ବାଣିଜ୍ୟ

ମିସ୍ତ୍ରିଙ୍କୁ ହଟାଯିବା ପଛରେ ଥିଲା ପ୍ରତିଶୋଧ ଭାବନା:ନୁସ୍‌ଲି ଓ୍ବାଡିଆ

ନୂଆଦିଲ୍ଲୀ,୨୦-୧୨: ଟାଟା ସନ୍ସ ଏବଂ ସାଇରସ ମିସ୍ତ୍ରି ବିବାଦ ମାମଲାରେ ଏନ୍‌ସିଏଲ୍‌ଏଟି ବୁଧବାର ମିସ୍ତ୍ରିଙ୍କ ସପକ୍ଷରେ ରାୟ ଶୁଣାଇବା ପରେ ଓ୍ବାଡିଆ ଗ୍ରୁପ ଅଧ୍ୟକ୍ଷ ନୁସ୍‌ଲି ଓ୍ବାଡିଆ ପ୍ରତିକ୍ରିୟା ରଖିଛନ୍ତି। ମିସ୍ତ୍ରିଙ୍କ ଉପରେ ପ୍ରତିଶୋଧ ପରାୟଣ ହୋଇ ତାଙ୍କୁ ଟାଟା...

ଉତ୍କଳ କନିକା ଗ୍ୟାଲେରିଆର ଶୁଭାରମ୍ଭ

ଭୁବନେଶ୍ୱର,୨୦-୧୨: ଉତ୍କଳ ବିଲଡର୍ସ ପକ୍ଷରୁ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ସ୍ଥାନୀୟ କଳ୍ପନା ଛକରେ ଏହି ମଲ୍‌ ୨.୫ ଲକ୍ଷ ବର୍ଗଫୁଟ ପରିମିତ ସ୍ଥାନରେ ଖୋଲିଛି। ଏଠାରେ ଗ୍ରାହକଙ୍କ ଆବଶ୍ୟକତାକୁ ଧ୍ୟାନରେ ରଖି ବିଭିନ୍ନ...

ଯାନ ଦର ବଢ଼ାଇବ ରେନୋ

ନୂଆଦିଲ୍ଳୀ,୨୦-୧୨: ପ୍ରମୁଖ ୟୁରୋପିଆନ ଅଟୋମୋବାଇଲ ବ୍ରାଣ୍ଡ ରେନୋ ପକ୍ଷରୁ ଭାରତ ବଜାର ଲାଗି ଏହାର ବିଭିନ୍ନ ମଡେଲ ଯାନ ଉପରେ ଦର ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ବିଭିନ୍ନ ରେଞ୍ଜର ଯାନ ଉପରେ ଏହି ଦର ବୃଦ୍ଧି ଜାନୁୟାରୀ ପହିଲାରୁ...

ନୂଆ ରେକର୍ଡ ସ୍ତରରେ ସେନ୍‌ସେକ୍ସ

ବମ୍ବେ,୨୦-୧୨: ଲଗାତର ଭାବେ ୩ଟି ସେସନ ଲାଗି ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ବୃଦ୍ଧି ଧାରା ଜାରି ରହିଛି। ବୁଧବାର ମଧ୍ୟ ସେନସେକ୍ସ ଏବଂ ନିଫ୍ଟିରେ କାରବାର ନୂଆ ରେକର୍ଡ ସ୍ତର ଛୁଇଁଥିବା ଦେଖାଯାଇଛି। ଶକ୍ତି, ଆଇଟି ଏବଂ ଅଟୋ କ୍ଷେତ୍ରର...

ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଏନ୍‌ସିଏଲ୍‌ଏଟି ରାୟ

ନୂଆଦିଲ୍ଲୀ,୧୯-୧୨: ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ସାଇରସ ମିସ୍ତ୍ରିଙ୍କୁ ହଟାଇବା ଭୁଲ ଥିଲା ବୋଲି ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନସିଏଲ୍‌ଏଟି) ନିଷ୍ପତ୍ତି ଶୁଣାଇଛନ୍ତି। ବୁଧବାର ଏନ୍‌ସିଏଲ୍‌ଏଟି ସାଇରସ ମିନ୍ତ୍ରିଙ୍କ ସପକ୍ଷରେ ରାୟ ଶୁଣାଇବା ସହ ତାଙ୍କୁ ପୁଣି...

ଜିଏସ୍‌ଟି ବୃଦ୍ଧିକୁ ରାଜ୍ୟଗୁଡିକର ବିରୋଧ

ନୂଆଦିଲ୍ଲୀ,୧୯-୧୨: ବୁଧବାର ଜିଏସ୍‌ଟି ପରିଷଦର ୩୮ତମ ବୈଠକ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ସ୍ଲାବରେ ପରିବର୍ତ୍ତନ ଏବଂ ଜିଏସ୍‌ଟି ବୃଦ୍ଧିକୁ ଏଠାରେ ଅଧିକାଂଶ ରାଜ୍ୟ ବିରୋଧ କରିଛନ୍ତି। ଏବେ...

ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ,୧୯-୧୨: ପରୋକ୍ଷ ଟିକସ ବ୍ୟବସ୍ଥା ଜିଏସ୍‌ଟି ଲାଗି ନୀତି ନିର୍ଦ୍ଧାରଣ କରୁଥିବା ଜିଏସ୍‌ଟି ପରିଷଦ ବୈଠକରେ ବୁଧବାର ପ୍ରଥମଥର ଲାଗି ଭୋଟିଂ ହୋଇଥିବା ସାମ୍ନା ଆସିଛି। ଲଟେରି ଉପରେ ଟିକସ ଲାଗୁ ନେଇ ରାଜ୍ୟଗୁଡିକ ମଧ୍ୟରେ ଭିନ୍ନମତ ପ୍ରକାଶ ପାଇବାରୁ...

ଅଭିବୃଦ୍ଧି ପୂର୍ବାନୁମାନ କମାଇପାରେ ଆଇଏମ୍‌ଏଫ୍‌

ମୁମ୍ବାଇ,୧୮|୧୨- ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ବିକାଶ ପୂର୍ବାନୁମାନକୁ କମାଇପାରେ। ଭାରତ ଜନ୍ମିତ ଆଇଏମ୍‌ଏଫ୍‌ର ମୁଖ୍ୟ ଅର୍ଥନୀତିଜ୍ଞ ଗୀତା ଗୋପୀନାଥ ମଙ୍ଗଳବାର ଏ ନେଇ ସୂଚନା ଦେଇଛନ୍ତି। ଅକ୍ଟୋବରରେ ଆଇଏମ୍‌ଏଫ୍‌ ଏକ ଆକଳନ ଜାରି କରିଥିଲା। ଏହାକୁ ଜାନୁୟାରୀରେ...

ରାଜସ୍ବ ହ୍ରାସ ନେଇ ହେବ ମାନସ ମନ୍ଥନ

ନୂଆଦିଲ୍ଲୀ,୧୮|୧୨ – ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଏସ୍‌ଟି ପରିଷଦ ବୈଠକ ଅନୁଷ୍ଠିତ ହେବ। ଏଠାରେ କେନ୍ଦ୍ର ସରକାରଙ୍କ ରାଜସ୍ବ ହ୍ରାସ, ଟିକସ ଢାଞ୍ଚା ଏବଂ ରାଜ୍ୟଗୁଡିକୁ ଜିଏସ୍‌ଟି କ୍ଷତିପୂରଣ ଭଳି ପ୍ରମୁଖ ପ୍ରସଙ୍ଗଗୁଡିକରେ ମାନସ ମନ୍ଥନ ହେବ।...

ବିତ୍ତୀୟ ପରିଚାଳନାକୁ ନେଇ ସତର୍କ କରାଇଲେ ସୁବାରାଓ

ମୁମ୍ବାଇ,୧୮-୧୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି.ସୁବାରାଓ ସରକାରଙ୍କୁ ବିତ୍ତୀୟ ପରିଚାଳନା ନେଇ ସତର୍କ କରାଇଛନ୍ତି। ମଙ୍ଗଳବାର ସେ ସରକାରଙ୍କୁ କହିଛନ୍ତି ଯେ, ବିତ୍ତୀୟ ନିଅଣ୍ଟକୁ ଧାର୍ଯ୍ୟ ଲକ୍ଷ୍ୟ ମଧ୍ୟରେ ସୀମିତ ରଖିବାକୁ ସରକାର ନିଶ୍ଚିତ କରନ୍ତୁ। ଠିକ୍‌ ଭାବେ...

ମିନିଟ୍‌ ପିଛା ୬ ପଇସା କଲ୍‌ ଦର ଅବଧି ବର୍ଷେ ବଢିଲା

ନୂଆଦିଲ୍ଲୀ,୧୮-୧୨: ଅନ୍ୟ ଟେଲିକମ୍‌ ନେଟ୍‌ଓ୍ବର୍କକୁ ମିନିଟ ପିଛା ୬ ପଇସା କଲ୍‌ ଦର ଅବଧିକୁ ଟେଲିକମ ରେଗୁଲେଟୋରୀ ଅଥରିଟି ଅଫ ଇଣ୍ଡିଆ(ଟ୍ରାଇ) ମଙ୍ଗଳବାର ବର୍ଷେ ବଢାଇଛି। ଅନ୍ୟ ନେଟଓ୍ବର୍କ ମୋବାଇଲ କଲ୍‌ ଲାଗି ଇଣ୍ଟର ୟୁସେଜ ଚାର୍ଜ(ଆଇୟୁସି) ଆସନ୍ତା ବର୍ଷ...

ଡିଜିଟାଲ ଅର୍ଥ ବ୍ୟବସ୍ଥା,ଷ୍ଟାର୍ଟଅପ୍‌ ପ୍ରତିନିଧିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

  ନୂଆଦିଲ୍ଲୀ,୧୭-୧୨: ସାଧାରଣ ବଜେଟ ୨୦୨୦-୨୧ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପ୍ରାକ୍‌ ବଜେଟ ପରାମର୍ଶ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ ଡିଜିଟାଲ ଅର୍ଥ ବ୍ୟବସ୍ଥା, ଷ୍ଟାର୍ଟଅପ୍‌ ଏବଂ ଫିନଟେକ ପ୍ରତିନିଧିଙ୍କୁ ଭେଟିଛନ୍ତି। ବୈଠକରେ ମୁଖ୍ୟତଃ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri