ବାଣିଜ୍ୟ

୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ପାଇଁ ୯% ବିକାଶ ହାର ଲୋଡା

ମୁମ୍ବାଇ,୧୩-୧: ୨୦୨୪-୨୫ ବେଳକୁ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ହେଲେ ବାର୍ଷିକ ୯% ହାରରେ ଜିଡିପି ଅଭିବୃଦ୍ଧି ଲୋଡା । ଏହା ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ । ମାତ୍ର ଧାର୍ଯ୍ୟ...

ୟୁପିଆଇ ପ୍ଲାଟ୍‌ଫର୍ମରେ ରେକରିଂ ପେମେଣ୍ଟ

ନୂଆଦିଲ୍ଲୀ,୧୨-୧ : ୟୁପିଆଇ ପ୍ଲାଟ୍‌ଫର୍ମରେ ଗ୍ରାହକମାନେ ଏବେ ରେକରିଂ ପେମେଣ୍ଟ ସୁବିଧା ପାଇବେ। ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଏଭଳି ଏକ ସୁବିଧାର ଶୁଭାରମ୍ଭକୁ ଅନୁମତି ଦେଇଛନ୍ତି। ଏହି ସୁବିଧା ଦ୍ୱାରା ଉପଭୋକ୍ତା ଏବଂ ମର୍ଚ୍ଚାଣ୍ଟଙ୍କ ମଧ୍ୟରେ...

୭୦ ବିଲିୟନ ଡଲାର ନିବେଶ କରିବ ଇସ୍ପାତ ମନ୍ତ୍ରଣାଳୟ

କଲିକତା,୧୨-୧: ଦେଶର ଇସ୍ପାତ କ୍ଷେତ୍ର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ୭୦ ବିଲିୟନ ଡଲାର ନିବେଶ କରିବ। ଏହି ନିବେଶ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ହେବ। ଏ ନେଇ ମନ୍ତ୍ରଣାଳୟ ବିଚାର କରୁଥିବା କେନ୍ଦ୍ର ଇସ୍ପାତ...

ସରକାରଙ୍କ ସାମ୍ନାରେ ୬ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨-୧: ଏବେ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଜାରି ରହିଛି। ଫେବୃୟାରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଦ୍ୱାରା ସାଧାରଣ ଲୋକଙ୍କଠାରୁ ବଜେଟ ନେଇ...

ଓୟୋରୁ ଛଟେଇ ହେଲେ ୧୦୦୦ରୁ ଉର୍ଦ୍ଧ୍ୱ କର୍ମଚାରୀ

ନୂଆଦିଲ୍ଲୀ,୧୨-୧ : ଓୟୋ ହୋଟେଲ୍ସ ଭାରତ ଏବଂ ଚାଇନାରେ ଥିବା ଏହାର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। ସଫ୍ଟବ୍ୟାଙ୍କ ସହଯୋଗ ଦ୍ୱାରା ସଞ୍ଚାଳିତ ଏହି କମ୍ପାନୀ ବର୍ତ୍ତମାନ ପ୍ରଭାବିତ ସ୍ଥିତିରେ ରହିଛି। ପରଫରମାନ୍ସ ଭିତ୍ତିରେ କମ୍ପାନୀ...

ସିଏଏର ବିରୋଧ ଯୋଗୁ ରେଳପଥର ୮୪ କୋଟି କ୍ଷତି

ନୂଆଦିଲ୍ଲୀ,୧୨-୧: ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଏନ୍‌ଆର୍‌ସିର ବିରୋଧ ଯୋଗୁ ରେଳପଥ ୮୪ କୋଟି ଟଙ୍କାର କ୍ଷତି ସହିଛି। ୧୩ ଡିସେମ୍ବରରୁ ୧୫ ଡିସେମ୍ବର ମଧ୍ୟରେ ଏହି କ୍ଷତି ହୋଇଥିବା ରେଳପଥ ପକ୍ଷରୁ କୁହାଯାଇଛି। ଏଥି ସଂକ୍ରାନ୍ତ...

ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ ପାଇଁ ଆସିବ ବଡ ପଦକ୍ଷେପ

ନୂଆଦିଲ୍ଲୀ,୧୧-୧ : ସରକାର ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ ବା ବାଣିଜ୍ୟ ସୁଗମତାକୁ ପ୍ରାଥମିକତା ଦେଉଛନ୍ତି। ଏହି ଧାରାରେ ବିଭିନ୍ନ ପ୍ରକ୍ରିୟାର ନିରନ୍ତର ସରଳୀକରଣ କରାଯାଉଛି। ଏହାକୁ ଧ୍ୟାନରେ ରଖି ବିଭିନ୍ନ କାଗଜପତ୍ର ସମ୍ପର୍କିତ ପ୍ରକ୍ରିୟାକୁ କମ୍‌...

ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍‌ସିଏଲ୍‌ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ

  ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ରାୟ ଦେଇଥିଲେ। ଏହି ରାୟକୁ ସୁପ୍ରିମକୋର୍ଟ...

ରେଲଓ୍ବେ ସେବା ମିଶ୍ରଣକୁ ଅଧିକାରୀଙ୍କ ବିରୋଧ

ନୂଆଦିଲ୍ଲୀ,୧୧-୧: ରେଲଓ୍ବେର ବିଭିନ୍ନ ସେବା ମିଶ୍ରଣ ନେଇ ସରକାର ନିକଟରେ ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ବିରୋଧରେ ରେଲଓ୍ବେର ଅଧିକାରୀ ଏବଂ କର୍ମଚାରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି ବିରୋଧ ପ୍ରଦର୍ଶନରେ ୧୩ ରେଳ ଜୋନ ଏବଂ ୬୦...

୨୦୧୯ ଅଟୋ ଶିଳ୍ପ ଲାଗି ୨ ଦଶନ୍ଧିରେ ସବୁଠାରୁ ଖରାପ

ନୂଆଦିଲ୍ଲୀ,୧୧-୧: ୨୦୧୯ ବର୍ଷ ଦେଶର ଅଟୋ ଉଦ୍ୟୋଗ ଲାଗି ସବୁଠାରୁ ଖରାପ ବର୍ଷ। ଏହି ସମୟରେ ମାନ୍ଦାବସ୍ଥାଯୋଗୁ ଅଟୋମୋବାଇଲ କମ୍ପାନୀଗୁଡିକ ଅଧିକ ହାରରେ କ୍ଷତି ସହିଥିବା ସୋସାଇଟି ଅଫ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକଚରର୍ସ(ଏସ୍‌ଆଇଏଏମ୍‌) ପକ୍ଷରୁ ସୂଚନା ରହିଛି। ଶୁକ୍ରବାର ସଂଘ...

ହ୍ବିସିଲ ବ୍ଲୋୟର ମାମଲାରେ ସଲିଲ ପାରେଖଙ୍କୁ କ୍ଲିନଚିଟ୍‌

ନୂଆଦିଲ୍ଲୀ,୧୧-୧: ଇନଫୋସିସ ସିଇଓ ସଲିଲ ପାରେଖ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସାମିଲ ଥିବା ହ୍ବିସିଲବ୍ଲୋୟର ଅଭିଯୋଗ ଆଣିଥିଲେ। ସିଇଓ ପାରେଖ ଏବଂ ସିଏଫ୍‌ଓ ନିଲଞ୍ଜନ ରାୟଙ୍କ ବିରୋଧରେ ଏହି ଅଭିଯୋଗରେ କୌଣସି ପ୍ରମାଣ ମିଳି ନ ଥିବା ଇନଫୋସିସ ପକ୍ଷରୁ...

ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଛି

ନୂଆଦିଲ୍ଲୀ,୧୧-୧ : ବଜେଟ ପୂର୍ବରୁ ଅର୍ଥବ୍ୟବସ୍ଥା ଏବଂ ସରକାରଙ୍କ ଲାଗି ଖୁସି ଖବର। ଦେଶର ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଥିବା ନଜରକୁ ଆସିଛି। ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ୧.୮% ବଢିଥିବା ଶୁକ୍ରବାର ସରକାର ଜାରି କରିଥିବା ତଥ୍ୟରୁ ସାମ୍ନାକୁ ଆସିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri