ବାଣିଜ୍ୟ

ଘରକ୍ରେତା, ବ୍ୟାଙ୍କ ଟଙ୍କା ବିଦେଶୀରେ ନିବେଶ କରିଛି ୟୁନିଟେକ୍‌

ନୂଆଦିଲ୍ଲୀ,୧୯-୧: ରିୟଲ ଇଷ୍ଟେଟ କମ୍ପାନୀ ୟୁନିଟେକ୍‌ ଗ୍ରାହକଙ୍କ ଝାଳବୁହା ଧନକୁ ଠକେଇ କରି ବିଦେଶର ଅଫସୋର କମ୍ପାନୀରେ ନିବେଶ କରିଛି। ସେହିଭଳି ବ୍ୟାଙ୍କର ଋଣ ଅର୍ଥକୁ କମ୍ପାନୀ ଏଭଳି କାର୍ଯ୍ୟରେ ଲଗାଇଛି। ଏହି ଭାବେ ୟୁନିଟେକ ୨୯,୮୦୦ ଗ୍ରାହକ ଏବଂ...

ଜିଏସ୍‌ଟି ଆଦାୟ ଲକ୍ଷ୍ୟ ବଢିଲା

ନୂଆଦିଲ୍ଲୀ,୨୦-୧: ଜାନୁୟାରୀ, ଫେବୃୟାରୀ ମାସ ଲାଗି ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଲକ୍ଷ୍ୟ ବୃଦ୍ଧି କରାଯାଇ ୧.୧୫ ଲକ୍ଷ କୋଟି ଟଙ୍କା କରାଯାଇଛି। ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ଏଭଳି ଲକ୍ଷ୍ୟ ରଖାଯାଇଥିବା ଜଣାପଡିଛି। ସେହିଭଳି ମାର୍ଚ୍ଚ ମାସ...

ବଜେଟରେ ମିଳିପାରେ ଟିକସ ରିହାତି

ନୂଆଦିଲ୍ଲୀ,୧୯-୧: ଫେବୃୟାରୀ ପହିଲାରେ ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଏଥିରେ ବିଭିନ୍ନ ଟିକସ ରିହାତି ମିଳିପାରେ ବୋଲି ବଜାର ବିଶେଷଜ୍ଞ ମତ ରଖିଛନ୍ତି। ବେତନଭୋଗୀ ଏବଂ କର୍ପୋରେଟ ଏହି ବଜେଟକୁ ନେଇ ଅନେକ ଆଶାବାଦୀ ଅଛନ୍ତି। ମାତ୍ର ବଜେଟରେ...

ଟେଲିକମ୍‌ କମ୍ପାନୀ ପଇଠ କରିବେ ୧.୪୭ ଲକ୍ଷ କୋଟି ବକେୟା

ନୂଆଦିଲ୍ଲୀ,୧୭-୧: ବୈଧାନିକ ଦେୟ ବାବଦ ବକେୟା ୧.୪୭ ଲକ୍ଷ କୋଟି ଟଙ୍କା ଚଳିତ ମାସ ୨୩ ସୁଦ୍ଧା ସରକାରଙ୍କୁ ଦେବା ଲାଗି ସୁପ୍ରିମକୋର୍ଟ ଟେଲିକମ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ପୁନର୍ବିଚାର ଲାଗି ଭୋଡାଫୋନ ଆଇଡିଆ ଏବଂ ଏୟାରଟେଲ ଭଳି...

୧୫ ହଜାର ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭-୧: ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରାଥମିକତା ସ୍ବରୂପ ୨୦୨୦-୨୧ ଆର୍ଥତ୍କ ବର୍ଷରେ ସାରା ଦେଶରେ ୧୫ ହଜାର ନୂଆ ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। କେଉଁ କେଉଁ ସ୍ଥାନଗୁଡିକରେ ଶାଖା ଖୋଲାଯାଇପାରିବ ତାର ଏକ ରିପୋର୍ଟ କେନ୍ଦ୍ର ସରକାର ବ୍ୟାଙ୍କଗୁଡିକୁ...

୬୫ ଟୋଲ ପ୍ଲାଜାରେ ଫାଷ୍ଟାଗ୍‌ ନିୟମ କୋହଳ

ନୂଆଦିଲ୍ଲୀ,୧୬-୧: ଓଡ଼ିଶାର ମଙ୍ଗୁଳି ସମେତ ଅଧିକ କାରବାର କରୁଥିବା ଦେଶର ୬୫ ଟୋଲ୍‌ ପ୍ଲାଜାରେ ବୁଧବାରଠାରୁ ଆସନ୍ତା ଗୋଟିଏ ମାସ ଲାଗି ଫାଷ୍ଟାଗ ନିୟମ କୋହଳ କରାଯାଇଛି। ଏ ନେଇ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ...

କ୍ଷୁଦ୍ର ବାଣିଜ୍ୟକୁ ଡିଜିଟାଇଜ୍‌ କରିବ ଆମାଜନ

ନୂଆଦିଲ୍ଲୀ,୧୬-୧: ଦେଶର କ୍ଷୁଦ୍ର ବାଣିଜ୍ୟକୁ ଡିଜିଟାଇଜ କରିବା ଦିଗରେ ଆମାଜନ ଡଟ୍‌ କମ୍‌ ଇଙ୍କ ଯୋଜନା ହାତକୁ ନେବ। ଏଥିଲାଗି କମ୍ପାନୀ ଭାରତରେ ୧ ବିଲିୟନ ଡଲାର ବା ପ୍ରାୟ ୭,୦୦୦ କୋଟି ଟଙ୍କା ନିବେଶ ଯୋଜନା ରଖିଥିବା ଏହାର...

୩୧ରୁ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୧୬-୧ : ଚଳିତ ମାସ ୩୧ରୁ ବ୍ୟାଙ୍କ ସଙ୍ଗଠନଗୁଡିକ ସାରା ଦେଶରେ ଧର୍ମଘଟ ଡାକରା ଦେଇଛନ୍ତି। ଏହା ବାଦ୍‌ ବ୍ୟାଙ୍କଗୁଡିକର ମିଳିତ ସଂଘ ୟୁଏଫ୍‌ବିୟୁ ପକ୍ଷରୁ ମାର୍ଚ୍ଚ ୩୧ରୁ ୩ ଦିନିଆ ଧର୍ମଘଟ ଏବଂ ଏପ୍ରିଲ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ...

ଲଗାତର ୫ ମାସ ଲାଗି କମିଲା ରପ୍ତାନି

ନୂଆଦିଲ୍ଲୀ,୧୬-୧: ଭାରତର ମର୍ଚ୍ଚାଣ୍ଡାଇଜ୍‌ ରପ୍ତାନି ଲଗାତର ଭାବେ ୫ ମାସ ଧରି ହ୍ରାସ ଘଟିବା ସହ ଡିସେମ୍ବରରେ ୧.୮% ରହିଛି। ସେହିଭଳି ଗତବର୍ଷ ତୁଳନାରେ ଚଳିତବର୍ଷ ଡିସେମ୍ବରରେ ବାଣିଜ୍ୟ ନିଅଣ୍ଟ କମିବା ସହ ୧୧.୨୫ ବିଲିୟନ ଡଲାର ରହିଛି। ଇନ୍ଧନ...

୮ ମାସର ସର୍ବୋଚ୍ଚ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫-୧: ଏବେ ଖୁଚୁରା ମୁଦ୍ରାସ୍ଫୀତି ସାଢେ ପାଞ୍ଚ ବର୍ଷର ସର୍ବୋଚ୍ଚ ସ୍ତରରେ ରହିଥିବା ବେଳେ ପାଇକାରୀ ମୁଦ୍ରାସ୍ଫୀତି ମଧ୍ୟ ବଢିଥିବା ଜଣାପଡିଛି। ଡିସେମ୍ବରରେ ପାଇକାରୀ ମୂଲ୍ୟ ଭିତ୍ତିକ ମୁଦ୍ରାସ୍ଫୀତି ୮ ମାସର ସର୍ବୋଚ୍ଚ ସ୍ତରରେ ରହିବା ସହ ୨.୫୯ ସ୍ତରକୁ...

ମାଇକେଲ ପାତ୍ରଙ୍କ ଲାଗି ଚ୍ୟାଲେଞ୍ଜ ହେବ ମୁଦ୍ରାସ୍ଫୀତି,ଅଭିବୃଦ୍ଧି

ନୂଆଦିଲ୍ଲୀ,୧୫-୧: ରିଜର୍ଭ ବ୍ୟାଙ୍କର ଗଭର୍ନର ପଦବୀରେ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଟିମ୍‌ରେ ଡେପୁଟି ଗଭର୍ନର ଭାବେ ଓଡ଼ିଶାର ବିଭୁ ପ୍ରସାଦ କାନୁନଗୋ ରହିଛନ୍ତି। ଏହି ଶୀର୍ଷ ଟିମ୍‌ରେ ନୂଆ କରି ଆଉ ଜଣେ ଓଡ଼ିଆ ଯୋଗ...

ରାଘବେନ୍ଦ୍ର ସମବାୟ ବ୍ୟାଙ୍କ ଉପରେ ଆର୍‌ବିଆଇର କଟକଣା

ନୂଆଦିଲ୍ଲୀ,୧୫-୧: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ପରେ ରିଜର୍ଭ ବ୍ୟାଙ୍କ କର୍ନାଟକର ରାଘବେନ୍ଦ୍ର ସହକାର ବ୍ୟାଙ୍କ ଉପରେ ଉଠାଣ ନେଇ କଟକଣା ଜାରି କରିଛି। ଏହି ବ୍ୟାଙ୍କରୁ ଗ୍ରାହକ ଥରକେ କେବଳ ୩୫ ହଜାର ଟଙ୍କା ଉଠାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri