ବାଣିଜ୍ୟ

୨୫ ମହାଧନୀଙ୍କ ନିକଟରେ ଜିଡିପିର ୧୦% ସମ୍ପତ୍ତି; ମୁକେଶ ଅମ୍ବାନୀ ତାଲିକାର ଶୀର୍ଷରେ

ନୂଆଦିଲ୍ଲୀ,୨୬।୯:  ଦେଶର ଶୀର୍ଷ ମହାଧନୀଙ୍କ ନିକଟରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି)ର ୧୦ ପ୍ରତିଶତ ସମ୍ପତ୍ତି ରହିଛି ବୋଲି ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ ଇଣ୍ଡିଆ ପକ୍ଷରୁ ଚଳିତବର୍ଷ ଲାଗି ପ୍ରକାଶିତ ମହାଧନୀ ତାଲିକାରୁ ସ୍ପଷ୍ଟ ହୋଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ...

୩୦ରେ ଲଞ୍ଚ ହେବ ଆଇଆର୍‌ସିଟିସି ଆଇପିଓ

ନୂଆଦିଲ୍ଲୀ,୨୬।୯:  ନିବେଶ ଜରିଆରେ ଆୟ କରିବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଭାରତୀୟ ରେଲଓ୍ବେର ସହଯୋଗୀ ଆଇଆର୍‌ସିଟିସି ଆଣିବାକୁ ଯାଉଛି ଏକ ସ୍ବତନ୍ତ୍ର ସୁଯୋଗ। ରେଲଓ୍ବେ ଲାଗି ଟିକେଟ ବୁକିଂ ଏବଂ କ୍ୟାଟରିଂ ପରିଚାଳନା କରୁଥିବା ଆଇଆର୍‌ସିଟିସି ପକ୍ଷରୁ ଇନିସିଆଲ ପବ୍ଲିକ୍‌...

ନିବେଶକ ହରାଇଲେ ୧.୮୪ ଲକ୍ଷ କୋଟି

ମୁମ୍ବାଇ,୨୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ ହେବା ଏବଂ ଜିଡିପି ଅଭିବୃଦ୍ଧି ପରିସଂଖ୍ୟାନ ହ୍ରାସ ପାଇବା ପ୍ରଭାବ ଦେଶର ଶେୟାର ବଜାରରେ ଦେଖିବାକୁ ମିଳିଛି। ଏହି କାରଣରୁ ସପ୍ତାହର ତୃତୀୟ ଦିନ ଉଭୟ ବିଏସ୍‌ଇ...

ତେଲ ପାଇଁ କ୍ରେଡିଟ୍‌ କାର୍ଡରେ ମିଳିବନି କ୍ୟାଶ୍‌ବ୍ୟାକ; ଅକ୍ଟୋବର ପହିଲାରୁ ଲାଗୁ

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ପହିଲାରୁ ପେଟ୍ରୋଲ ପମ୍ପରେ ତେଲ ପକାଇଲେ କ୍ରେଡିଟ୍‌ କାର୍ଡଧାରୀଙ୍କୁ ଆଉ କ୍ୟାଶ୍‌ବ୍ୟାକ ମିଳିବ ନାହିଁ। ଦେଶର ତୈଳ କମ୍ପାନୀଗୁଡ଼ିକ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ତୈଳ କମ୍ପାନୀଗୁଡ଼ିକ କ୍ରେଡିଟ କାର୍ଡଧାରୀଙ୍କୁ ୦.୭୫% କ୍ୟାଶ୍‌ବ୍ୟାକ୍‌ ଦେଉଥିଲେ। ଏ ସମ୍ପର୍କରେ...

ହୋଣ୍ଡାର ଆନନ୍ଦୋତ୍ସବ ଧମାକା

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.) ଶାରଦୀୟ ପୂଜା ଅବସରରେ ହୋଣ୍ଡା ମୋଟର ସାଇକେଲ କମ୍ପାନୀ ତରଫରୁ ଚଣ୍ଡିଖୋଲସ୍ଥିତ ବାସନ୍ତୀ ହୋଣ୍ଡା ୨୦୧୯ ଆନନ୍ଦୋତ୍ସବ ଧମାକା ଆରମ୍ଭ କରିଛି। ଗ୍ରାହକମାନେ ମାତ୍ର ୧୧୦୦ ଟଙ୍କାର ଡାଉନ ପେମେଣ୍ଟ ଦେଇ କମ୍ପାନୀର ଆକ୍ଟିଭା, ସାଇନ, ଆଭିଏଟର, କ୍ଲିକ୍‌,...

ଗ୍ଲୋବାଲ ବିଜ୍‌ନେସ୍‌ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’

ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍‌ବର୍ଗ ଗ୍ଲୋବାଲ ଇନ୍‌ଭେଷ୍ଟର ଫୋରମ୍‌ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ ବାତାବରଣ ରହିଛି। ତଥାପି ଏଥିରେ କୌଣସି ତ୍ରୁଟି ରହିଥିଲେ ସେ ତାହାକୁ...

ମହିନ୍ଦ୍ରାକୁ ସମ୍ପତ୍ତି ବିକି ଦେଶ ଛାଡ଼ିବ ଫୋର୍ଡ

ନୂଆଦିଲ୍ଲୀ,୨୬ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ତଥା ପ୍ରତିଯୋଗିତାର ସମ୍ମୁଖୀନ ହୋଇ ନ ପାରିବା କାରଣରୁ ଫୋର୍ଡ ମୋଟର କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଏହା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ସହ ଆରମ୍ଭ ହେବାକୁ ଥିବା ଯୁଗ୍ମ କମ୍ପାନୀକୁ...

୧୮ ଭାରତୀୟ କମ୍ପାନୀ ଫୋର୍ବ୍ସ ତାଲିକାରେ

ନୂଆଦିଲ୍ଲୀ,୨୫-୯: ଫୋର୍ବ୍ସର ସମ୍ମାନିତ କମ୍ପାନୀ ତାଲିକାରେ ୧୮ ଭାରତୀୟ କମ୍ପାନୀ ସ୍ଥାନ ପାଇଛି। ତନ୍ମଧ୍ୟରେ ଆଇଟି କମ୍ପାନୀ ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌) ଏବଂ ଏଫ୍‌ଡିଏଫ୍‌ସି ସାମିଲ ହୋଇଛି। ସୂଚନା ପ୍ରଯୁକ୍ତି କ୍ଷେତ୍ରରେ କାର୍ଯ୍ୟରତ କମ୍ପାନୀ ଇନ୍‌ଫୋସିସ୍‌ ବିଶ୍ୱର ସମ୍ମାନୀତ...

ଥମାସ କୁକ୍‌ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍‌ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ ହେବାକୁ ଯାଉଛି। ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିବନି। ଥମାସ କୁକ୍‌...

ପିଏମ୍‌ସି ବ୍ୟାଙ୍କ ଉପରେ ଲାଗିଲା କଟକଣା;ଗ୍ରାହକ ଏକାଥରକେ ଉଠାଇପାରିବେ ୧୦୦୦ ଟଙ୍କା

ମୁମ୍ବାଇ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆର୍ଥିକ ଅନୀୟମିତତା ଅଭିଯୋଗରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଲିମିଟେଡ(ପିଏମ୍‌ସି ବ୍ୟାଙ୍କ), ମୁମ୍ବାଇର ଦୈନନ୍ଦିନ କାର୍ଯ୍ୟ ଉପରେ ୬ ମାସ ପର୍ଯ୍ୟନ୍ତ କଟକଣା ଜାରି କରିଛି। କେନ୍ଦ୍ରୀୟ ବ୍ୟାଙ୍କର ନିର୍ଦ୍ଦେଶ ମୁତାବକ ବ୍ୟାଙ୍କ...

ଆଇଆର୍‌ଡିଏ ନେଲା ନିଷ୍ପତ୍ତି;ଏଣିକି ମାସିକ ଭିତ୍ତିରେ ଦେଇ ହେବ ସ୍ବାସ୍ଥ୍ୟ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୨୫-୯: ସ୍ବାସ୍ଥ୍ୟ ବୀମା ନେଉଥିବା ଗ୍ରାହକ ଏଣିକି ମାସିକ ଆଧାରରେ ବୀମା ପ୍ରିମିୟମ ଜମା କରିପାରିବେ। ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଆଇଆର୍‌ଡିଏ) ପକ୍ଷରୁ ନିୟମରେ ପରିବର୍ତ୍ତନ କରାଯାଇ ନିର୍ଦ୍ଦେଶ ଜାରି କରାଯାଇଛି। ସ୍ବାସ୍ଥ୍ୟ ବୀମା ପଲିସି...

୪ ଥାକିଆ ହେବ ପ୍ରତ୍ୟକ୍ଷ ଟିକସ ସ୍ଲାବ୍‌;୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଛାଡ଼ ସୁପାରିସ୍‌

ନୂଆଦିଲ୍ଲୀ,୨୫-୯: ଦେଶରେ ଡାଇରେକ୍ଟ ଟ୍ୟାକ୍ସ କୋଡ୍‌(ଡିଟିସି) ଲାଗୁ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ପ୍ରତ୍ୟକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ଯାଉଛନ୍ତି। ଏହାକୁ କିପରି ଲାଗୁ କରିହେବ ସେ ନେଇ ଏକ ଟାସ୍କଫୋର୍ସ ଗଠନ କରାଯାଇଥିଲା। ବିଭିନ୍ନ ଦିଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri