ବାଣିଜ୍ୟ

ଆଜିଠାରୁ ୨ ଟଙ୍କା ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ

ଭୁବନେଶ୍ୱର, ୩।୬: ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ। କ୍ଷୀରର ଉତ୍ପାଦନ ତଥା ଉତ୍ପାଦନର ମୂଲ୍ୟ ବୃଦ୍ଧିକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାରରେ ଅମୁଲ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି। ଗୁଜୁରାଟ କୋଅପରେଟିଭ୍ ମିଲ୍କ ମାର୍କେଟିଂ...

ଦେଢ଼ଦିନ ମଧ୍ୟରେ ଦାବି ଫଇସଲା

ଭୁବନେଶ୍ୱର,୨।୬: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଆଇସିଆଇସିଆଇ ପ୍ରୁଡେନ୍‌ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପ୍ରାୟ ଦେଢ ଦିନ ମଧ୍ୟରେ ଦାବି ଫଇସଲାର ସମାଧାନ କରୁଛି। ଏପରିକି ୨୦୨୩-୨୪ ଆର୍ଥତ୍କ ବର୍ଷରେ କମ୍ପାନୀର ଦାବି ସମାଧାନ ଅନୁପାତ ୯୯.୧୭% ରହିଛି,ଯାହା...

ଲାଭାର ନୂତନ ଉତ୍ପାଦ ‘ପାୱାର ପ୍ୟାକ୍‌ଡ ଯୁବା ୫ଜି’; ୧୨୮ଜିବିର ମୂଲ୍ୟ ୯,୯୯୯ ଟଙ୍କା

ଭୁବନେଶ୍ୱର,୨।୬: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ନୂତନ ଉତ୍ପାଦ ଯୁବା ୫ଜି (ପାୱାର ପ୍ୟାକ୍‌ଡ ଯୁବା ୫ଜି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଦୁଇଟି ମେମୋରି ଭାରିଆଣ୍ଟରେ ଉନ୍ମୋଚନ ହୋଇଥିବା ଯୁବା ୫ଜିରେ ଅତ୍ୟାଧୁନିକ ଫିଚର ସହ ଉତ୍କୃଷ୍ଟ...

ମେ’ରେ ରେକର୍ଡ ୧, ୭୨, ୭୩୯ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ...

ଗୌତମ ଆଦାନୀ ଏସିଆର ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୧ା୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ଟପି ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ଏସିଆର ସବୁଠୁ ଧନୀ ବ୍ୟକ୍ତିର ପରିଚୟ ହାସଲ କରିଛନ୍ତି। ବ୍ଲୁମ୍‌ବର୍ଗ ବିଲିୟନେୟାର୍ସ ସୂଚକାଙ୍କରୁ ଏହା ଜଣାପଡ଼ିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆଦାନୀ...

New Rule From June 1: ଆଜିଠାରୁ ବଦଳିଯାଇଛି ଏସବୁ ଗୁରତ୍ୱପୂର୍ଣ୍ଣ ନିୟମ; ଜାଣି ନିଅନ୍ତୁ ନଚେତ ହଇରାଣରେ ପଡ଼ିବେ

ନୂଆଦିଲ୍ଲୀ,୧।୬: ଜୁନ ପହିଲା ଅର୍ଥାତ ଆଜିଠାରୁ ଲାଗୁ ହୋଇଛି କିଛି ନୂଆ ନିୟମ। ଘରୋଇ ଗ୍ୟାସ ସିଲିଣ୍ଡରର ଦାମ୍‌ କମ୍‌ ହୋଇଥିବା ବେଳେ ଗାଡ଼ି ଚଳାଇବା ନେଇ ଟ୍ରାଫିକ୍‌ ନିୟମରେ ପରିବର୍ତ୍ତନ କରାଯାଇଛି। ଏବେ ଟ୍ରାଫିକ ନିୟମ ପୂର୍ବଠାରୁ ଅଧିକ...

ତନେଇରାର ସାବିତ୍ରୀ,ରଜ ଅଫର

ଭୁବନେଶ୍ୱର,୧।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତନେଇରା ପକ୍ଷରୁ ସାବିତ୍ରୀ ଓ ରଜ ଉପଲକ୍ଷେ ସ୍ବତନ୍ତ୍ର ଗୋଲ୍‌ଡ କଏନ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଜୁନ୍‌ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରର ଷ୍ଟେଶନ ସ୍କୋୟାରସ୍ଥିତ...

୮.୨% ହୋଇପାରେ ଜିଡିପି ଅଭିବୃଦ୍ଧି

ଭୁବନେଶ୍ୱର,୧।୬(ଅନୁରାଧା ମହାରଣା): ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ), ପରିସଂଖ୍ୟାନ ଏବଂ ପ୍ରୋଗ୍ରାମ କାର୍ଯ୍ୟାନ୍ବୟନ ପକ୍ଷରୁୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବାର୍ଷିକ ମୋଟ ଘରୋଇ ଉତ୍ପାଦ (ଜିଡିପି)ର ସାମୟିକ ଆକଳନ ପ୍ରକାଶ ପାଇଛି। ଏହାସହ ୨୦୨୩-୨୪ର ଚତୁର୍ଥ ତ୍ରୈମାସିକ (ଜାନୁଆରୀ-ମାର୍ଚ୍ଚ)...

ଟ୍ରେଣ୍ଡସ୍‌ର ରଜ ମଉଜ

ଭୁବନେଶ୍ୱର, ୧।୬(ଅଭୟ ଦାଶ): ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡସ୍‌’ର ରଜ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଶନିବାରଠାରୁ ଟ୍ରେଣ୍ଡସ୍‌ର ରଜ ମଉଜ ଏବଂ ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତା ସହ ରଜ ଅଭିଯାନ ଆରମ୍ଭ...

ମାଲାବାରର ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ

ଭୁବନେଶ୍ୱର, ୧।୬ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡ୍‌ସର ଚନ୍ଦ୍ରଶେଖରପୁରସ୍ଥିତ ଏକ୍ସକ୍ଲୁସିଭ ଆଉଟ୍‌ଲେଟ ପରିସରରେ ଏକ ୧୦ ଦିନିଆ ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ ବୁଧବାରଠାରୁ ଆରମ୍ଭ ହୋଇଯାଇଛି। ଏପରିକି ମାଲାବାରର ପ୍ରିମିୟମ ଅଳଙ୍କାର ‘ଏରା ଆଣ୍ଡ ପ୍ରେସିଆ ଜୁଏଲେରି...

ସୁସ୍ଥ ଜୀବନଶୈଳୀକୁ ଗୁରୁତ୍ୱ

ଭୁବନେଶ୍ୱର, ୧।୬: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ତଥା ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ବା ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ୟୁକୋ ବ୍ୟାଙ୍କର ମିଳିତ ସହଯୋଗରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ...

ମାର୍ଚ୍ଚ ତ୍ରୈମାସିକରେ ଦେଶର ଜିଡିପିରେ ୭.୮% ଅଭିବୃଦ୍ଧି, ଦ୍ରୁତ ଗତିରେ ବଢ଼ୁଛି ଅର୍ଥନୀତି

ନୂଆଦିଲ୍ଲୀ,୩୧।୫: ନିର୍ବାଚନ ଫଳାଫଳ ପୂର୍ବରୁ ସରକାରଙ୍କୁ ବଡ଼ ଖୁସି ଖବର ମିଳିଛି। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକରେ ଭାରତୀୟ ଅର୍ଥନୀତି ୭.୮% ହାରରେ ବୃଦ୍ଧି ପାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri