ବାଣିଜ୍ୟ

ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ, ୨୪-୨: ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବ ବୋଲି ସରକାର ରବିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଗତ ଡିସେମ୍ବରରେ ରାଜ୍ୟ ପରିଚାଳିତ ଏବଂ ବୈଧ ଲଟେରି ଉପରେ ଏଭଳି...

ଆଜି ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ ଦେଶବ୍ୟାପି ଅନଶନ

ନୂଆଦିଲ୍ଲୀ, ୨୪-୨: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀ ସଂଘ ପକ୍ଷରୁ ସୋମବାର ଦେଶବ୍ୟାପୀ ଅନଶନ କରାଯିବ। ସରକାର ଘୋଷଣା କରିଥିବା ୬୯ ହଜାର କୋଟି ଟଙ୍କାର ପୁନରୁଦ୍ଧାର ପ୍ୟାକେଜ କାର୍ଯ୍ୟକାରୀ କରାଇବାରେ ବିଳମ୍ବ ହେବାରୁ ସଂଘ ପକ୍ଷରୁ...

ଟେଲିକମ୍‌ ଶିଳ୍ପକୁ ଆଶ୍ୱସ୍ତି ଲାଗି ବରିଷ୍ଠ ଅଧିକାରୀଙ୍କ ବୈଠକ

ନୂଆଦିଲ୍ଲୀ, ୨୪-୨:ଆଡଜଷ୍ଟେଡ ଗ୍ରସ ରେଭିନ୍ୟୁ(ଏଜିଆର୍‌) ବାବଦ ଦେୟ ପ୍ରଦାନ କରିବାକୁ ଟେଲିକମ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ଶିଳ୍ପରେ ଏବେ ସମସ୍ୟା ବଢିଯାଇଛି। କମ୍ପାନୀଗୁଡ଼ିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ଅର୍ଥ ପଇଠ କରିବା ସେମାନଙ୍କ...

ପିଏମ୍‌ କିଷାନରେ କୃଷକଙ୍କୁ ୫୦,୮୫୦ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୨୩।୨ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ କେନ୍ଦ୍ର ସରକାର ୫୦,୮୫୦ କୋଟି ଟଙ୍କା ପ୍ରଦାନ କରିଥିବା ଶନିବାର କହିଛନ୍ତି। ଇନପୁଟ ଖର୍ଚ୍ଚ ଏବଂ ଘର ଖର୍ଚ୍ଚ ଉଠାଇବା ଦିଗରେ ଏହା ସହାୟକ ହେବ ବୋଲି ସରକାର ମତ ରଖିଛନ୍ତି। ଫେବୃୟାରି ୨୪ରେ...

ଗରିବୀ ସର୍ଭେ ଆରମ୍ଭ କଲେ ସରକାର

ନୂଆଦିଲ୍ଲୀ,୨୨-୨: ଦେଶରେ ଗରିବୀର ଆକଳନ କରିବା ଲାଗି ସରକାର ନୂଆ ସର୍ଭେ ଆରମ୍ଭ କରିଛନ୍ତି। ଏହା ମଧ୍ୟରେ ପୋଷଣର ମାତ୍ରା, ପିଇବା ପାଣି, ହାଉସିଂ, ରନ୍ଧନ ପାଇଁ ବ୍ୟବହାର ହେଉଥିବା ସାମଗ୍ରୀର ସୁବିଧା ଭଳି ବିଭିନ୍ନ ପ୍ରସଙ୍ଗ ଦେଶର ଲୋକଙ୍କ...

ଉଚ୍ଚ ଟିକସ ପ୍ରସଙ୍ଗ ପୁଣି ଉଠାଇଲେ ଟ୍ରମ୍ପ

ନୂଆଦିଲ୍ଲୀ,୨୨-୨: ଭାରତ ଆମେରିକା ସାମଗ୍ରୀ ଉପରେ ବୃହତ୍‌ ପରିମାଣର ଟିସକ ଲାଗୁ କରୁଥିବାରୁ ଏହା ଦ୍ୱାରା ବାଣିଜ୍ୟ ପ୍ରଭାବିତ ହେଉଛି ବୋଲି ଭାରତ ଗସ୍ତ ପୂର୍ବରୁ ୟୁଏସ୍‌ ରାଷ୍ଟ୍ରପତି ଡୋନାଲ୍ଠ ଟ୍ରମ୍ପ ଶୁକ୍ରବାର କହିଛନ୍ତି। ଭାରତରେ ଆମେରିକା ପ୍ରଡକ୍ଟର ବିକ୍ରି...

୧୦% ମହଙ୍ଗା ହୋଇପାରେ ଟିଭି

ନୂଆଦିଲ୍ଲୀ,୨୨-୨: ଆସନ୍ତା ମାସରେ ଟିଭି ୧୦% ମହଙ୍ଗା ହୋଇପାରେ। ଭାରତକୁ ଅଧିକାଂଶ ଓପନ ସେଲ୍‌ ଟିଭି ପ୍ୟାନେଲ ଚାଇନାରୁ ସପ୍ଲାଇ ହୋଇଥାଏ। ଚାଇନାରେ କରୋନା ଭାଇରସ ଯୋଗୁ ଟିଭି ଯନ୍ତ୍ରାଂଶ ଉତ୍ପାଦନ ବନ୍ଦ ହୋଇଯାଇଛି। କିଛି ମାନୁଫାକଚରିଂ ଫାସିଲିଟିରେ କାମ...

ବିକାଶ ହାର ୪.୯% ରହିବା ଅନୁମାନ

ନୂଆଦିଲ୍ଲୀ,୨୨-୨: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଜିଡିପି ବିକାଶ ହାର ୪.୯% ରହିବା ନେଇ ଅନୁମାନ କରାଯାଇଛି। ବିକାଶ ହାର ଚଳିତ ଆର୍ଥତ୍କ ବର୍ଷ ୫% ରହିବ ବୋଲି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପୂର୍ବରୁ କହିଛି। ଏହି ଆକଳନ...

ରାଜ୍ୟଗୁଡ଼ିକୁ ୧୯,୯୫୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୧-୨: କେନ୍ଦ୍ର ସରକାର ରାଜ୍ୟଗୁଡ଼ି୧୯,୯୫୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ କରିଛନ୍ତି। ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ଗତ ସୋମବାର ଏହି ଅର୍ଥ ପ୍ରଦାନ କରାଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଏହାଦ୍ୱାରା ରାଜ୍ୟଗୁଡିକୁ ମୋଟ୍‌...

ସୁନା ଛୁଇଁବା ହେବ ସାତ ସପନ: ମାର୍ଚ୍ଚ-ଏପ୍ରିଲ୍‌ରେ ଟପିବ ୪୫ ହଜାର; ଡିସେମ୍ବରରେ ୫୦ ହଜାର !

ନୂଆଦିଲ୍ଲୀ,୨୦।୨: ଆଗକୁ ସୁନା ଛୁଇଁବା ସାତ ସପନ ପରି ହେବାକୁ ଯାଉଛି। ମାର୍ଚ୍ଚ-ଏପ୍ରିଲ୍‌ରେ ସୁନା ୧୦ ଗ୍ରାମ ପିଛା ଦାମ ୪୫ ହଜାର ଟଙ୍କା ଟପିବାର ସମ୍ଭାବନା ରହିଛି। ଗୁରୁବାର ସୁନା ୧୦ ଗ୍ରାମ ଦାମ ୪୧ ହଜାର ୭୯୮...

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ ଆମଦାନୀ ରପ୍ତାନୀ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଛି। ଫଳରେ ବିଶ୍ୱ ଅର୍ଥବ୍ୟବସ୍ଥା ଟଳମଳ...

କମ୍ପାନୀ ସୋମବାର ପୈଠ କରିପାରନ୍ତି ଏଜିଆର ଦେୟ

ନୂଆଦିଲ୍ଲୀ, ୧୭ା୨: ଭାରତୀ ଏୟାରଟେଲ, ଭୋଡାଫୋନ-ଆଇଡିଆ, ଟାଟା ଟେଲିସିର୍ଭିସେସ ଭଳି ଟେଲିକମ୍‌ କମ୍ପାନୀଗୁଡିକ ଆଡ୍‌ଜଷ୍ଟେଡ ଗ୍ରସ୍‌ ରେଭିନ୍ୟୁ (ଏଜିଆର୍‌) ବାବଦ ବକେୟା ଅର୍ଥ ସୋମବାର ପ୍ରଦାନ କରିପାରନ୍ତି। ଦେୟ ପ୍ରଦାନ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା ଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri