ବାଣିଜ୍ୟ

ଉତ୍ପାଦନ କ୍ଷେତ୍ରରେ ନାଲ୍‌କୋର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୮।୫ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ନବରତ୍ନ ଉଦ୍ୟୋଗ/କମ୍ପାନୀ) ତଥା କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ ବା ନାଲ୍‌କୋର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

ଡ୍ରିମ୍‌ସ ପଲିଟେକ୍‌ନିକ୍‌ର କ୍ୟାମ୍ପସ ଚୟନ

ଭୁବନେଶ୍ୱର,୨୮।୫: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପର ପ୍ରମୁଖ କଲେଜ ଡ୍ରିମ୍‌ସ ପଲିଟେକ୍‌ନିକର କ୍ୟାମ୍ପସ ଚୟନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଲେଜର ମୋଟ ୪୪୨ ଜଣ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ମିଳିଛି। ଏପରିକି ଗତ ୬...

୨୫୦ ଟଙ୍କାରୁ କମ୍ ଷ୍ଟକ୍ ପାଇଁ ଏକ ପଇସା ମୂଲ୍ୟର ଟିକ୍ ଆଣିବ ଏନଏସଇ

ମୁମ୍ୱାଇ,୨୭।୫: ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନଏସଇ) ଏହାର ଟ୍ରେଡିଂ ପାରାମିଟରରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ଯାହା ଜୁନ୍ ୧୦, ୨୦୨୪ ଠାରୁ କାର୍ଯ୍ୟକାରୀ ହେବ। ଏନଏସଇ ପ୍ରତି ଶେୟାର ୨୫୦ ଟଙ୍କାରୁ କମ୍ ଥିବା ସମସ୍ତ ଷ୍ଟକ୍...

ନୁଭୋକୋ ଭିସ୍ତାସ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୨୬।୫: ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହିତ ୨୦୨୩-୨୪ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ୨୦୨୩-୨୪...

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳାଫଳ: ଟେଟ୍ରାହେଡ୍ରନ୍‌ର ଶତପ୍ରତିଶତ ସଫଳତା

ଭୁବନେଶ୍ୱର/ମଙ୍ଗୁଳି,୨୬।୫ (ମାନସ ସାମଲ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକର ଟାଙ୍ଗୀସ୍ଥିତ ଟେଟ୍ରାହେଡ୍ରନ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ (ଟେଟ୍ରାହେଡ୍ରନ୍‌ ହାୟର ସେକେଣ୍ଡାରୀ ସ୍କୁଲ ଏବଂ ଟେଟ୍ରାହେଡ୍ରନ୍‌ ଓମେନ୍ସ ହାୟର ସେକେଣ୍ଡାରୀ ସ୍କୁଲ)ର ଉଲ୍ଲେଖନୀୟ ସଫଳତା ସହ ଯୁକ୍ତ୨ ବିଜ୍ଞାନ...

ଭାରତୀ ଆକ୍ସାର ନୂତନ ଉତ୍ପାଦ

ଭୁବନେଶ୍ୱର,୨୬।୫: ପ୍ଲସ୍‌’ସ୍କିମ (ଯୋଜନା)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହା ହେଉଛି, ଏକ ୟୁନିଟ୍‌ ଲିଙ୍କଡ୍‌ ବୀମା ଯୋଜନା। ଯାହାକୁ ବଜାର ଲିଙ୍କ୍‌ ସହିତ ବାର୍ଷିକ ପ୍ରିମିୟମ୍‌ର ୧୦୦ଗୁଣା ପର୍ଯ୍ୟନ୍ତ ବୀମା ପ୍ରଦାନ କରିବା ଲାଗି ପ୍ରସ୍ତୁତ...

ସୋନିର ନୂତନ ବ୍ରାଭିଆ ୨ସିରିଜ

ଭୁବନେଶ୍ୱର,୨୭।୫: ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରାଭିଆ ୨ସିରିଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଥିରେ ୪କେ ଅଲଟ୍ରା ଏଚଡି ଏଲଇଡି ଡିସପ୍ଲେ ପ୍ରଯୁକ୍ତି ସାମିଲ ଥିଲାବେଳେ ଗୁଗଲ୍‌ ଟିଭି ସହିତ ଏହା...

କଟକରେ ଲାଲଚାନ୍ଦର ୨ୟ ଶୋ’ରୁମ୍‌

ଭୁବନେଶ୍ୱର,୨୭।୫(ଅଭୟ ଦାଶ): ଲାଲଚାନ୍ଦ ଜୁଏଲର୍ସର ନୂତନ ତଥା ୨ୟ ଶୋ’ରୁମ ରବିବାର କଟକର ସିଡିଏସ୍ଥିତ ସେକ୍ଟର୬ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ...

ଆୟକର ନାଁରେ ଆସୁଛି ନକଲି ନୋଟିସ: ସତର୍କ ରହିବାକୁ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର,୨୭।୫: (ଅନୁରାଧା ମହାରଣା): ଆୟକର ବିଭାଗ ନାମରେ କର ପୈଠରେ ଖିଲାପ ନେଇ ନୋଟିସ ପାଇବା କ୍ଷଣି ସାଧାରଣ ଲୋକ ବିବ୍ରତ ହୋଇପଡ଼ନ୍ତି। କିଛି ବିଚାର ନକରି ତୁରନ୍ତ ମୋବାଇଲକୁ ମେସେଜ୍‌ ଆସିଥିବା ଲିଙ୍କ ଉଫରେ କ୍ଲିକ୍‌ କରି ଟଙ୍କା...

ଉତ୍କଳ ହୋଣ୍ଡାର ସ୍ମାର୍ଟ ଓ୍ବାର୍କଶପ୍‌

ଭୁବନେଶ୍ୱର,୨୬।୫ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ନୂତନ ଅଭିଯାନ ‘ସ୍ମାର୍ଟ ଓ୍ବାର୍କଶପ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଗ୍ରାହକଙ୍କୁ ଗୁଣାତ୍ମକ ଓ ବିକ୍ରି ପରବର୍ତ୍ତୀ ସେବା (ସର୍ଭିସିଂ) ଯୋଗାଇଦେବା ପାଇଁ କମ୍ପାନୀ ପକ୍ଷରୁ ଏଭଳି ଏକ ସୁବିଧାର ଶୁଭାରମ୍ଭ...

ଜୟ ଆଲୁକ୍କାସ୍‌ର ହ୍ୟୁଷ୍ଟନ୍‌ ଆଉଟ୍‌ଲେଟ୍‌ ପୁନଃ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୫ (ଅଭୟ ଦାଶ)ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଗହଣା ବ୍ରାଣ୍ଡ୍‌ ‘ଜୟ ଆଲୁକ୍କାସ’ର ଆମେରିକାସ୍ଥିତ ହ୍ୟୁଷ୍ଟନ୍‌ଠାରେ ଥିବା ଆଉଟ୍‌ଲେଟର ପୁନଃ ଉଦ୍‌ଘାଟନ ନିକଟରେ ହୋଇଯାଇଛି। ଏପରିକି ଆମେରିକାର ଟେକ୍ସାସ୍‌ସ୍ଥିତ ହ୍ୟୁଷ୍ଟନ୍‌ ଶୋ’ରୁମ୍‌(ଆଉଟ୍‌ଲେଟ)ର ନବୀକରଣ ବିଶ୍ୱସ୍ତରୀୟ ମାନର ହୋଇଥିବାବେଳେ...

୩୮.୨୩୮ କୋଟିର ନୂଆ ପ୍ରିମିୟମ

ଭୁବନେଶ୍ୱର,୨୬।୫ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏସ୍‌ବିଆଇ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ୨୦୨୩-୨୪ ଆର୍ଥିକ ବର୍ଷରେ ୨୯% ବୃଦ୍ଧି ସହ ୩୮,୨୩୮କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ ପଞ୍ଜୀକରଣ କରିଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ପ୍ରିମିୟମ ୨୯,୫୮୯କୋଟି ଟଙ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri