ନୂଆଦିଲ୍ଲୀ,୨-୧: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି।...
ମୁମ୍ବାଇ,୨-୧: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର ନାମ...
ନୂଆଦିଲ୍ଲୀ,୧।୧: ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ବୁଧବାରଠାରୁ ରନ୍ଧନ ଗ୍ୟାସ୍ ଦାମ୍ ୧୯ ଟଙ୍କା ବଢ଼ିଛି। ଫଳରେ ଦିଲ୍ଲୀରେ ଅଣ-ସବସିଡ୍ ଯୁକ୍ତ ଗ୍ୟାସ୍ ସିଲିଣ୍ଡର ଦାମ୍ ୭୧୪ ଟଙ୍କା ହୋଇଛି। ଗତ ଡିସେମ୍ବରରେ ଏହାର...
Archives
Model This Week
ପିଲାଙ୍କ ଧରିତ୍ରୀ