ବାଣିଜ୍ୟ

ଚଳିତ ଆର୍ଥତ୍କ ବର୍ଷ ୫.୮%କୁ ଖସିବ ଜିଡ଼ିପି

ମୁମ୍ବାଇ,୫-୧୧: ସରକାରଙ୍କ ବିଭିନ୍ନ ପ୍ରଚେଷ୍ଠା ସତ୍ତ୍ୱେ ଚଳିତ ବର୍ଷ ପାର୍ବଣରେ ଚାହିଦା ମନ୍ଥର ରହିବାରୁ ଦେଶର ଜିଡ଼ିପି ଅଭିବୃଦ୍ଧି ଖସିବ। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଜିଡ଼ିପି୫.୮%କୁ ଖସିବ ବୋଲି ବ୍ୟାଙ୍କ ଅଫ୍‌ ଆମେରିକା ମେରିଲ୍‌ ଲିଞ୍ଚ ସୋମବାର ଏହାର ପୂର୍ବାନୁମାନରେ...

ଟାଟା ଗ୍ରୁପ ଅଧୀନକୁ ଆସିପାରେ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୫-୧୧: ଟାଟା ଗ୍ରୁପ ନିକଟକୁ ଏୟାର ଇଣ୍ଡିଆର ପରିଚାଳନା ଭାର ଫେରିପାରେ। ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ବର୍ତ୍ତମାନ କ୍ଷତିରେ ଚାଲିଥିବା ବେଳେ ଏହାର ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏହି ବିମାନ କମ୍ପାନୀକୁ କିଣିବା ନେଇ...

୩୪୨୭ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ବନ୍ଦ

ନୂଆଦିଲ୍ଲୀ,୪-୧୧: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୩୪୨୭ ବ୍ୟାଙ୍କ ଶାଖା ବନ୍ଦ କରିଥିବା ଜଣାପଡିଛି। ସୂଚନା ଅଧିକାର କର୍ମୀ ଚନ୍ଦ୍ର ଶେଖର ଗୌଡ ରିଜର୍ଭ ବ୍ୟାଙ୍କକୁ ଏ ନେଇ ମାଗିଥିବା ଏକ ସୂଚନାରୁ ଏହା ସାମ୍ନାକୁ ଆସିଛି।...

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର କିଲୋ ପ୍ରତି ୬୦ରୁ ୬୫ ଟଙ୍କାରେ ବିକ୍ରି ହୋଇଛି। ଶନିବାର ଏହା କିଲୋ...

୨୦୨୪ ଯାଏ ୬.୬% ରହିବ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୩-୧୧: ୨୦୨୦-୨୪ ଯାଏ ଭାରତର ଜିଡିପି ଅଭିବୃଦ୍ଧି ବାର୍ଷିକ ୬.୬% ହାରରେ ବୃଦ୍ଧି ଘଟିବ। ଏହା ୨୦୧୩-୧୭ ମଧ୍ୟରେ ହୋଇଥିବା ହାରାହାରି ୭.୩% ଅଭିବୃଦ୍ଧି ହାର ଠାରୁ କମ୍‌ ବୋଲି ଅର୍ଗାନାଇଜେଶନ ଫର୍‌ ଇକୋନୋମିକ କୋଅପରେଶନ ଆଣ୍ଡ ଡେଭଲପମେଣ୍ଟ(ଓଇସିଡି) ପକ୍ଷରୁ...

ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର

ନୂଆଦିଲ୍ଲୀ,୩-୧୧: ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ ମାସ ୧୧ ତାରିଖ ଯାଏ ଚାଲିବ। ଏହା ସାରା ଦେଶରେ ଥିବା ବ୍ୟାଙ୍କର ସବୁ ଶାଖାଗୁଡିକରେ ଆୟୋଜନ କରାଯାଉଛି। ଏଥିରେ କ୍ଷୁଦ୍ର ଋଣଧାରୀଙ୍କଠାରୁ...

ଏୟାର ଏସିଆର ବିଗ୍‌ ସେଲ୍‌ ଘୋଷଣା

ନୂଆଦିଲ୍ଲୀ,୩-୧୧: ଏୟାର ଏସିଆ ପକ୍ଷରୁ ବିଗ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ଯାତ୍ରୀମାନେ ଘରୋଇ ଏବଂ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ଅଫର ଲାଭ କରି ପାରିବେ। ଦେଶ ମଧ୍ୟରେ ଉଡାଣ ପାଇଁ ୧୦୧୯ ଟଙ୍କାରୁ ଏବଂ...

ଇସ୍ପାତ ପ୍ରଡକ୍ଟ ପରିବହନରେ ଟାରିଫ ହ୍ରାସ ହେଉ:ଆଇସିିସି

ଭୁବନେଶ୍ୱର,୩-୧୧: ଦେଶରେ ଗଛିତ ଥିବା ମୋଟ ଖଣିଜ ମଧ୍ୟରୁ ଅତି ସ୍ବଳ୍ପ ଭାଗ ଏବେ ଉତ୍ତୋଳନ ହେଉଛି। ଏହି ପ୍ରକ୍ରିୟା ତ୍ୱରାନ୍ବିତ ହେବାର ଆବଶ୍ୟକତା ରହିଛି। ନିମ୍ନ ମାନର ଖଣିଜ ପଦାର୍ଥରେ ମୂଲ୍ୟ ସଂଯୋଗ କରିବା ଉପରେ ମଧ୍ୟ ଖଣିଜ...

ଅକ୍ଟୋବରରେ ଯାନ ବିକ୍ରି କମିଲା

ନୂଆଦିଲ୍ଲୀ,୨-୧୧: ମାନ୍ଦାବସ୍ଥା ଯୋଗୁ ଦେଶର ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ଅକ୍ଟୋବରରେ ବିଶେଷ ହ୍ରାସ ହୋଇଥିବା ଦେଖାଯାଇଛି। ଏହି ସମୟରେ ପ୍ରମୁଖ ଯାନ ନିର୍ମାତା ଅଶୋକ ଲେଲାଣ୍ଡର ବିକ୍ରି ୩୫% ଖସିଛି। ଏହି କମ୍ପାନୀ ୯,୮୫୭ ୟୁନିଟ ଯାନ ବିକ୍ରି କରିଛି।...

ଅଟୋଶିଳ୍ପ ମାନ୍ଦାବସ୍ଥାର ତଜର୍ମା ହେବ

ନୂଆଦିଲ୍ଲୀ,୨-୧୧: ଦେଶର ଅଟୋମୋବାଇଲ ଶିଳ୍ପରେ ଆସିଥିବା ମାନ୍ଦାବସ୍ଥାର ତଜର୍ମା ଶିଳ୍ପ ସଂକ୍ରାନ୍ତ ସଂସଦୀୟ କମିଟି କରିବ। ଏହି ଶିଳ୍ପରେ ସ୍ଥିତାବସ୍ଥା ଲାଗି ସରକାର କିଭଳି ବ୍ୟବସ୍ଥା ଗ୍ରହଣ କରିଛନ୍ତି ତାହା କମିଟି ତଦାରଖ କରିବ। ବିଭିନ୍ନ ପ୍ରସଙ୍ଗ ମଧ୍ୟରୁ ବିଭିନ୍ନ...

ଫିନୋଲେକ୍ସ ପକ୍ଷରୁ ଡିଲର ସମ୍ମିଳନୀ

ଭୁବନେଶ୍ୱର,୨-୧୧(ବ୍ୟୁରୋ): ପ୍ରମୁଖ ପିଭିସି ପାଇପ ନିର୍ମାତା ଫିନୋଲେକ୍ସ କମ୍ପାନୀର ଅଧିକୃତ ବିତରକ ଏରାଇଜ ମାର୍କେଟିଂ ଭୁବନେଶ୍ୱରର ଆନୁକୂଲ୍ୟରେ ଏକ ମେଗା ଡିଲରମିଟ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କମ୍ପାନୀର ଡେପୁଟି ମ୍ୟାନେଜର ରଜନୀକାନ୍ତ ବିଶ୍ୱାଳ, ଆସିଷ୍ଟାଣ୍ଟ...

୯୫,୩୮୦ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨-୧୧: ଉନ୍ନତ ପାର୍ବଣ ଚାହିଦା ସତ୍ତ୍ୱେ ଚଳିତ ବର୍ଷ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ୧ ଲକ୍ଷ କୋଟି ଟଙ୍କା ନିମ୍ନରେ ରହିଛି। ଏହି ସମୟରେ ଜିଏସ୍‌ଟି ବାବଦକୁ ସରକାର ୯୫,୩୮୦ କୋଟି ଟଙ୍କା ଆଦାୟ କରିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri