ବାଣିଜ୍ୟ

ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍‌ଙ୍କୁ ଭେଟିଲେ ଗଭର୍ନର

ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ ନୀତି, ମୁଦ୍ରାସ୍ଫୀତି, ଜିଡିପି ହାର ହ୍ରାସ ଆଦି ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା...

ବିଶ୍ୱ ବଜାରରେ ପହଞ୍ଚିବେ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୫-୯:ଦେଶର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ପ୍ରସ୍ତୁତ କରୁଥିବା ସାମଗ୍ରୀ ବିଦେଶୀ ବଜାରରେ ଏବେ ସହଜରେ ପହଞ୍ଚିବ। କ୍ଷୁଦ୍ର ଶିଳ୍ପକୁ ଏହି ସୁବିଧା ପ୍ରଦାନ ଲକ୍ଷ୍ୟରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଶୀଘ୍ର ‘ଭାରତ ମାର୍ଟ’ନାମରେ ଏକ ଇ-କମର୍ସ ପ୍ଲାଟଫର୍ମ ଖୋଲିବ ବୋଲି...

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା ମଧ୍ୟରେ ଏଭଳି ଏକ ଟ୍ରେନ ଗଡିପାରେ। ଚଳିତ ମାସ ୨୭ରେ ରେଳ ବୋର୍ଡ...

ମୋବାଇଲ ଆପ୍‌ର ଶୁଭାରମ୍ଭ: ଚାଷୀଙ୍କୁ ଭଡ଼ାରେ ଟ୍ରାକ୍ଟର ଯୋଗାଇବେ ସରକାର

ନୂଆଦିଲ୍ଲୀ,୨୪-୯: କାର୍‌, ବାଇକ ଭଳି ଏଣିକି ଟ୍ରାକ୍ଟର ଓ ଅନ୍ୟାନ୍ୟ କୃଷି ଯନ୍ତ୍ରପାତିକୁ ଭଡ଼ାରେ ଆଣିହେବ। ଏଥିଲାଗି ସରକାରୀ ସ୍ତରରେ ବ୍ୟବସ୍ଥା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ମୋବାଇଲ ଆପ୍‌ର ଶୁଭାରମ୍ଭ କରାଯାଇଛି। କୃଷିମନ୍ତ୍ରୀ ନରେନ୍ଦ୍ର ସିଂ...

୮.୬୫%କୁ ବୃଦ୍ଧି ପାଇଲା ଇପିଏଫ୍‌ ସୁଧ ହାର, ୬ କୋଟି ପିଏଫ୍‌ ଆକାଉଣ୍ଟଧାରୀଙ୍କୁ ଫାଇଦା

ନୂଆଦିଲ୍ଲୀ,୨୪-୯: ଦୀର୍ଘ ୭ ମାସ ଧରି ଅପେକ୍ଷା କରିବା ପରେ କେନ୍ଦ୍ର ସରକାର ଶେଷରେ ମଙ୍ଗଳବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ଇପିଏଫ୍‌ ସୁଧ ହାର ୮.୬୫%କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ରର ଏହି ନିଷ୍ପତ୍ତି ଯୋଗୁ ପ୍ରାୟ ୬...

ବୁଡ଼ିଗଲା ବ୍ରିଟେନର ୧୭୮ ବର୍ଷର ଥମାସ କୁକ୍‌

ଲଣ୍ଡନ,୨୪-୯: ପର୍ଯ୍ୟଟକଙ୍କୁ ୧୭୮ ବର୍ଷ ଧରି ବିଭିନ୍ନ ସେବା ଯୋଗାଇ ଆସୁଥିବା ବ୍ରିଟେନର ପ୍ରସିଦ୍ଧ କମ୍ପାନୀ ଥମାସ କୁକ୍‌ ଶେଷରେ ବୁଡ଼ିଗଲା। ଜରୁରିକାଳୀନ ପାଣ୍ଠି ଯୋଗାଡ କରିବାରେ ବିଫଳ ହେବାରୁ ରବିବାର ରାତିରୁ କମ୍ପାନୀ ନିଜକୁ ଦେବାଳିଆ ଘୋଷଣା କରିଛି।...

ଦେଶରେ ପହଞ୍ଚତ୍ବା ମାତ୍ରେ ଏନ୍‌ଆର୍‌ଆଇଙ୍କୁ ମିଳିବ ଆଧାର

ନୂଆଦିଲ୍ଲୀ,୨୪-୯: ବୈଧ ପାସ୍‌ପୋର୍ଟ ଜରିଆରେ ଦେଶରେ ପାଦ ଦେବା ମାତ୍ରେ ପ୍ରବାସୀ ଭାରତୀୟ ଆଧାର ପାଇଁ ଏଣିକି ଆବେଦନ କରିପାରିବେ। ସେମାନଙ୍କୁ ଆଉ ୧୮୨ ଦିନ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ନାହିଁ। ସରକାରଙ୍କ ପକ୍ଷରୁ ଏ ନେଇ ବିଜ୍ଞପ୍ତି...

ଅକ୍ଟୋବର ପହିଲାରୁ ସମସ୍ତ ପ୍ରକାର ଋଣ ଶସ୍ତା କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୯:ଦେଶର ସର୍ବବୃହତ୍‌ ବ୍ୟାଙ୍କ କୁହାଯାଉଥିବା ଏସ୍‌ବିଆଇ ପାର୍ବଣ ପୂର୍ବରୁ ନିଜର ଗ୍ରାହକଙ୍କୁ ବଡ଼ ଉପହାର ଦେଇଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଅକ୍ଟୋବର ପହିଲାରୁ ସମସ୍ତ ଫ୍ଲୋଟିଂ ରେଟ୍‌କୁ ଏକ୍ସଟରନାଲ ବେଞ୍ଚମାର୍କ ରୂପରେ ରେପୋ ରେଟ୍‌ ସହ ଯୋଡିବାକୁ ନିଷ୍ପତ୍ତି ନେଇଛି।...

୪୦ ହଜାର କୋଟି କମିବ ଜିଏସ୍‌ଟି ଆଦାୟ;ବଢ଼ୁଛି ରାଜ୍ୟଗୁଡ଼ିକର ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୪-୯: ଗତ ଶୁକ୍ରବାର ଜିଏସ୍‌ଟି କାଉନସିଲର ୩୭ତମ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗୋଟିଏ ଦୁଇଟିକୁ ଛାଡ଼ି ଦେଲେ ହୋଟେଲ ଶିଳ୍ପ ସମେତ କେତେକ ସାମଗ୍ରୀର ଜିଏସ୍‌ଟି ହାର କମାଯାଇଛି। ସେହିପରି କର୍ପୋରେଟ ଟିକସ ହ୍ରାସ କରାଯାଇଛି। ଫଳସ୍ବରୂପ...

୨ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ,୨୪-୯: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ଚଳିତ ମାସ ୨୬ ଏବଂ ୨୭ରେ ଦିଆଯାଇଥିବା ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି)...

ରାଜ୍ୟଗୁଡ଼ିକୁ କେନ୍ଦ୍ରର ସର୍କୁଲାର ଜାରି;ଗାଡ଼ିର ଚାଲାଣ କାଟିବା ପୂର୍ବରୁ ଆପ୍‌ ମାଧ୍ୟମରେ ଯାଞ୍ଚ କର

ନୂଆଦିଲ୍ଲୀ,୨୪-୯: ଗାଡିର ଯାଞ୍ଚ ବେଳେ ଚାଳକଙ୍କ ଦ୍ୱାରା ମୂଳ କାଗଜପତ୍ର ଦାଖଲ କରାଯାଇ ନ ପାରିଲେ ଏମ୍‌-ପରିବହନ କିମ୍ବା ଇ-ଚାଲାଣ ମାଧ୍ୟମରେ ଯାଞ୍ଚ କରିବା ପରେ ରାଜ୍ୟ ସରକାରଙ୍କ ପରିବହନ ବିଭାଗ କିମ୍ବା ପୋଲିସ ଚାଲାଣ କାଟିପାରିବେ ବୋଲି କେନ୍ଦ୍ର...

ସେନ୍‌ସେକ୍ସ ୧୦୭୫ ପଏଣ୍ଟ ବୃଦ୍ଧି

ମୁମ୍ବାଇ,୨୪-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଟିକସ ଓ ଜିଏସଟି ହ୍ରାସ ଘୋଷଣା କରିବା ପରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଶ୍‌ ବୃଦ୍ଧି ପରିଲକ୍ଷିତ ହୋଇଛି। ସୋମବାର ସେନ୍‌ସେକ୍ସ ଯେପରି ଫେଷ୍ଟିଭ ମୁଡ୍‌କୁ ଆସିଯାଇଛି। ଅର୍ଥମନ୍ତ୍ରୀଙ୍କ ଘୋଷଣାର ଦୁଇଦିନ ଭିତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri