ବାଣିଜ୍ୟ

ଦେଶରେ ଠିକ୍‌ ଅର୍ଥନୈତିକ ନୀତି ଲାଗୁ ହେଉନି: ସୁବ୍ରମଣ୍ୟନ ସ୍ବାମୀ

ମୁମ୍ବାଇ,୨୯-୯: ଦେଶରେ ଠିକ୍‌ ଅର୍ଥନୈତିକ ନୀତି ଲାଗୁ ହେଉ ନ ଥିବା ଭାଜପା ନେତା ସୁବ୍ରମଣ୍ୟନ ସ୍ବାମୀ ଶନିବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ ଇନ୍‌ ଇଣ୍ଡିଆ ଭଳି କିଛି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ହେଲେ ସମଗ୍ର ଅର୍ଥନୀତିକୁ...

ପାନ୍‌-ଆଧାର ଲିଙ୍କ୍‌ ଅବଧି ୩୧ ଡିସେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୯ା୯: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍‌) ସହ ଆଧାର ସଂଯୋଗ କରାଇବା ଅବଧିକୁ ଚଳିତ ବର୍ଷ ୩୧ ଡିସେମ୍ବର ଯାଏ ବଢାଯାଇଛି। ଏହାର ଲିଙ୍କ୍‌ କରାଇବା ନେଇ ଶେଷ ସୀମା ସେପ୍ଟେମ୍ବର ୩୦ ଥିବାବେଳେ ଏହାକୁ ବଢାଯାଇଥିବା ଶନିବାର ଅର୍ଥ...

ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିଗଲା ୪୦ହଜାର କୋଟି ବକେୟା

ନୂଆଦିଲ୍ଲୀ,୨୮-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ସମସ୍ତ ମନ୍ତ୍ରଣାଳୟ ଠାରୁ ଆସନ୍ତା ୪ ତ୍ରୈମାସ ବା ଏକ ବର୍ଷର ପୁଞ୍ଜିଗତ ବ୍ୟୟର ବିସ୍ତୃତ ଯୋଜନା ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଖର୍ଚ୍ଚ ବୃଦ୍ଧିକୁ ପ୍ରୋତ୍ସାହିତ କରିହେବ ବୋଲି କୁହାଯାଉଛି।...

ତୈଳ ପରିବହନ ଖର୍ଚ୍ଚରେ ଅଚାନକ ୨୮% ବୃଦ୍ଧି; ଆହୁରି ବଢ଼ିବ ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୨୮-୯: ସୌଦି ଆରବର ଆରାମ୍‌କୋ ତୈଳ ପ୍ଲାଣ୍ଟରେ ଡ୍ରୋନ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ(କ୍ରୁଡ୍‌) ଦର ହଠାତ ବଢ଼ିଯାଇଛି। ଫଳସ୍ବରୂପ ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ନିଆଁ ଲାଗିଛି। ତେବେ ଆଗାମୀ ଦିନରେ ଏହି ନିଆଁ...

ପୁଣି ଆକ୍ସନରେ ମୋଦି ସରକାର;୧୫ ବରିଷ୍ଠ ଆୟକର ଅଧିକାରୀ ଜବରଦସ୍ତ ବିଦା

ନୂଆଦିଲ୍ଲୀ,୨୮-୯: ଅପାରଗ ଅଧିକାରୀଙ୍କ ବିରୋଧରେ ପୁନର୍ବାର ମୋଦି ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦୁର୍ନୀତି, ସିବିଆଇ ମାମଲା ଓ ଅନ୍ୟ କେତେକ କାରଣ ଯୋଗୁ ସରକାର ୧୫ ଜଣ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା...

ଅକ୍ଟୋବରରେ ୮ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮-୯: ଆସନ୍ତା ମାସରେ ବ୍ୟାଙ୍କରେ ଜରୁରୀ କାମ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ପୂର୍ବରୁ ସାମାନ୍ୟ ଭାବିବା ଉଚିତ୍‌ ହେବ। କାରଣ ଅକ୍ଟୋବରରେ ଦଶହରା, ଦୀପାବଳୀ ଭଳି ବଡ଼ ପର୍ବ ସହ ଅନ୍ୟାନ୍ୟ କାରଣରୁ ୮ ଦିନ ବ୍ୟାଙ୍କ...

ଭାରତୀୟ ବଜାର ପାଇଁ ବଦ୍ଧପରିକର ଫୋର୍ଡ; ଉତ୍ପାଦନ ବୃଦ୍ଧି ନେଇ ମହିନ୍ଦ୍ରା ସହ ହେବ ଚୁକ୍ତି

ନୂଆଦିଲ୍ଲୀ,୨୮-୯: ବର୍ତ୍ତମାନ ଭାରତରେ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଆମେରିକାର ବୃହତ ଗାଡ଼ି ନିର୍ମାତା ଫୋର୍ଡ ମୋଟର କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀ ସହିତ ଚୁକ୍ତି କରି ନିଜର ଉତ୍ପାଦନ କ୍ଷମତା ବୃଦ୍ଧି ଲାଗି କାର୍ଯ୍ୟାରମ୍ଭ କରିଛି। ମହିନ୍ଦ୍ରା ସହ...

ଗ୍ରାହକଙ୍କ ବିଶ୍ୱାସ ଭରଷାର ଅନ୍ୟନାମ;ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ

ଯେକୌଣସି ବାଣିଜ୍ୟ ଲାଗି ଗ୍ରାହକଙ୍କ ରେସ୍‌ପନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଗ୍ରାହକ ଆଦୃତି ଲାଭ ଦ୍ୱାରା ବ୍ରାଣ୍ଡ ଆଗକୁ ଅଗ୍ରସର ହେବାରେ କୌଣସି ଅସୁବିଧା ହୁଏ ନାହିଁ। ସେହିଭଳି ସ୍ବତନ୍ତ୍ର ସେବା ଯୋଗାଣ ଦ୍ୱାରା ଗ୍ରାହକଙ୍କ ନିକଟତର ହେବା ନେଇ...

ଦୁର୍ଗାପୂଜାରେ ତନିଷ୍କର ନୂଆ ଅଫର:ସୁନା ଓ ହୀରା ଗହଣାରେ ୨୫% ରିହାତି

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ଦୁର୍ଗାପୂଜା ଉପଲକ୍ଷେ ତନିଷ୍କ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆଣିଛି। ଉଭୟ ସୁନା ଓ ହୀରା ମୂଲ୍ୟରେ ୨୫% ରିହାତି ମିଳିବ। ଏହି ଅଫର ରାଜ୍ୟର ସମସ୍ତ ତନିଷ୍କ ଷ୍ଟୋରରେ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।...

ଇ-ଆକଳନ ବ୍ୟବସ୍ଥା:୪ ଲକ୍ଷ ଟିକସଦାତାଙ୍କୁ ଜାରି ହେବ ନୋଟିସ

ନୂଆଦିଲ୍ଲୀ,୨୭।୯:କେନ୍ଦ୍ର ସରକାର ଫେସ୍‌ଲେସ୍‌ ଟିକସ ରିଟର୍ନ ଯାଞ୍ଚ ବ୍ୟବସ୍ଥାର ଇ-ଆକଳନ ଘୋଷଣା କରିଛନ୍ତି। ଏହି ନୂଆ ବ୍ୟବସ୍ଥାରେ ଆୟକର ବିଭାଗ ପକ୍ଷରୁ ଏଭଳି ୪ ଲକ୍ଷ ଟିକସଦାତାଙ୍କୁ କରାଯାଇଛି ଯେଉଁମାନଙ୍କୁ ନୋଟିସ ଜାରି କରାଯିବ। ମାମଲା ସହ ଜଡ଼ିତ ଜଣେ...

ଏଲ୍‌ପିଜି ଯୋଗାଣ ବିଳମ୍ବିତ କଲା ସୌଦି ଆରବ:ଚାହିଦା ମେଣ୍ଟାଇବା ନେଇ ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୭।୯:ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଦୁଇଟି ତୈଳ କୂଅ ଉପରେ ଡ୍ରୋନ୍‌ ଆକ୍ରମଣ ପରେ ଭାରତକୁ ଏଲ୍‌ପିଜି ଯୋଗାଣ ହ୍ରାସ ପାଇବାକୁ ଯାଉଛି। ଏଲ୍‌ପିଜି ଯୋଗାଣ ବିଳମ୍ବିତ ହେବ ବୋଲି ସୌଦି ଆରବ କହିବା ପରେ ଦେଶର...

ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍‌ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍‌ବିଏଫ୍‌ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri