ନୂଆଦିଲ୍ଲୀ,୩୧-୧୨: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀକୁ ଯଦି ବିଡର ନ ମିଳନ୍ତି ତେବେ ଆଗାମୀ ୬ ମାସ ମଧ୍ୟରେ ଏହା ବନ୍ଦ ହେବାର ଆଶଙ୍କା ଉପୁଜିଛି। ବିମାନ କମ୍ପାନୀକୁ ଯୋଗାଡ ଦ୍ୱାରା ବେଶିଦିନ ଧରି ଚଳାଇ ରଖିବା କଷ୍ଟକର।...
ନୂଆଦିଲ୍ଲୀ,୩୧-୧୨: ସରକାରଙ୍କ ଥିଙ୍କ୍ ଟ୍ୟାଙ୍କ ନୀତି ଆୟୋଗର ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି) ସୂଚକାଙ୍କ ସୋମବାର ପ୍ରକାଶ ପାଇଛି। ଉକ୍ତ ସୂଚକାଙ୍କରେ କେରଳ ଶୀର୍ଷ ସ୍ଥାନରେ ରହିଥିବା ବେଳେ ବିହାରର ପ୍ରଦର୍ଶନ ଅତ୍ୟନ୍ତ ନିକୃଷ୍ଟ ରହିଥିବା ଜଣାପଡିଛି। ଏହି ରିପୋର୍ଟରେ...
ନୂଆଦିଲ୍ଲୀ,୩୧-୧୨: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) ସୋମବାର ଏକ୍ସଟରନାଲ ବେଞ୍ଚମାର୍କ ଭିତ୍ତିକ ରେଟ ବା ଋଣ ଉପରେ ସୁଧହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରିଛି। ଏହା ଦ୍ୱାରା ବ୍ୟାଙ୍କର ସୁଧହାର ୮.୦୫%ରୁ ୭.୮୦%କୁ ହ୍ରାସ ଘଟିଛି। ଜାନୁୟାରୀ...
Archives
Model This Week
ପିଲାଙ୍କ ଧରିତ୍ରୀ