ବାଣିଜ୍ୟ

ଇଣ୍ଡିଗୋ କର୍ମଚାରୀଙ୍କ ବେତନ ୨୫% ହ୍ରାସ

ନୂଆଦିଲ୍ଲୀ,୨୦-୩: ଦେଶର ସବୁଠାରୁ ବଡ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଏହାର କର୍ମଚାରୀଙ୍କ ବେତନରେ ୨୫% ହ୍ରାସ କରିବା ପାଇଁ ଘୋଷଣା କରିଛି। କର୍ମଚାରୀମାନେ ୨୫% କମ୍‌ ବେତନ ନେବେ ବୋଲି ଏହାର ସିଇଓ ରାଣାଜୟ ଦତ୍ତ ସୂଚନା...

ପ୍ରଭାବିତ କ୍ଷେତ୍ର ଲାଗି ଆସିବ ଆର୍ଥତ୍କ ପ୍ୟାକେଜ

ନୂଆଦିଲ୍ଲୀ,୨୦-୩: କରୋନା ଦ୍ୱାରା କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ସହାୟତା ପ୍ୟାକେଜ ପ୍ରଦାନ କରିବେ। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଘୋଷଣା କରିଛନ୍ତି। ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, କରୋନାର ପ୍ରଭାବରୁ...

ଭାରତର ଅଭିବୃଦ୍ଧି କମାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯-୩: ଗ୍ଲୋବାଲ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୁଅର୍ସ (ଏସ୍‌ ଆଣ୍ଡ ପି) ବୁଧବାର ଭାରତରେ ବିକାଶ ଅନୁମାନକୁ ୨୦୨୦ ଲାଗି ୫.୨%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯୋଗୁ ବିଶ୍ୱ ଅର୍ଥନୀତି ବର୍ତ୍ତମାନ ମାନ୍ଦାବସ୍ଥା ଆଡକୁ ଯାଉଥିବାରୁ ଏସ୍‌...

ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ ହୋମ ବିକଳ୍ପ

ନୂଆଦିଲ୍ଲୀ,୧୯-୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ପକ୍ଷରୁ ଏହାର କର୍ମଚାରୀଙ୍କୁ ଘରୁ କାମ କରିବା ବିକଳ୍ପ ପ୍ରଦାନ କରାଯାଇଛି। କରୋନା ପ୍ରଭାବ ଯୋଗୁ ଏଭଳି ନିଷ୍ପତ୍ତି ହୋଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଟ୍ରେଡିଂ ପ୍ଲାଟଫର୍ମରେ କାମ...

୬୦% ଟ୍ରେନ ଟିକେଟ ବାତିଲ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ଚଳିତ ବର୍ଷ ମାର୍ଚ୍ଚ ମାସରେ ୬୦% ଟିକେଟ ବାତିଲ କରାଯାଇଥିବା ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ ବୁଧବାର ସଂସଦୀୟ କମିଟିକୁ ସୂଚନା ଦେଇଛନ୍ତି। ଭାଇରସ ପ୍ରଭାବ ବଢୁଥିବାରୁ ଲୋକମାନେ ପୂର୍ବରୁ ବୁକିଂ କରିଥିବା ଟିକେଟ ପ୍ରବଳ...

୧୭୦୯ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୯-୩: କରୋନା ପ୍ରଭାବରେ ଭାରତୀୟ ଶେୟାର ବଜାର କାରବାର ଲଗାତର ଭାବେ ହ୍ରାସ ପାଇ ଚାଲିଛି। ବୁଧବାର ସେନ୍‌ସେକ୍ସରେ ସୂଚକାଙ୍କ ୧୭୦୯ ପଏଣ୍ଟ ଖସିଥିବା ବେଳେ ନିଫ୍ଟି ୮୫୦୦ ପଏଣ୍ଟ ତଳକୁ ଖସି ଆସିଛି। ବୁଧବାର ନିଫ୍ଟି କାରବାର ୫୦୦...

ଅନ୍ତର୍ଜାତୀୟ ଉଡାଣ ବାତିଲ କଲା ଭିସ୍ତାରା

ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ ନଜରରେ ରଖି ବିମାନ କମ୍ପାନୀଗୁଡିକ ଅନ୍ତର୍ଜାତୀୟ ଉଡାଣକୁ ବାତିଲ କରୁଛନ୍ତି। ମଙ୍ଗଳବାର ଗୋଏୟାର ଏଭଳି ନିଷ୍ପତ୍ତି ନେଇଥିବା ବେଳେ ବୁଧବାର ଏହି ଧାରାରେ ଭିସ୍ତାରା ଯୋଡି ହୋଇଛି। ଚଳିତ ମାସ ୨୦ରୁ ମାର୍ଚ୍ଚ ୩୧ ଯାଏ...

ଏଡିବି ଘୋଷଣା କଲା ୬.୫ ବିଲିୟନ ଡଲାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: ଅର୍ଥ ବ୍ୟବସ୍ଥା ତଥା ବାଣିଜ୍ୟ ଏବଂ କାରବାର ଉପରେ କରୋନା ପ୍ରଭାବକୁ କମ୍‌ କରିବା ଲାଗି ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ପକ୍ଷରୁ ୬.୫ ବିଲିୟନ ଡଲାରର ପ୍ୟାକେଜ ଘୋଷଣା କରାଯାଇଛି। ଏହା ପ୍ରାଥମିକ ପ୍ୟାକେଜ ବୋଲି ଜଣାପଡିଛି। ଏସିଆ...

ୟେସ୍‌ ବ୍ୟାଙ୍କରେ ପୁଣି ସେବା ଆରମ୍ଭ

ନୂଆଦିଲ୍ଲୀ,୧୯-୩: ସେବା ଯୋଗାଣକୁ ପୁଣି ଥରେ ଶୁଭାରମ୍ଭ କରାଯାଇଥିବା ୟେସ୍‌ ବ୍ୟାଙ୍କ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଫଳରେ ଗ୍ରାହକମାନେ ବ୍ୟାଙ୍କର ବିଭିନ୍ନ ସେବା ପୂର୍ବବତ ଲାଭ କରିପାରିବେ। ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ସେବା ଉପଲବ୍ଧ ହେବ ବୋଲି ବ୍ୟାଙ୍କ ପକ୍ଷରୁ...

ଟ୍ରମ୍ପଙ୍କ ୭୪ ଲକ୍ଷ କୋଟି ଟଙ୍କାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୭୪ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ମଧ୍ୟରୁ ୨୨.୨ ଲକ୍ଷ କୋଟି ଟଙ୍କା କେବଳ ଛୋଟଛୋଟ ଉଦ୍ୟୋଗଗୁଡିକୁ ପ୍ୟାକେଜ ଭାବେ...

କରୋନା ପାଇଁ ଚାକିରି ହରାଇବେ ୨୫ ନିୟୁତ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ସାରା ବିଶ୍ୱରେ ୨୫ ନିୟୁତ ଲୋକ ଚାକିରି ହରାଇବାର ଆଶଙ୍କା ଉପୁଜିଥିବା ଜାତିସଂଘ ପକ୍ଷରୁ ବୁଧବାର କୁହାଯାଇଛି। ଏହା ଯୋଗୁ ଅନେକଙ୍କ ନିଯୁକ୍ତି ସଙ୍କଟରେ ରହିଛି। କରୋନା ପ୍ରଭାବକୁ କମ୍‌ କରିବା ଲାଗି ମିଳିତ ହୋଇ...

ଏଜିଆର୍‌ ମାମଲାରେ ପୁଣି ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯-୩: ଆଡଜଷ୍ଟେଡ୍‌ ଗ୍ରସ ରେଭିନ୍ୟୁ(ଏଜିଆର୍‌) ମାମଲାରେ ସୁପ୍ରିମକୋର୍ଟ ପୁଣି ଥରେ ଟେଲିକମ କମ୍ପାନୀଙ୍କ ଉପରେ ବର୍ଷିଛନ୍ତି। ଟେଲିକମ କମ୍ପାନୀଗୁଡିକ ନିର୍ଦ୍ଦେଶ ପାଳନ ନ ଲେ କମ୍ପାନୀଗୁଡିକର ଏମ୍‌ଡିଙ୍କୁ ଜେଲ ପଠାଇ ଦିଆଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶରେ କହିଛନ୍ତି। ଟେଲିକମ କମ୍ପାନୀଗୁଡିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri