ବାଣିଜ୍ୟ

କରୋନା ଯୋଗୁ ଶିଳ୍ପ ଜଗତର ଆଶଙ୍କା ବଢୁଛି

ନୂଆଦିଲ୍ଲୀ, ୨୮-୨: କରୋନା ଯୋଗୁ ବିଶ୍ୱ ବଜାରର ନକାରାତ୍ମକ ପ୍ରଭାବ ପଡିପାରେ। ଏହାକୁ ନେଇ ଶିଳ୍ପ ଜଗତ ଆଶଙ୍କା ପ୍ରକଟ କରିଛି। କରୋନା ପ୍ରଭାବରେ ବିଶ୍ୱ ଅଭିବୃଦ୍ଧି ୩୦ ବେସିସ୍‌ ପଏଣ୍ଟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଫଳରେ ସାରା...

କରୋନା ମହାମାରୀ ଯୋଗୁ ହୋଇପାରେ ପୁଣି ମାନ୍ଦାବସ୍ଥା: ମୁଡିଜ୍‌

ଓ୍ବାଶିଂଟନ,୨୭।୨: ଚାଇନାରେ ଦେଖାଦେଇଥିବା କରୋନା ମହାମାରୀ ଧିରେଧିରେ ପୃଥିବୀର ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ପୁଣି ଥରେ ପୃଥିବୀରେ ମାନ୍ଦାବସ୍ଥା ଦେଖାଯିବାର ଆଶଙ୍କା ରହିଥିବା ମୁଡିଜ୍‌ ଆନାଲିଟକ୍ସ୍‌ ପକ୍ଷରୁ କୁହାଯାଇଛି। କରୋନା ଆତଙ୍କ ଯୋଗୁ...

ଏଟିଏମ୍‌ରୁ ବାହାରୁଛି ଅଧିକ ୫୦୦ ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୨୭-୨: ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ଗୁଡିକରୁ ଏବେ ୨୦୦୦ ଟଙ୍କିଆ ନୋଟ ତୁଳନାରେ ଅଧିକ ୫୦୦ ଟଙ୍କିଆ ନୋଟ ବାହାରୁ ଥିବା ନଜରକୁ ଆସୁଛି। ୨୦୦୦ ଟଙ୍କିଆ ଭଳି ବଡ ମୂଲ୍ୟର ନୋଟକୁ ବଜାରରୁ ପ୍ରତ୍ୟାହାର ହେବା ଭଳି ପ୍ରତୀୟମାନ...

ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ସେହିପରି ବୈଜ୍ଞାନିକ ଅନୀଲ କାକୋଡ଼କରଙ୍କୁ ପରିଷଦର ସଦସ୍ୟ ଭାବେ ମନୋନୀତ...

ଆମେରିକାରେ ଅଧିକ ନିବେଶ କର: ଟ୍ରମ୍ପ

ନୂଆଦିଲ୍ଲୀ, ୨୬-୨: ଆମେରିକାରେ ଭାରତୀୟ ବାଣିଜ୍ୟ ଗୋଷ୍ଠୀ ଅଧିକ ନିବେଶ କରୁ ବୋଲି ଏଠାରେ ଶିଳ୍ପ ଜଗତକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଆହ୍ବାନ ଜଣାଇଛନ୍ତି। ଶିଳ୍ପଗୁଡିକ ଲାଗି ନିୟମ ସରଳୀକରଣ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ସେଠାରେ ଅର୍ଥବ୍ୟବସ୍ଥାକୁ...

ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବଢୁଛି

କଲିକତା, ୨୬-୨: ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବୃଦ୍ଧି ଘଟୁଥିବା ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର ମଙ୍ଗଳବାର କହିଛନ୍ତି। ସେହିଭଳି ଜିଏସ୍‌ଟି ଆର୍‌ ୩ବି ଫାଇଲିଂରେ ବିଳମ୍ବ ଯୋଗୁ ଜରିମାନା ସୁଧ ବାବଦ ୪୬ ହଜାର କୋଟି ଟଙ୍କାର ଅର୍ଥ ଏବେ...

କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର

ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍‌ ପିଛା ୪୩ ହଜାର ୫୯୩ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ସୁନା ଦାମ ୪୧ ହଜାର...

୧.୦୫ ଲକ୍ଷ କୋଟି ଟଙ୍କା ନିବେଶ କରିବ ଗେଲ୍‌

ନୂଆଦିଲ୍ଲୀ, ୨୫-୨: ଦେଶର ସର୍ବବୃହତ୍ତ ଗ୍ୟାସ କମ୍ପାନୀ ଗେଲ୍‌ ଇଣ୍ଡିଆ ଲିମିଟେଡ ଆଗାମୀ ୫ ବର୍ଷରେ ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିବା ନେଇ ଲକ୍ଷ୍ୟ ରଖିଛି। ପାଇପ ଲାଇନ ସମ୍ପ୍ରସାରଣ, ସହରୀ ଗ୍ୟାସ ବିତରଣ ନେଟଓ୍ବର୍କ,...

‘ଷ୍ଟାର୍ଟଅପ୍‌ କରୁଥିବା ବ୍ୟକ୍ତି ହୋଇ ପାରିବେ ଧୀରୁଭାଇ ଅମ୍ବାନୀ’

ନୂଆଦିଲ୍ଲୀ, ୨୫-୨: ଛୋଟ ଛୋଟ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଦିନରେ ବହୁତ ବଡ ହେବାର ସମ୍ଭାବନା ରହିଛି। ଦେଶରେ ଷ୍ଟାର୍ଟ ଅପ୍‌ କରୁଥିବା ବ୍ୟକ୍ତି ଦିନେ ଧିରୁ ଭାଇ ଅମ୍ବାନୀ ହୋଇ ପାରିବେ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ...

ଟ୍ରମ୍ପଙ୍କ ଗସ୍ତକୁ ନେଇ ଶେୟାର ବଜାରରେ ଖୁସି ନୁହଁ

ନୂଆଦିଲ୍ଲୀ, ୨୫-୨: ସୋମବାରଠାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସିଛନ୍ତି। ଭାରତରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ହେଲେ ତାଙ୍କ ଗସ୍ତକୁ ନେଇ ଦେଶର ଶେୟାର ବଜାର ଖୁସି ନ ଥିବା ପରି ଲାଗୁଛି। ଶେୟାର ବଜାର...

ଭାରତ ସହ ଟ୍ରେଡ ଡିଲ୍‌ ନେଇ ଟ୍ରମ୍ପ ଆଶାବାଦୀ

ଅହମ୍ମଦାବାଦ, ୨୫-୨: ଭାରତ ସହ ଏକ ଉତ୍ତମ ବାଣିଜି୍ୟକ ଚୁକ୍ତି ନେଇ ଆଶାବାଦୀ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର କହିଛନ୍ତି। ସେ ଏବେ ଭାରତ ଗସ୍ତରେ ଥିବା ବେଳେ ମୋତେରା ଷ୍ଟାଡିୟମଠାରେ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମକୁ ସମ୍ବୋଧିତ...

ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର

ନୂଆଦିଲ୍ଲୀ, ୨୪-୨: ଚାଇନାକୁ ଟପି ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର ହୋଇ ପାରିଛି। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ ବୃହତ୍‌ ଅର୍ଥନୈତିକ ସମ୍ପର୍କ ସ୍ଥାପନ ହୋଇଥିବା ଜଣାପଡିଛି। ବାଣିଜ୍ୟ ମନ୍ତ୍ରଣାଳୟ ତଥ୍ୟ ମୁତାବକ ୨୦୧୮-୧୯ ଆର୍ଥତ୍କ ବର୍ଷରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri