ବାଣିଜ୍ୟ

ଘରୋଇ ସହାୟକ, ଡ୍ରାଇଭରଙ୍କୁ ମିଳିବ ପିଏଫ୍‌

ନୂଆଦିଲ୍ଲୀ,୨୮-୮: ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ସାମାଜିକ ସୁରକ୍ଷା ଉପରେ ଅଧିକ ଦୃଷ୍ଟିନିବଦ୍ଧ କରିଛନ୍ତି। କର୍ମଚାରୀ ଭବିଷ୍ୟନିଧି ଆଇନରେ ଆବଶ୍ୟକ ସଂଶୋଧନ ଆଣି ଘରୋଇ ସହାୟକ, ଡ୍ରାଇଭର ଭଳି ସେଲ୍ଫ ହେଲ୍ପ ବ୍ୟକ୍ତିମାନଙ୍କୁ ଇପିଏଫ୍‌ରେ ସାମିଲ କରିବାକୁ ସରକାର ଉଦ୍ୟମ...

ବିମାନଠୁ ଅଧା ହେବ ତେଜସ୍‌ ଭଡା

ନୂଆଦିଲ୍ଲୀ,୨୮-୮: ରେଲଓ୍ବେର ସହାୟକ କମ୍ପାନୀ ଆଇଆର୍‌ସିଟିସି ଦ୍ୱାରା ପରିଚାଳିତ ହେବାକୁ ଥିବା ଦୁଇଟି ତେଜସ୍‌ ଏକ୍ସପ୍ରେସ ଟ୍ରେନର ଭଡ଼ା ସେହି ମାର୍ଗରେ ଚାଲୁଥିବା ସମସ୍ତ ବିମାନ ତୁଳନାରେ ୫୦% କମ୍‌ ହେବ ବୋଲି ମଙ୍ଗଳବାର ଏ ସମ୍ପର୍କରେ ସୂଚନା ମିଳିଛି।...

ବଦଳିପାରେ ଏଟିଏମ୍‌ରୁ ଟଙ୍କା କାଢ଼ିବା ନିୟମ; ଦୁଇଟି ଉଠାଣ ମଧ୍ୟରେ ୬-୧୨ ଘଣ୍ଟା ସମୟ ଧାର୍ଯ୍ୟ ବିଚାର

ନୂଆଦିଲ୍ଲୀ,୨୮-୮: ଏଟିଏମ୍‌ରୁ ଟଙ୍କା ଉଠାଇବା ଆଜି ସାଧାରଣ ଘଟଣା ହୋଇଗଲାଣି। ତେବେ ଏହା ସାଙ୍ଗକୁ ଏଟିଏମ୍‌ ଠକାମୀ ମଧ୍ୟ ସେହି ଅନୁପାତରେ ବଢ଼ିବାରେ ଲାଗିଛି। ଗ୍ରାହକଙ୍କୁ ଏଥିରୁ ରକ୍ଷା କରିବା ଲାଗି ଦିଲ୍ଲୀ ଷ୍ଟେଟ୍‌ ଲେଭଲ ବ୍ୟାଙ୍କର୍ସ କମିଟି(ଏସ୍‌ଏ୍‌ଲବିସି) କେତେକ...

ମାନ୍ଦାବସ୍ଥା ବିରୋଧରେ ଅସ୍ତ୍ର ହେବ ଆର୍‌ବିଆଇ ପୁଞ୍ଜି

ମୁମ୍ବାଇ,୨୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସରକାରଙ୍କୁ ଲାଭାଂଶ ବାବଦରେ ୧.୭୬ ଲକ୍ଷ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ଏହି ପୁଞ୍ଜି ମୋଦି ସରକାରଙ୍କ ଲାଗି ମାନ୍ଦାବସ୍ଥା ସହ ଲଢ଼ିବାରେ ଉପଯୁକ୍ତ ଅସ୍ତ୍ର ହେବାକୁ ଯାଉଛି। ଏହା ନିବେଶ ବଢ଼ାଇବା...

ଖସୁଛି ଆର୍ଥିକ ଅଭିବୃଦ୍ଧି ହାର; ତ୍ୱରିତ ସୁଧାର ସମ୍ଭାବନା କମ୍‌

ନୂଆଦିଲ୍ଲୀ, ୨୮-୮: ଦେଶର ଆର୍ଥତ୍କ ଅଭିବୃଦ୍ଧି ହାର ଖସୁଛି। ଏଥିରେ ତୁରନ୍ତ ସୁଧାର ଆସିବାର ସମ୍ଭାବନା କମ୍‌ ରହିଥିବା ବଜାର ବିଶେଷଜ୍ଞମାନେ କହୁଛନ୍ତି। ଦେଶ ମଧ୍ୟରେ ବିଗିଡିଥିବା ଆର୍ଥତ୍କ ଢାଞ୍ଚାରେ ତ୍ୱରିତ ଉନ୍ନତି ଆସୁ ନ ଥିବାରୁ ଏହାର ପ୍ରଭାବ...

ଦୁର୍ନୀତି ବିରୋଧରେ ଲଢ଼େଇ;ବିଦା ହେଲେ ଆହୁରି ୨୨ ଆୟକର ଅଧିକାରୀ

ନୂଆଦିଲ୍ଲୀ,୨୭-୮: ଦୁର୍ନୀତି ବିରୋଧରେ ନରେନ୍ଦ୍ର ମୋଦି ସରକାର ୨.୦ ଦୃଢ଼ ମନୋଭାବ ଆପଣାଇଛନ୍ତି। ସରକାରୀ ବିଭାଗରେ ବ୍ୟାପିଥିବା ଦୁର୍ନୀତିକୁ ଦୂର କରିବା ଲାଗି ଏବେ ଅଭିଯାନ ଆରମ୍ଭ ହୋଇଛି। ଦୁର୍ନୀତି ଓ ଅନ୍ୟ ମାମଲାରେ ଅଭିଯୁକ୍ତ ଅଧିକାରୀଙ୍କୁ ବିଦା କରିବା...

ଦେଶରେ ସୁନା ଦର;ବର୍ଷକରେ ୮, ଦଶନ୍ଧିରେ ୨୭ ହଜାର ଟଙ୍କା ବଢ଼ିଛି

ନୂଆଦିଲ୍ଲୀ,୨୭-୮: ଗତ ଏକ ଦଶନ୍ଧି ଭିତରେ ଦେଶରେ ସୁନା ଦର(୨୪ କ୍ୟାରେଟ ପ୍ରତି ୧୦ ଗ୍ରାମ) ଅତ୍ୟଧିକ ବଢ଼ିଯାଇଛି। ୧୯୬୪ରେ ସୁନା ଦର ୬୩.୨୫ ଟଙ୍କା ପ୍ରତି ୧୦ ଗ୍ରାମ୍‌ ଥିଲା। ୨୦୦୮ରେ ଏହା ୧୨୫୦୦ ଟଙ୍କାକୁ ବୃଦ୍ଧି ପାଇଥିଲା।...

ବିମାନରେ ଆପଲର କିଛି ଲାପ୍‌ଟପ ବ୍ୟାନ୍‌

ନୂଆଦିଲ୍ଲୀ,୨୭-୮: ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ବିମାନରେ ଆପଲ୍‌ ମ୍ୟାକ୍‌ବୁକ୍‌ ପ୍ରୋର ଲାପ୍‌ଟପ୍‌ର କିଛି ମଡେଲ ନେବା ଉପରେ କଟକଣା ଜାରି କରିଛି। ଏହି ଲାପ୍‌ଟପ୍‌ର ବ୍ୟାଟେରୀ ଅଧିକ ଗରମ ହୋଇ ନିଆଁ ଲାଗି ଯାଉଥିବାରୁ ସମ୍ଭାବ୍ୟ ବିପଦକୁ ଦେଖି...

ଫିକ୍କି ସର୍ଭେ: ଆର୍ଥିକ ବିକାଶ ହାର ୬% ରହିବ

ନୂଆଦିଲ୍ଲୀ,୨୭-୮: ଦେଶର ଆର୍ଥିକ ବିକାଶ ହାର ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ହାରାହାରି ୬ ପ୍ରତିଶତ ରହିବ ବୋଲି ଉଦ୍ୟୋଗ ଜଗତ ପ୍ରତିନିଧି ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଫିକ୍କି) ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ...

୧୧ବର୍ଷର ସର୍ବନିମ୍ନ ସ୍ତରରେ ୟୁଆନ

ନୂଆଦିଲ୍ଲୀ,୨୭-୮: ଆମେରିକା ସହ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧ କାରଣରୁ ଚାଇନାର ମୁଦ୍ରା ୟୁଆନ ସୋମବାର ଡଲାର ମୁକାବିଲାରେ ୧୧ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ୟାଇଛି। ଏବେ ଗୋଟିଏ ଡଲାର ବିନିମୟରେ ୟୁଆନ୍‌ ମୂଲ୍ୟ ୭.୧୪୮୭ ରହିଛି। ହଂକଂରେ ଗତ...

ସେନସେକ୍ସ ୭୯୩ ପଏଣ୍ଟ ବଢ଼ିଲା;୨.୪୧ ଲକ୍ଷ କୋଟି ସହ ନିବେଶକ ମାଲାମାଲ

ମୁମ୍ବାଇ,୨୭-୮: ସରକାରଙ୍କ ପକ୍ଷରୁ ଆର୍ଥିକ ପ୍ରୋତ୍ସାହନ ଘୋଷଣା ଏବଂ ଆଗାମୀ ଦିନରେ ଚାଇନା ଓ ଆମେରିକା ମଧ୍ୟରେ ପୁନର୍ବାର ବାଣିଜ୍ୟ ଯୁଦ୍ଧ ନେଇ ଆଲୋଚନା ହେବାର ସମ୍ଭାବନା ଭିତରେ ସୋମବାର ଦେଶର ଷ୍ଟକ୍‌ ଏକ୍ସଚେଞ୍ଜରେ ବେଶ ବୃଦ୍ଧି ପରିଲକ୍ଷିତ ହୋଇଛି।...

ପିଆଜର ଦରବୃଦ୍ଧି ନେଇ ବଢ଼ିଲା ଚିନ୍ତା;୫୦ହଜାର ଟନ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଦେଶରେ ପିଆଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri