱର, ସମ୍ବଲପୁର, ରାୟଗଡା, ବଲାଙ୍ଗୀର, ବିଶାଖାପାଟଣା ଭଳି ସ୍ଥାନଗୁଡିକରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri