ବାଣିଜ୍ୟ

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧...

କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ ଦେବାକୁ ପଡ଼ିବ। ପୂର୍ବରୁ ଏହା ୨୦% ଥିଲା। ତେବେ ୫ ଲକ୍ଷ ପର୍ଯ୍ୟନ୍ତ...

ବ୍ୟାଙ୍କ ବୁଡିଗଲେ ବି ମିଳିବ ୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ବ୍ୟାଙ୍କ ଜମାକୁ ନେଇ ସରକାର ବଡ ଘୋଷଣା କରିଛନ୍ତି। ବ୍ୟାଙ୍କ ବୁଡିଗଲେ ବି ଗ୍ରାହକଙ୍କର ୫ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ସୁରକ୍ଷିତ ରହିବ ବୋଲି ଏଥର ବଜେଟରେ ଘୋଷଣା କରାଯାଇଛି। ବ୍ୟାଙ୍କରେ ଟଙ୍କା ଜମା କରୁଥିବା...

ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ...

ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଶିକ୍ଷା ବିକାଶ ଅନ୍ତର୍ଗତ ରାଷ୍ଟ୍ରୀୟ ପୋଲିସ ବିଶ୍ୱ...

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ, ଟ୍ୟାକ୍ସ ପେୟର ସମସ୍ତଙ୍କ ନଜର ଶନିବାର ଉପସ୍ଥାପିତ ହେଉଥିବା ବଜେଟ ଉପରେ। ଶନିବାର...

୨୦୨୪ ସୁଦ୍ଧା ୧୦୦ ନୂଆ ବିମାନ ବନ୍ଦର; ଯାତ୍ରା କରିବ ୧୫୦ରୁ ଅଧିକ ଟ୍ରେନ୍‌

ନୂଆଦିଲ୍ଲୀ,୧।୨: ଚଳିତ ବର୍ଷର ବଜେଟ୍‌ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ ଉପସ୍ଥାପନ କରିଛନ୍ତି। ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବହୁ ଯୋଜନା ଉପରେ ଗୁରୁତ୍ୱାରୋପ କରିଛନ୍ତି। ୨୦୨୪ ସୁଦ୍ଧା ଦେଶରେ ୧୦୦ ନୂଆ ବିମାନ ବନ୍ଦର...

ଗାଁ-ଗରିବ ଚାଷୀ-ରୋଜଗାରକୁ ବଜେଟରେ ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଗାଁ-ଗରିବ ଚାଷୀ-ରୋଜଗାରକୁ ଗୁରୁତ୍ୱ ଦିଆଯାଇଛି। ୨୦୩୦ ସୁଦ୍ଧାରେ ଦେଶରେ ଯୁବବର୍ଗଙ୍କ ସଂଖ୍ୟା ଅନ୍ୟ ବର୍ଗଙ୍କ ତୁଳନାରେ ଅଧିକ ରହିବ। ସେମାନଙ୍କୁ ଆବଶ୍ୟକ ନିଯୁକ୍ତି ଯୋଗାଇବା ପାଇଁ...

ଚାଷୀଙ୍କ ପାଇଁ ୧୬ସୂତ୍ରୀ ଯୋଜନା: ୨୦୨୨ ସୁଦ୍ଧା ଆୟ ହେବ ୨ ଗୁଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଚାଷୀଙ୍କ ପାଇଁ ୧୬ ସୂତ୍ରୀ ଯୋଜନା ଲାଗୁ କରିବାକୁ ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ...

ଜିଡିପି ୬.୫% ଛୁଇଁବା ଆଶା

ନୂଆଦିଲ୍ଲୀ,୧ା୨: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏପ୍ରିଲ ପହିଲାରୁ ଆରମ୍ଭ ହେଉଥିବା ଆସନ୍ତା ଆର୍ଥତ୍କ ବର୍ଷରେ ଦେଶର...

ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧-୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍‌ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି।...

ଦୃଷ୍ଟିବାଧିତଙ୍କ ଲାଗି ନୋଟ ଚିହ୍ନିବା ହେବ ସହଜ; ଆର୍‌ବିଆଇ ଆଣିଲା ନୂଆ ମୋବାଇଲ ଆପ୍ଲିକେଶନ

  ମୁମ୍ବାଇ,୧-୨: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍‌ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri