ବାଣିଜ୍ୟ

୫ ଦିନ ବନ୍ଦ ରହିବ ବ୍ୟାଙ୍କ କାରବାର

ନୂଆଦିଲ୍ଲୀ,୨୩-୯: ଚଳିତ ମାସ ୨୯ରୁ ନବରାତ୍ର ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ନଗଦ ନିଜ ନିକଟରେ ରଖିବା ବୁଦ୍ଧିମାନ କାମ ହେବ। କାରଣ ଚଳିତ ମାସ ଶେଷ ୫ ଦିନ ଲାଗି ବ୍ୟାଙ୍କ କାରବାର ବନ୍ଦ ରହିବ। ଲଗାତାର...

ମାନ୍ଦାବସ୍ଥା ଦୂର ଲାଗି ଉପାୟ ଦେଲା ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୩-୯: ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ଦୂରୀକରଣ ଲାଗି ଦେଶର ଶିଳ୍ପ ଜଗତ ପକ୍ଷରୁ ବିଭିନ୍ନ ଉପାୟ ଦିଆଯାଇଛି। ଇଣ୍ଡିଆ ଟୁଡେ କନକ୍ଲେଭରେ ଦେଶର ଶିଳ୍ପ ଜଗତର ପ୍ରମୁଖ ବ୍ୟକ୍ତିତ୍ୟ ମାନେ ଯୋଗ ଦେଇ ମାନ୍ଦାବସ୍ଥା...

ୟେସ୍‌ ବ୍ୟାଙ୍କର ଶେୟାର ବିକିଲେ ରାଣା କପୁର

ନୂଆଦିଲ୍ଲୀ,୨୨-୯: ୟେସ୍‌ ବ୍ୟାଙ୍କର ପ୍ରମୋଟର ଗ୍ରୁପ୍‌ କମ୍ପାନୀ ଏବଂ ଏହାର ସହ ପ୍ରତିଷ୍ଠାତା ରାଣା କପୁର ବ୍ୟାଙ୍କର ମୋଟ୍‌ ୨.୭୫% ଅଂଶଧନ ବିକ୍ରି କରିଦେଇଛନ୍ତି। ଖୋଲା ବଜାରରେ ଏହାକୁ ବିକ୍ରି କରାଯାଇଛି। ମୋର୍ଗାନ କ୍ରେଡିଟ୍ସ ଶନିବାର ଏ ସମ୍ପର୍କରେ ଶେୟାର...

ଫେଲ୍‌ ଏଟିଏମ୍‌-ଡିଜିଟାଲ ଟ୍ରାଞ୍ଜାକ୍‌ଶନ;ବ୍ୟାଙ୍କ-ପେମେଣ୍ଟ ଓ୍ବାଲେଟ କମ୍ପାନୀ ଗଣିବେ ଦୈନିକ ୧୦୦ ଟଙ୍କା

ମୁମ୍ବାଇ,୨୨-୯: ଅନ୍‌ଲାଇନରେ ଡିଜିଟାଲ ଟ୍ରାଞ୍ଜାକସନ ବିଫଳ ହେଲେ ଏବଂ ଗୋଟିଏ ଦିନ ଭିତରେ ବିବାଦର ସମାଧାନ କରା ନ ଗଲେ ସମ୍ପୃକ୍ତ ବ୍ୟାଙ୍କ/ପେମେଣ୍ଟ ଓ୍ବାଲେଟ କମ୍ପାନୀ ନିଜ ଗ୍ରାହକଙ୍କୁ ଦୈନିକ ୧୦୦ ଟଙ୍କା ଲେଖାଏ ଜରିିମାନା ବାବଦରେ ଫେରାଇବେ। ନୂଆ...

ହାଉଡି ମୋଦି ପରେ ବାଣିଜ୍ୟ ଚୁକ୍ତି କରିପାରନ୍ତି ଟ୍ରମ୍ପ-ମୋଦି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨-୯: ଆମେରିକାର ହ୍ୟୁଷ୍ଟନରେ ‘ହାଉଡି ମୋଦି’ କାର୍ଯ୍ୟକ୍ରମ ପରେ ଜାତିସଂଘ ସାଧାରଣ ପରିଷଦ ବୈଠକ ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ସୀମିତ ବାଣିଜ୍ୟ ଚୁକ୍ତି ହୋଇପାରେ। ଦୁଇ ଦେଶ ମଧ୍ୟରେ ଏନେଇ...

କର୍ପୋରେଟ ଟିକସ ହ୍ରାସ ଘୋଷଣା;ବିତ୍ତୀୟ ନିଅଣ୍ଟ ଭରଣାର ବାଟ ବତାଇଲା ନୀତି ଆୟୋଗ

ମୁମ୍ବାଇ,୨୨-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର କର୍ପୋରେଟ ଟିକସ ହ୍ରାସ ଘୋଷଣା କରିଛନ୍ତି। ଏହାଦ୍ୱାରା ସରକାର ରାଜସ୍ବ ବାବଦରେ ୧.୪୫ ଲକ୍ଷ କୋଟି ଟଙ୍କା ହରାଇବେ ବୋଲି ଅନୁମାନ କରାଯାଉଛି। ଏହାର ଭରଣା କିପରି ହେବ, ନୀତି ଆୟୋଗ ଉପାଧ୍ୟକ୍ଷ...

ବ୍ୟାଙ୍କ ଠକେଇ ମାମଲା;ଇଣ୍ଟରପୋଲ ସହାୟତାରେ ସିଏମ୍‌ଡିଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୨୨-୯: ବହୁ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଅହମ୍ମଦାବାଦ୍‌ସ୍ଥିତ ଏକ କମ୍ପାନୀର ସିଏମ୍‌ଡିଙ୍କୁ ଗିରଫ କରିଛି। ପିଏମ୍‌ଏଲ୍‌ଏ ଆଇନ ଅଧୀନରେ ସାଇ ଇନ୍‌ଫୋସିଷ୍ଟମ(ଇଣ୍ଡିଆ) ଲିମିଟେଡର ଚିଫ୍‌ ମ୍ୟାନେଜିଂ ଡାଇରେକ୍ଟର(ସିଏମ୍‌ଡି) ସୁନିଲ ସୁରେନ୍ଦ୍ରକୁମାର କକ୍କଡଙ୍କୁ ଇଣ୍ଟରପୋଲ ଲାଇବେରିଆରେ...

୧୧ ଡିଜିଟ୍‌ ହେବ ମୋବାଇଲ ନମ୍ବର

ନୂଆଦିଲ୍ଲୀ,୨୨-୯: ଟେଲିକମ୍‌ ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ) ଦେଶରେ ମୋବାଇଲ ନମ୍ବରକୁ ବର୍ତ୍ତମାନର ୧୦ ସ୍ଥାନରେ ୧୧ ଡିଜିଟ୍‌(ଅଙ୍କ) କରାଯିବା ନେଇ ପରାମର୍ଶ ଲୋଡିଛି। ଜନସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଟେଲିକମ୍‌ ସଂଯୋଗ ଚାହିଦା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବିକଳ୍ପ...

ନୂଆ ଟୟୋଟା ୟାରିସ୍‌, ଗ୍ଲାଞ୍ଜାର ଗ୍ରାଣ୍ଡ ପ୍ରିମିୟର

ଭୁବନେଶ୍ୱର,୨୨-୯: ଟୟୋଟା କିର୍ଲୋସ୍କାର ମୋଟର୍ସ ଲିମିଟେଡର ଅଧିକୃତ ବିକ୍ରେତା ଏସ୍ପିରିଟ ଟୟୋଟା ଶୋ’ରୁମ ପକ୍ଷରୁ ନୂଆ ୟାରିସ ଏବଂ ଗ୍ଲାଞ୍ଜା ମଡେଲର ଗ୍ରାଣ୍ଡ ପ୍ରିମିୟର କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ଶନିବାର ଆରମ୍ଭ ହୋଇଛି। ନୂଆ ମଡେଲଗୁଡିକୁ ଗ୍ରାହକଙ୍କ...

୧୯ ଶାଖା ଖୋଲିଲା ଉତ୍କର୍ଷ ସ୍ମଲ ଫାଇନାନ୍ସ ବ୍ୟାଙ୍କ

ଭୁବନେଶ୍ୱର,୨୨-୯: ଉତ୍କର୍ଷ ସ୍ମଲ ଫାଇନାନ୍ସ ବ୍ୟାଙ୍କ(ୟୁଏସ୍‌ଏଫ୍‌ବି) ଓଡ଼ିଶାରେ ଏହାର ଉପସ୍ଥିତି ଜାହିର ଲାଗି ବିଭିନ୍ନ ଯୋଜନା ଗ୍ରହଣ କରୁଛିି। ଏହି କାର୍ଯ୍ୟକ୍ରମ ମୁତାବକ ବ୍ୟାଙ୍କ ପକ୍ଷରୁ ରାଜ୍ୟରେ ୧୯ ଶାଖା ଖୋଲାଯାଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତ ସହ ଭୁବନେଶ୍ୱରରେ ବ୍ୟାଙ୍କର...

ନୂଆ ଟେକ୍ନୋଲୋଜିର ଫ୍ରିଜ ଆଣିବ ଭୋଲଟାସ୍‌

ଭୁବନେଶ୍ୱର,୨୨-୯: ଟାଟା ଗ୍ରୁପ କମ୍ପାନୀର ଫାର୍ମ ଭୋଲଟାସ ବେକୋ ପକ୍ଷରୁ ଶୀଘ୍ର ନୂଆ ଟେକ୍ନୋଲୋଜିଯୁକ୍ତ ଫ୍ରିଜ୍‌ ଡିସେମ୍ବରରେ ବଜାରକୁ ଆସିବ। ତୁର୍କୀ କମ୍ପାନୀ ଆର୍ସେଲିକ ସହ ମିଳିତ ହୋଇ କମ୍ପାନୀ ଏ ଦିଗରେ କାର୍ଯ୍ୟ କରୁଛି। ଏହା ଦ୍ୱାରା ସଦ୍ୟତମ...

କେବଳ ବାଣିଜ୍ୟ ନୁହେଁ ; ଗ୍ରାହକ ସମ୍ପର୍କକୁ ଦେଉ ପ୍ରାଥମିକତା

ଗ୍ରାହକଙ୍କ ରୁଚିରେ ଏବେ ପରିବର୍ତ୍ତନ ଆସଛି। ସେମାନେ ଏବେ ଗୁଣବତ୍ତା, ପ୍ରଡକ୍ଟ ସଲ୍ୟୁଶନ ଉପରେ ବିଶ୍ୱାସ କରୁଛନ୍ତି। ଇଲେକଟ୍ରୋନିକ୍ସ ପ୍ରଡକ୍ଟ ଯୋଗାଣ କ୍ଷେତ୍ରରେ ରାଜ୍ୟର ଏକ ଲୋକପ୍ରିୟ ବ୍ରାଣ୍ଡ ଭାବେ ପାତ୍ର ଇଲେକଟ୍ରୋନିକ୍ସ କାର୍ଯ୍ୟ କରୁଛି। ଏହାର ପ୍ରତିଷ୍ଠା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri