ବାଣିଜ୍ୟ

ଦିଓ୍ବାଲିରେ ହୋମ୍‌ ଟାଉନର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୨୦-୧୦(ବ୍ୟୁରୋ): ଫ୍ୟୁଚର ଗ୍ରୁପର ହୋମ୍‌ ସେଗ୍‌ମେଣ୍ଟ ଲାଇଫ ଷ୍ଟାଇଲ ଷ୍ଟୋର ‘ହୋମ୍‌ ଟାଉନ’ ପକ୍ଷରୁ ଦିଓ୍ବାଲି ପାଇଁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ସ୍ଥାନୀୟ ସତ୍ୟନଗର ସ୍ଥିତ ଷ୍ଟୋରରେ ଏହି ଅଫର ଚଳିତ ମାସ ୩୧ ଯାଏ ଉପଲବ୍ଧ ହେବ।...

କର୍ପୋରେଟ ଟିକସ ହ୍ରାସକୁ ଆଇଏମ୍‌ଏଫ୍‌ର ସମର୍ଥନ

ଓ୍ବାଶିଂଟନ,୨୦-୧୦: ଘରୋଇ ବଜାର ଲାଗି କର୍ପୋରେଟ ଟିକସ ହ୍ରାସ ଦିଗରେ ଭାରତ ସରକାର ନିକଟରେ ନେଇଥିବା ନିଷ୍ପତ୍ତିକୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଶୁକ୍ରବାର ସମର୍ଥନ ଜଣାଇଛି। ନିବେଶ ବଢାଇବା ଦିଗରେ ଏହା ସହାୟତା କରିବ ବୋଲି ଉକ୍ତ ଅନ୍ତର୍ଜାତୀୟ...

ପୁଞ୍ଜି ପ୍ରବାହକୁ ପ୍ରଭାବିତ କରିବ ବାଣିଜ୍ୟ ଯୁଦ୍ଧ

ନୂଆଦିଲ୍ଲୀ,୨୦-୧୦: ବିଭିନ୍ନ ଦେଶ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଏବଂ ସଂରକ୍ଷଣବାଦ ବିଶ୍ୱ ସ୍ତରରେ ଅନିଶ୍ଚିତତା ସୃଷ୍ଟି କରୁଛି। ଏହା ଦ୍ୱାରା ସାମଗ୍ରୀ ପୁଞ୍ଜି ଏବଂ ସେବା କ୍ଷେତ୍ରରେ ଅର୍ଥର ପ୍ରବାହ ପ୍ରଭାବିତ ହେଉଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ...

ଚାହିଦା, ଅଭିବୃଦ୍ଧି ଲାଗି ସରକାର ନେବେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ,୨୦ -୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଚାହିଦା ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବଢାଇବା ଦିଗରେ ସରକାର ଅଧିକ ପଦକ୍ଷେପ ନେବେ। ଏ ନେଇ ଯୋଜନା ରହିଥିବା ସରକାରଙ୍କ...

ଗ୍ରାମାଞ୍ଚଳ ଏଫ୍‌ଏମ୍‌ସିଜି ଅଭିବୃଦ୍ଧି ୫%କୁ ହ୍ରାସ

ନୂଆଦିଲ୍ଲୀ,୧୯-୧୦: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଦେଶର ଗ୍ରାମାଞ୍ଚଳରେ ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ୍‌ସ (ଏଫ୍‌ଏମ୍‌ସିଜି) ଅଭିବୃଦ୍ଧି ୫%କୁ ହ୍ରାସ ଘଟିଛି। ସହରାଞ୍ଚଳ ଅଭିବୃଦ୍ଧି ତୁଳନାରେ ପ୍ରଥମଥର ଗ୍ରାମାଞ୍ଚଳରେ ଅଭିବୃଦ୍ଧି କମିଛି। ଗତ ୭ ବର୍ଷରେ ପ୍ରଥମଥର ଲାଗି...

ଭାରତ-ୟୁଏସ୍‌ ବାଣିଜ୍ୟ ଚୁକ୍ତି ନେଇ ଆଶାବାଦୀ:ସୀତାରାମନ

ନୂଆଦିଲ୍ଲୀ,୧୯-୧୦: ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌) ମଧ୍ୟରେ ରହିଥିବା ବାଣିଜି୍ୟକ ମତଭେଦ କମ୍‌ ହୋଇଛି। ଶୀଘ୍ର ଦୁଇ ଦେଶ ବାଣିଜ୍ୟ ଚୁକ୍ତିରେ ସାମିଲ ହେବା ନେଇ ଆଶାବାଦୀ ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଆମେରିକା ଗସ୍ତରେ...

ପାସେଞ୍ଜର ଯାନ ବିକ୍ରି ୨୦% କମିଲା

ନୂଆଦିଲ୍ଲୀ,୧୯-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୨୦% ହ୍ରାସ ଘଟିଛି। ଏହି ସମୟରେ ଯାନ ବିକ୍ରି ୨୦.୧% ହ୍ରାସ ଘଟି ୧,୫୭,୯୭୨ ୟୁନିଟ ରହିଛି। ଅଟୋ ନିର୍ମାତାମାନେ ଗ୍ରାହକଙ୍କୁ ଚଳିତ ବର୍ଷ ଆକର୍ଷଣୀୟ ଅଫର...

ମାନ୍ଦାବସ୍ଥାରୁ ଘର ବିକ୍ରି ୨୫% କମିଲା

ନୂଆଦିଲ୍ଲୀ,୧୮-୧୦: ମାନ୍ଦାବସ୍ଥା ପ୍ରଭାବରୁ ଦେଶର ୯ ପ୍ରମୁଖ ସହରରେ ଘର ବିକ୍ରି ୨୫% ହ୍ରାସ ଘଟିଛି। ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଏହା ୬୫,୭୯୯ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟରେ ଏହି ସହରଗୁଡିକରେ ୮୮, ୦୭୮...

ନିବେଶ ଲାଗି ଭାରତ ପ୍ରକୃଷ୍ଟ ସ୍ଥାନ:ସୀତାରାମନ

ନୂଆଦିଲ୍ଲୀ,୧୮-୧୦: ନିବେଶ ଲାଗି ଭାରତ ଭଳି ପ୍ରକୃଷ୍ଟ ସ୍ଥାନ ନିବେଶକମାନେ ଅନ୍ୟ କେଉଁଠାରେ ପାଇବେ ନାହିଁ। ଭାରତରେ ଗଣତନ୍ତ୍ର ଏବଂ ପୁଞ୍ଜିବାଦକୁ ସମ୍ମାନ ଦେବା ଭଳି ପରିବେଶ ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୟୁଏସ୍‌ ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମରେ...

ନୀରବ ମୋଦିଙ୍କ ରିମାଣ୍ଡ ବଢିଲା

ନୂଆଦିଲ୍ଲୀ,୧୮-୧୦: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ରିମାଣ୍ଡ ଅବଧିକୁ ନଭେମ୍ବର ୧୧ଯାଏ ବଢାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୩,୫୦୦ କୋଟିରୁ ଉର୍ଦ୍ଧ୍ୱ ଋଣ ଠକେଇ ମାମଲାରେ ଏବେ ତାଙ୍କ ନାମରେ ପ୍ରତ୍ୟାର୍ପଣ ମାମଲା ଚାଲିଛି। ସେ ଲଣ୍ଡନ ଜେଲରେ...

ସଙ୍କଟ ସ୍ଥିତିରେ ଅର୍ଥନୀତି: ମନମୋହନ ସିଂ

ନୂଆଦିଲ୍ଲୀ,୧୮-୧୦: ଦେଶର ପ୍ରତି ଅର୍ଥନୈତିକ ଅସୁବିଧା ଲାଗି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାର ଉପା ସରକାରଙ୍କୁ ନିନ୍ଦା କରିବା ବନ୍ଦ କରନ୍ତୁ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର କହିଛନ୍ତି। ଦେଶରେ ବ୍ୟାଙ୍କିଙ୍ଗ କ୍ଷେତ୍ର ସମସ୍ୟା ଲାଗି ମନମୋହନ...

ବାଣିିଜ୍ୟିକ ଋଣ କ୍ଷେତ୍ରରେ ମନ୍ଥରତା

ମୁମ୍ବାଇ,୧୮-୧୦: ଜୁନ୍‌ ତ୍ରୈମାସ ଶେଷ ସୁଦ୍ଧା ବାଣିଜି୍ୟକ ଋଣ ଚାହିଦା ୨.୬%କୁ ହ୍ରାସ ଘଟି ୬୩.୮୦ ଲକ୍ଷ କୋଟି ଟଙ୍କା ରହିଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଏବଂ ମଧ୍ୟ ତଥା ବୃହତ୍ତ ଶିଳ୍ପସଂସ୍ଥାଗୁଡିକୁ ଋଣ ପ୍ରଦାନ ହାର ହ୍ରାସ ଘଟିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri