ବାଣିଜ୍ୟ

ଅନୀଲ ଅମ୍ବାନୀଙ୍କ ବିରୋଧରେ ୩ ଚାଇନା ବ୍ୟାଙ୍କର ମାମଲା

ନୂଆଦିଲ୍ଲୀ,୧୦-୧୧: ରିଲାଏନ୍ସ ପ୍ରମୋଟର ଅନୀଲ ଅମ୍ବାନୀଙ୍କ ବିରୋଧରେ ଚାଇନାର ୩ ବ୍ୟାଙ୍କ ଲଣ୍ଡନର ଏକ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ଆଣ୍ଡ କମର୍ସିଆଲ ବ୍ୟାଙ୍କ ଅଫ୍‌ ଚାଇନା, ଚାଇନା ଡେଭଲପମେଣ୍ଟ ବ୍ୟାଙ୍କ ଏବଂ ଏକ୍ସପୋର୍ଟ ଇମ୍ପୋର୍ଟ ବ୍ୟାଙ୍କ ଅଫ୍‌ ଚାଇନା...

ସିଏସ୍‌ଆର୍‌ ପାଣ୍ଠିର ଠିକ୍‌ ବିନିଯୋଗୀ ଜରୁରୀ

ଭୁବନେଶ୍ୱର (ବ୍ୟୁରୋ),୧୦।୧୧: କମ୍ପାନୀଗୁଡିକର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ପାଣ୍ଠି ମାଧ୍ୟମରେ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳରେ ଥିବା ଗ୍ରାମୀଣ ଭିତ୍ତିଭୂମି ବିକାଶ, ରୋଜଗାର ଏବଂ ଆର୍ଥତ୍କ ପ୍ରଗତି ସାଧନ ହୋଇଥାଏ। ଏହି ପାଣ୍ଠିକୁ ଠିକ୍‌ ଭାବେ ବିନିଯୋଗ କରିବାର ଦାୟିତ୍ୱ...

କ୍ରେଡିଟ୍‌ ରେଟିଂ ନକରାତ୍ମକ ଦର୍ଶାଇଲା ମୁଡିସ୍‌

ନୂଆଦିଲ୍ଲୀ,୯-୧୧: ଭାରତ ଏବେ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବା ଲାଗି ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସ୍ଥିତିରେ ଦେଶକୁ ଆଉ ଏକ ଝଟକା ଲାଗିଛି। ମୁଡିସ୍‌ ଇନଭେଷ୍ଟର୍ସ ସର୍ଭିସ ଶୁକ୍ରବାର...

୨୦୦୦ ଟଙ୍କିଆ ନୋଟ୍‌ ବନ୍ଦ ହେଉ:ସୁଭାଷ ଗର୍ଗ

ନୂଆଦିଲ୍ଲୀ,୯-୧୧: ବିମୁଦ୍ରୀକରଣକୁ ଏହା ମଧ୍ୟରେ ୩ ବର୍ଷ ପୂରଣ ହୋଇଛି। ବଡ ବଡ ନୋଟଗୁଡିକୁ ଅଚଳ କରିବା ସହ ନୂଆ ନୋଟ ଆଣିଛନ୍ତି। ସରକାର ଆଣିଥିବା ୨୦୦୦ ଟଙ୍କିଆ ନୋଟଗୁଡିକ ଲୋକମାନେ ମହଜୁଦ କରି ରଖୁଥିବା ସରକାରଙ୍କ ପୂର୍ବତନ ଅର୍ଥ...

ଏନ୍‌ଇଏଫ୍‌ଟି ନେଣଦେଣ ଉପରେ ଚାର୍ଜ ଲାଗିବନି

ମୁମ୍ବାଇ,୯-୧୧: ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ନେଣଦେଣରେ ଆସନ୍ତା ବର୍ଷ ଜାନୁଆରୀ ପହିଲାରୁ ଗ୍ରାହକଙ୍କୁ କୌଣସି ଚାର୍ଜ ଲାଗିବନି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏଭଳି ଏକ ପ୍ରସ୍ତାବ ରଖାଯାଇଛି। ବିମୁଦ୍ରୀକରଣର ତୃତୀୟ ବାର୍ଷୀକି ଅବସରରେ ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା...

୧୩ରୁ ସିଆଇଆଇ ଏଣ୍ଟରପ୍ରାଇଜ ଓଡ଼ିଶା

ଭୁବନେଶ୍ୱର,୯-୧୧: କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ପକ୍ଷରୁ ଏଣ୍ଟରପ୍ରାଇଜ ଓଡ଼ିଶା ଚଳିତ ମାସ ୧୩ରୁ ୧୬ ଯାଏ ସ୍ଥାନୀୟ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ ହେବ। ଏହାର ସଫଳତା ଲାଗି ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି...

ବିଏସ୍‌ଏନ୍‌ଏଲ୍‌ ଭିଆର୍‌ଏସ୍‌ ଲାଗି ୪୦ ହଜାରରୁ ଉର୍ଦ୍ଧ୍ୱ ଆବେଦନ

ନୂଆଦିଲ୍ଲୀ,୯-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀଙ୍କ ଲାଗି ନିକଟରେ ଆସିଥିବା ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌)ର ଲାଭ ନେବାକୁ ବର୍ତ୍ତମାନ ସୁଦ୍ଧା ୪୦ ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀ ଆବେଦନ କରିଛନ୍ତି। ସେହିଭଳି ୪ ଦିନରେ ଏମଟିଏନ୍‌ଏଲ୍‌ର ୩ ହଜାର କର୍ମଚାରୀ...

ବିତ୍ତୀୟ ଗଣିତ ଉପରେ ଆଇଏମ୍‌ଏଫ୍‌ର ପ୍ରଶ୍ନବାଚୀ

ମୁମ୍ବାଇ,୮-୧୧: ଭାରତର ବିତ୍ତୀୟ ଗଣିତ ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିତ୍ତୀୟ ଶୃଙ୍ଖଳା ଉପରେ ରହିଥିବା ବିଭିନ୍ନ ତଥ୍ୟ ସ୍ବଚ୍ଛ ହେବା ଆବଶ୍ୟକତା ରହିଛି। ଜି-୨୦ ଦେଶ ସମୂହକୁ ବିଚାର କଲେ ଭାରତ ଏହି କ୍ଷେତ୍ରରେ ବହୁ ପଛରେ...

ରାମ୍‌କୋ ସିମେଣ୍ଟର ଡିଲର ସମ୍ମିଳନୀ

ଭୁବନେଶ୍ୱର,୮-୧୧(ବ୍ୟୁରୋ):ରାମ୍‌କୋ ସିମେଣ୍ଟ ଲିମିଟେଡ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ଡିଲର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପ୍ରାୟ ୯୦୦ ଡିଲର ଯୋଗ ଦେଇଥିଲେ। ଗ୍ରାହକଙ୍କ ଚାହିଦାକୁ ନଜରରେ ରଖି କମ୍ପାନୀ ନୂଆ କରି ଆଣିଥିବା ସୁପରଷ୍ଟିଲ ସିମେଣ୍ଟ ଏହି ଅବସରରେ...

ଆଇଆଇଟି ନିଯୁକ୍ତି ଉପରେ ମାନ୍ଦାବସ୍ଥା ପ୍ରଭାବ

ମୁମ୍ବାଇ,୮-୧୧: ମାନ୍ଦାବସ୍ଥାର ପ୍ରଭାବ ଚଳିତ ବର୍ଷ ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି) ଛାତ୍ରୀଛାତ୍ରଙ୍କ ନିଯୁକ୍ତି ଉପରେ ପଡିଥିବା ଦେଖାଯାଇଛି। ଡିସେମ୍ବରରୁ ଦେଶର ବିଭିନ୍ନ ଆଇଆଇଟିରେ ସାଧାରଣତଃ ନିଯୁକ୍ତି ସିଜନ୍‌ ଚାଲିଥାଏ। ହେଲେ ଚଳିତ ବର୍ଷ ପ୍ରମୁଖ ଫାର୍ମଗୁଡିକ ପୂର୍ବବର୍ଷଗୁଡିକ ଭଳି...

ପିଆଜ ଦର,ଉପଲବ୍ଧତା ସମୀକ୍ଷା କଲେ ପାଶ୍ୱାନ

ନୂଆଦିଲ୍ଲୀ,୭-୧୧: ଦେଶର ପିଆଜ ଦର ବୃଦ୍ଧି ଏବଂ ଉପଲବ୍ଧତା ସମ୍ପର୍କରେ କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାଶ୍ୱାନ ବୁଧବାର ସମୀକ୍ଷା କରିଛନ୍ତି। ବର୍ଷା କାରଣରୁ ପିଆଜ ଉତ୍ପାଦନ ଏବଂ ଯୋଗାଣ ଉପରେ ପ୍ରଭାବ ପଡିଛି। ଏହି ଅବସରରେ...

ଖଦିର ସ୍ବତନ୍ତ୍ର ବର୍ଗୀକରଣକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୭-୧୧: ବିଭିନ୍ନ ଉତ୍ପାଦର ରପ୍ତାନି ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ବର୍ଗୀକରଣ ତାଲିକାରେ ଖଦି ସ୍ଥାନ ପାଇଛି। ଚଳିତ ମାସ ୪ ତାରିଖରେ ପ୍ରକାଶ ପାଇଥିବା ଏଚ୍‌ଏସ୍‌ କୋଡ୍‌ ମାନ୍ୟତାପ୍ରାପ୍ତ ଉତ୍ପାଦ ତାଲିକାରେ ଖଦି ସ୍ଥାନିତ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri