ବାଣିଜ୍ୟ

ଚନ୍ଦା କୋଚ୍ଚରଙ୍କ ୭୮ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୧-୧ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍‌ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଭିଡିଓକନ କମ୍ପାନୀକୁ ପ୍ରଦାନ କରାଯାଇଥିବା ୩୨୫୦ କୋଟି ଟଙ୍କାର ଋଣ ମାମଲାରେ ଇଡି ଏଭଳି କାର୍ଯ୍ୟାନୁଷ୍ଠାନ...

ନିବେଶକଙ୍କ ସମ୍ପତ୍ତିରେ ୨.୫ ଲକ୍ଷ କୋଟି ବୃଦ୍ଧି

ମୁମ୍ବାଇ,୧୦-୧: ଦେଶର ପୁଞ୍ଜିବଜାରର ସ୍ଥିତି ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତିରେ ଗୁରୁବାର ୨.୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ୟୁଏସ୍‌-ଇରାନ ମଧ୍ୟରେ ଯୁଦ୍ଧ ଆଶଙ୍କା ସାମାନ୍ୟ ହୋଇଥିବାରୁ ନିବେଶକଙ୍କ ମନୋଭାବ ପରିବର୍ତ୍ତନ ହେବାରୁ ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର...

ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା ୫.୮% ପର୍ଯ୍ୟନ୍ତ ବଢିପାରେ ବୋଲି ଏହା ଆକଳନରେ ପ୍ରକାଶ କରିଛି। ବାଂଲାଦେଶର ଅଭିବୃଦ୍ଧି...

ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ, ଶିଳ୍ପ ବିଶେଷଜ୍ଞଙ୍କୁ ସେ ଭେଟିବେ ବୋଲି ସୁଚନା...

ବିଶେଷଜ୍ଞଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି;ଅର୍ଥ ବ୍ୟବସ୍ଥା ପାଇଁ ମାନସ ମନ୍ଥନ

ନୂଆଦିଲ୍ଲୀ,୧୦-୧: ଆଗାମୀ ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବା ଲାଗି ସରକାର ଯୋଜନା ଧାର୍ଯ୍ୟ କରିଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଲକ୍ଷ୍ୟ ହାସଲ ଲାଗି ଅଂଶୀଦାରମାନେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର...

୭ ବର୍ଷର ରେକର୍ଡ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୦-୧: ଗୁରୁବାର ସୁନା ଦର ୭ ବର୍ଷର ରେକର୍ଡ ସ୍ତର ଛୁଇଁଛି। ଆମେରିକା-ଇରାନ ବିବାଦ ଯୋଗୁ ବିଶ୍ୱ ସ୍ତରରେ ସୁନା ଦର ୨% ବୃଦ୍ଧି ଘଟି ୧,୬୧୧ ଡଲାର ରହିଛି। ଏହା ୭ ବର୍ଷର ସର୍ବୋଚ୍ଚ ସ୍ତର। ଚେନ୍ନାଇରେ ୨୪...

ଏମ୍‌ଏସ୍‌ଏମ୍‌ଇ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ଆରମ୍ଭ;ଶିଳ୍ପ ପ୍ରତିଷ୍ଠା ଲାଗି ଯୁବ ଉଦ୍ୟୋଗୀଙ୍କୁ ଆହ୍ବାନ

ଭୁବନେଶ୍ୱର,୯-୧(ବ୍ୟୁରୋ): ବହୁ ପ୍ରାଚୀନ ସମୟରୁ ଓଡିଶା ଉଦ୍ୟୋଗ ବିକାଶକୁ ପ୍ରାଥମିକତା ଦେଇଆସିଛି। ପୂର୍ବ କାଳର ଏହି ଐତିହ୍ୟ ଏବେ କଳିଙ୍ଗ ଏବଂ ଉତ୍କଳ ବ୍ରାଣ୍ଡ ନାମରେ ପରିଚିତ। ଓଡିଆମାନେ ସେମାନଙ୍କ ଉଦ୍ୟମୀ ଗୁଣପାଇଁ ବୟନ, ଖାଦ୍ୟ ପ୍ରକ୍ରିୟାକରଣ, ସୂଚନା ପ୍ରଯୁକ୍ତି...

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ

ନୂଆଦିଲ୍ଲୀ,୯-୧: ବୁଧବାର ଦେଶବ୍ୟାପୀ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ସରକାରଙ୍କ ବିଭିନ୍ନ ଜନ ବିରୋଧି ନିଷ୍ପତ୍ତିକୁ ବିରୋଧ କରି ଦେଶର ୧୦ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଧର୍ମଘଟକୁ ଓହ୍ଲାଇଥିଲେ। ବନ୍ଦ ଯୋଗୁ ବ୍ୟାଙ୍କ ଶାଖାଗୁଡିକରେ ଟଙ୍କା ଉଠାଣ,...

ଏନ୍‌ଆଇଏନ୍‌ଏଲ୍‌ରୁ ପୁଞ୍ଜି ପ୍ରତ୍ୟାହାରକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ନୀଳାଚଳ ଇସ୍ପାତ ନିଗମ ଲିମିଟେଡ(ଏନ୍‌ଆଇଏନ୍‌ଏଲ୍‌)ରେ ରହିଥିବା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନରୁ ପୁଞ୍ଜି ପ୍ରତ୍ୟାହାର କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାର ବୁଧବାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଆର୍ଥତ୍କ...

ଏମ୍‌ଏମ୍‌ଡିଆର୍‌ ଆକ୍ଟ , କୋଇଲା ଖଣି କ୍ଷେତ୍ର ନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ମାଇନ୍ସ ଆଣ୍ଡ ମିନେରାଲ୍ସ ଡେଭଲପମେଣ୍ଟ ରେଗୁଲେସନ ଆକ୍ଟ(ଏମ୍‌ଏମ୍‌ଡିଆର୍‌) ଏବଂ କୋଲ୍‌ ମାଇନ୍ସ( ସ୍ପେଶିଆଲ ପ୍ରୋଭିଜନ) ନିୟମରେ ପରିବର୍ତ୍ତନକୁ କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ କରାଯାଇଛି। ଏହା ଦ୍ୱାରା କୋଇଲା କ୍ଷେତ୍ରରେ ପୁଞ୍ଜି ନିବେଶ ଏବଂ କୋଇଲା ଉତ୍ପାଦନ ବୃଦ୍ଧି...

୫%କୁ ଖସିବ ଜିଡିପି

ନୂଆଦିଲ୍ଲୀ,୮-୧: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ସରକାର ଜିଡିପିର ପ୍ରଥମ ଆଗୁଆ ପୂର୍ବାନୁମାନ ମଙ୍ଗଳବାର ଜାରି କରିଛନ୍ତି। କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ) ପକ୍ଷରୁ ପ୍ରକାଶ ପାଇଥିବା ସଦ୍ୟତମ ଡାଟା ମୁତାବକ ୨୦୧୯-୨୦ରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି...

ମାର୍ଚ୍ଚ ସୁଦ୍ଧା ରାଜ୍ୟ ଇଜ୍‌ ଅଫ୍‌ ଡୁଇଁ ବିଜନେସ ର଼୍ୟାଙ୍କିଙ୍ଗ

ନୂଆଦିଲ୍ଲୀ,୮-୧: ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ପରବର୍ତ୍ତୀ ଇଜ ଅଫ୍‌ ଡୁଇଁ ବିଜନେସ ର଼୍ୟାଙ୍କିଙ୍ଗ ଆସନ୍ତା ମାର୍ଚ୍ଚରେ ଆସିବାର ସମ୍ଭାବନା ରହିଛି। ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚକାଙ୍କ ଜାରି କରାଯାଉଥିବା ବେଳେ ରାଜ୍ୟଗୁଡିକରେ ବାଣିଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri