ବାଣିଜ୍ୟ

ଆୟକର ରିଟର୍ନ ଦାଖଲ ଶେଷ ତାରିଖ ବଢ଼ିନି

ନୂଆଦିଲ୍ଲୀ,୩୧-୮: ଆୟକର ରିଟର୍ନ ଦାଖଲର ଶେଷ ତାରିଖ ବଢ଼ିନାହିଁ ବୋଲି ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ଶୁକ୍ରବାର ସ୍ପଷ୍ଟ କରିଛି। ତେବେ ସୋସିଆଲ ମିଡିଆରେ ରିଟର୍ନ ଦାଖଲ ଶେଷ ତାରିଖ ଏକ ମାସ ବୃଦ୍ଧି କରାଯାଇଛି ବୋଲି ଉଲ୍ଲେଖ...

ବ୍ୟାଙ୍କଗୁଡ଼ିକୁ ମିଳିବ ୫୫,୨୫୦ କୋଟି ପୁଞ୍ଜି

ନୂଆଦିଲ୍ଲୀ,୩୧-୮: କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରାମନ୍‌ ଶୁକ୍ରବାର ୧୦ ବ୍ୟାଙ୍କ ମିଶ୍ରଣ ହେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋଣ ଅଭିବୃଦ୍ଧି ତଥା ନିୟମକୀୟ ପାଳନ ଲାଗି ବ୍ୟାଙ୍କଗୁଡ଼ିକୁ ସରକାର ୫୫,୨୫୦ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ।...

୧ ଟ୍ରିଲିୟନ ଡଲାର ଅର୍ଥନୀତି ଗଠନରେ ଯୁବପିଢିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୧.୭୨%

ଭୁବନେଶ୍ୱର,୩୧-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁନ ମାସରେ ୩୧୬ ପଏଣ୍ଟ ଥିଲା। ଏହା ଜୁଲାଇରେ ୩ ପଏଣ୍ଟ ବଢି ୩୧୯ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୫ ପଏଣ୍ଟ...

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ...

ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ

ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ ବୋଲି ରିପୋର୍ଟରେ କୁହାଯାଇଛି। ଏଥିରୁ ବାହାରି ଆସିବାକୁ ହେଲେ ବଡ଼ ଧରଣର ସଂସ୍କାର...

ଅଟୋ ସେକ୍ଟର ପାଇଁ ପ୍ୟାକେଜ ଅପର୍ଯ୍ୟାପ୍ତ:ଫିଚ୍‌

ନୂଆଦିଲ୍ଲୀ,୩୦-୮: ଅଟୋ ସେକ୍ଟରକୁ ଗତିଶୀଳ କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଦ୍ୱାରା ଗତ ସପ୍ତାହରେ ଘୋଷିତ ପ୍ରୋତ୍ସାହନ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ। ଘୋଷିତ ପ୍ୟାକେଜ ଆବଶ୍ୟକତା ଦୃଷ୍ଟିରୁ ଅତ୍ୟନ୍ତ ନଗଣ୍ୟ ଏବଂ ବିଳମ୍ବରେ ଉଠାଯାଇଥିବା ପଦକ୍ଷେପ ବୋଲି...

ଭାରତରେ ରିଟେଲ ଷ୍ଟୋର୍‌ ଖୋଲିବ ଆପଲ୍‌

ନୂଆଦିଲ୍ଲୀ,୩୦-୮: ମହଙ୍ଗା ଫୋନ ଏବଂ ସଫ୍ଟଓ୍ବେର ତିଆରି କରୁଥିବା ଆମେରିକା କମ୍ପାନୀ ଆପଲ୍‌ ଭାରତରେ ଏହାର ରିଟେଲ ଷ୍ଟୋର୍‌ ଖୋଲିବାକୁ ନେଇ ଉତ୍ସୁକ ବୋଲି କହିଛି। ଭାରତୀୟ ଗ୍ରାହକଙ୍କୁ ବିଶ୍ୱ ମାନଦଣ୍ଡ ଅନୁଯାୟୀ ଅନ୍‌ଲାଇନ ଓ ଦୋକାନ ଜରିଆରେ ଉନ୍ନତ...

ସୁନା ରେକର୍ଡ ୪୦ ହଜାର ଟପିଲା

ନୂଆଦିଲ୍ଲୀ,୩୦-୮: ସୁନା ଦର ଗୁରୁବାର ପ୍ରତି ୧୦ ଗ୍ରାମ୍‌ ୨୫୦ ଟଙ୍କା ବୃଦ୍ଧି ପାଇ ରେକର୍ଡ ୪୦ ହଜାର ଟଙ୍କା ଟପିଛି। ଅଲ୍‌ ଇଣ୍ଡିଆ ସର୍ରାଫା ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁରୁବାର ସୁନା ଦର ୪୦,୨୨୦ ଟଙ୍କାରେ କାରବାର ବନ୍ଦ...

ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଳାଷ୍ଟିକ ବ୍ୟାନ୍‌

ନୂଆଦିଲ୍ଲୀ,୩୦-୮: ଦେଶକୁ ପ୍ଲାଷ୍ଟିକମୁକ୍ତ କରିବା ଉଦ୍ଦେଶ୍ୟରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପ୍ଲାଷ୍ଟିକ ବ୍ୟବହାର କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ଅକ୍ଟୋବର ୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ...

ମୂର୍ତ୍ତି ପରେ ଘରେ ପହଞ୍ଚୁଛି ଚାଇନା ଧୂପବତି;ସଙ୍କଟରେ ଭାରତୀୟ ଘରୋଇ ଉଦ୍ୟୋଗ

ନୂଆଦିଲ୍ଲୀ,୩୦-୮: ଭାରତୀୟ ଘରେ ଏବେ ମୂର୍ତ୍ତି ପରେ ଚାଇନା ନିର୍ମିତ ଧୂପବତି ପହଞ୍ଚତ୍ବାରେ ଲାଗିଛି। ଏହା ଏବେ ଏଭଳି ସ୍ଥିତିରେ ପହଞ୍ଚତ୍ଲାଣି ଯେ, ଦେଶର ଘରୋଇ ଅଗରବତୀ ଶିଳ୍ପ ସଙ୍କଟ ଘେରକୁ ଆସିଗଲାଣି। ଚାଇନାରୁ ଧୂପବତି ଆମଦାନୀ ବହୁ ହଜାର...

୨୦୧୮-୧୯ରେ ୭୧,୫୪୩ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୨୯-୮: ଦେଶରେ ଗତ ଆର୍ଥିକ ବର୍ଷ ବ୍ୟାଙ୍କ ଠକେଇ ମାମଲା ବାର୍ଷିକ ଆଧାରରେ ୧୫% ବୃଦ୍ଧି ପାଇଛି। ଏହି ସମୟରେ ଠକେଇ ପରିମାଣ ୭୩.୮% ବଢ଼ି ୭୧,୫୪୨.୯୩ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବାର୍ଷିକ ରିପୋର୍ଟରେ ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri