ବାଣିଜ୍ୟ

ନୀରବ ମୋଦିଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୭-୧୧: ପଳାତକ ହୀରା ବ୍ୟବସାୟୀ ନିରବ ମୋଦୀଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦ କୋଟି ଟଙ୍କାର ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବଙ୍କ ଜାମିନ ମାମଲା...

ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା

ଭୁବନେଶ୍ୱର,୭-୧୧(ବ୍ୟୁରୋ): ପ୍ରମୁଖ ଜୁଏଲେରୀ ବ୍ରାଣ୍ଡ ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା କରାଯାଇଛି। ବିବାହ ସମୟରେ ଗହଣା କ୍ରୟକୁ ଅଧିକ ଆକର୍ଷଣୀୟ କରିବା ଦିଗରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ତନିଷ୍କ...

ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ୨୫ ହଜାର କୋଟିର ପ୍ୟାକେଜ୍‌

ନୂଆଦିଲ୍ଲୀ,୭-୧୧: ଦେଶ ମଧ୍ୟରେ ଅସମ୍ପୂର୍ଣ୍ଣ ହୋଇ ପଡି ରହିଥିବା ପ୍ରାୟ ୧୬୦୦ ରିୟଲ ଇଷ୍ଟେଟ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ସରକାର ପୁଞ୍ଜି ଯୋଗାଣ ସମ୍ପର୍କରେ ଘୋଷଣା କରିଛନ୍ତି। ଏନେଇ ୨୫ ହଜାର କୋଟି ଟଙ୍କାର ଏକ ବେଲ୍‌...

ଭିଆର୍‌ଏସ୍‌ ସ୍କିମ୍‌ ଆଣିଲା ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏହାର କର୍ମଚାରୀଙ୍କ ଲାଗି ସ୍ବେଚ୍ଛାକୃତ ଅବସର ଯୋଜନା ( ଭିଆର୍‌ଏସ୍‌)ର ଆରମ୍ଭ କରିଛି। କ୍ଷତିରେ ଚାଲୁଥିବା ଏହି କମ୍ପାନୀର ପୁନରୁଦ୍ଧାର ଯୋଜନାକୁ ସରକାର ନିକଟରେ ମଞ୍ଜୁରୀ ପ୍ରଦାନ କରିଥିଲେ। ଏହି ପଦକ୍ଷେପ ଅନ୍ତର୍ଗତ...

ସର୍ଭିସ ସେକ୍ଟରରେ ମନ୍ଥର ଅବସ୍ଥା ଜାରି

ନୂଆଦିଲ୍ଲୀ,୬-୧୧: ଲଗାତାର ଦ୍ୱିତୀୟ ମାସ ଲାଗି ଦେଶର ସର୍ଭିସ ସେକ୍ଟରରେ ମନ୍ଥର ଅବସ୍ଥା ଲାଗି ରହିଛି। ଏହି ସମୟରେ ଦେଶର ସେବା କ୍ଷେତ୍ର କାର୍ଯ୍ୟକଳାପ ହ୍ରାସ ହୋଇ ୪୯.୨% ସ୍ତରରେ ରହିଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ଏଭଳି ଲଗାତାର ଭାବେ...

ଜିଡିପିର ନୂଆ ବେସ୍‌ ଇୟର ନିଷ୍ପତ୍ତି ଶୀଘ୍ର

ନୂଆଦିଲ୍ଲୀ,୬-୧୧: ମୋଟ ଘରୋଇ ଉତ୍ପାଦ(ଜିଡିପି)ର ନୂଆ ବେସ୍‌ ଇୟର ନେଇ ସରକାର ଆଉ କିଛି ମାସ ମଧ୍ୟରେ ନିଷ୍ପତ୍ତି ନେବେ। ବର୍ତ୍ତମାନ ଜିଡିପି ଲାଗି ବେସ୍‌ ଇୟର ଭାବେ ୨୦୧୧-୧୨କୁ ବିଚାର କରାଯାଉଛି। ନୂଆ ବେସ୍‌ ଇୟର ଭାବେ ୨୦୧୭-୨୮କୁ...

୧୦ ହଜାର କର୍ମଚାରୀ ଛଟେଇ କରିବ ଇନ୍‌ଫୋସିସ୍‌

ନୂଆଦିଲ୍ଲୀ,୬-୧୧: ଦେଶରେ ମାନ୍ଦାବସ୍ଥା ଚାଲିଥିବା ବେଳେ କଗ୍‌ନିଜାଣ୍ଟ ପରେ ପ୍ରମୁଖ ଆଇଟି କମ୍ପାନୀ ଇନ୍‌ଫୋସିସ୍‌ରେ କର୍ମଚାରୀ ଛଟେଇ ନେଇ ମଙ୍ଗଳବାର ଜଣାପଡିଛି। କମ୍ପାନୀ ଏହାର ମଧ୍ୟମ ଏବଂ ବରିଷ୍ଠ ସ୍ତରର ପ୍ରାୟ ୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବା ନେଇ...

ରିୟଲ ଇଷ୍ଟେଟ କ୍ଷେତ୍ର ପାଇଁ ଆସିବ ପ୍ୟାକେଜ

ନୂଆଦିଲ୍ଲୀ,୬-୧୧: ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ସରକାର ନୂଆ ପ୍ୟାଜେକ ଘୋଷଣା କରିବେ। ଏହି କ୍ଷେତ୍ର ସାମ୍ନାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ଲାଗି ସରକାର ଏବଂ ରିଜର୍ଭ ବ୍ୟାଙ୍କ ମିଳିତ ହୋଇ କାର୍ଯ୍ୟ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ...

ପିଏମ୍‌ସି ଜମାକାରୀଙ୍କ ଉଠାଣସୀମା ୫୦ ହଜାରକୁ ବୃଦ୍ଧି

ନୂଆଦିଲ୍ଲୀ,୬-୧୧: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ(ପିଏମ୍‌ସି) ଜମାକାରୀଙ୍କ ଲାଗି ଖୁସି ଖବର। ରିଜର୍ଭ ବ୍ୟାଙ୍କ ମଙ୍ଗଳବାର ପିଏମ୍‌ସି ଜମାକାରୀଙ୍କ ଉଠାଣ ସୀମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛି। ଏହା ପୂର୍ବରୁ ୪୦,୦୦୦ ଟଙ୍କା ରହିଥିଲା। ଏହି ବ୍ୟାଙ୍କରେ...

ବିଏସ୍‌ଏନ୍‌ଏଲ୍‌ ଉପରେ ଭେଣ୍ଡରଙ୍କ ୨୦ ହଜାର କୋଟି ବାକି

ନୂଆଦିଲ୍ଲୀ,୬-୧୧: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)କୁ ବିଭିନ୍ନ ସାମଗ୍ରୀ ଓ ସେବା ଯୋଗାଣ କରୁଥିବା ଭେଣ୍ଡରମାନେ ଏବେ ଅଡୁଆ ସ୍ଥିତିରେ ପଡି ଯାଇଛନ୍ତି। ବିଏସ୍‌ଏନ୍‌ଏଲ୍‌ ଉପରେ ଭେଣ୍ଡରଙ୍କ ୨୦ ହଜାର କୋଟି ଟଙ୍କାର ବକେୟା ରହିଛି। ଏହାକୁ ପାଇବା...

ଇଣ୍ଡିଗୋ ସର୍ଭର ଡାଉନ ଯୋଗୁ ଯାତ୍ରୀଙ୍କୁ ଅସୁବିଧା

ନୂଆଦିଲ୍ଲୀ,୫-୧୧: ସୋମବାର ପୂର୍ବାହ୍ନରେ ସାରା ଦେଶରେ ଇଣ୍ଡିଗୋର ସର୍ଭର ଡାଉନ ରହିବା ଯୋଗୁ ବିମାନ ଯାତ୍ରୀମାନେ ଅସୁବିଧା ସାମ୍ନା କରିଛନ୍ତି। କମ୍ପାନୀର ସବୁ ନେଟ୍‌ଓ୍ବର୍କରେ ପ୍ରାୟ ଘଣ୍ଟାଏ ପର୍ଯ୍ୟନ୍ତ ସର୍ଭର ଅସୁବିଧା ରହିବା ଯୋଗୁ ଦେଶର ସାରା ଦେଶରେ ଯାତ୍ରୀ...

ଘର ବିକ୍ରି ୯% କମିଲା

ନୂଆଦିଲ୍ଲୀ,୫-୧୧: ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଦେଶ ମଧ୍ୟରେ ବାସଗୃହ ବିକ୍ରି ୯.୫% ହ୍ରାସ ଘଟିଛି। ଏହି ସମୟରେ ଦେଶର ୯ ପ୍ରମୁଖ ସହରରେ ୫୨,୮୫୫ ୟୁନିଟ ଘର ବିକ୍ରି ହୋଇଛି। ବଜାରରେ ଆର୍ଥତ୍କ ମାନ୍ଦାବସ୍ଥା ଏବଂ ନଗଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri