ବାଣିଜ୍ୟ

ଅର୍ଥନୀତି ଧିମା ପଡିଥିବା ଗଭର୍ନରଙ୍କ ସ୍ବୀକାର

ମୁମ୍ବାଇ,୨୦-୮: ବର୍ତ୍ତମାନ ଦେଶର ଅର୍ଥନୀତି ଧିମା ହୋଇଯାଇଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସ୍ବୀକାର କରିଛନ୍ତି। ଏଥିଯୋଗୁ ଆଭ୍ୟନ୍ତରୀଣ ଓ ବାହ୍ୟ ଉଭୟ ସ୍ତରରେ ବଡ ଆହ୍ବାନ ରହିଛି। ତେବେ ଲୋକେ ନିରାଶାବାଦୀ ନ ହୋଇ...

ମୋବାଇଲ ଫୋନ ରପ୍ତାନି;ଭାରତ ୨୧ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୦ -୮: ମୋବାଇଲ ଫୋନ ରପ୍ତାନି କ୍ଷେତ୍ରରେ ଭାରତ ଗତବର୍ଷ ବେଶ ଅଭିବୃଦ୍ଧି ହାସଲ କରିଛି। ଫଳରେ ଏହା ୨୧ ସ୍ଥାନ ଉପରକୁ ଉଠି ରପ୍ତାନିକାରୀ ଦେଶଙ୍କ ତାଲିକାର ୧୭ତମ ସ୍ଥାନରେ ପହଞ୍ଚତ୍ଛି। ଗତବର୍ଷ ଭାରତୀୟ କମ୍ପାନୀମାନେ ୧.୦୭ ବିଲିୟନ...

ବିଶାଖାପଟ୍ଟନମ-ବିଜୟଓ୍ବାଡା ମଧ୍ୟରେ ଚାଲିବ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ

ନୂଆଦିଲ୍ଲୀ,୨୦-୮: ଭାରତୀୟ ରେଲଓ୍ବେ ପକ୍ଷରୁ ଦ୍ୱିତୀୟ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ ପୂର୍ବତଟ ରେଳପଥ ବିଶାଖାପଟ୍ଟନମ ଓ ବିଜୟଓ୍ବାଡା ମଧ୍ୟରେ ଚାଲିବ ବୋଲି ରେଲଓ୍ବେର ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ପ୍ରଥମ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ...

କର୍ପୋରେଟ ଟିକସକୁ ଧୀରେ ଧୀରେ କମାଯିବ: ସୀତାରାମନ୍‌

ନୂଆଦିଲ୍ଲୀ,୨୦-୮: କର୍ପୋରେଟ ଟିକସକୁ ଧୀରେ ଧୀରେ ୨୫%କୁ ହ୍ରାସ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି। ଦେଶ ପାଇଁ ସମ୍ପତ୍ତି ସୃଷ୍ଟି କରୁଥିବା ଉଦ୍ୟୋଗ ଜଗତକୁ ଯଥାସମ୍ଭବ ସହାୟତା ପ୍ରଦାନ କରାଯିବ ଏବଂ କର୍ପୋରେଟ ଟିକସକୁ...

୬ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଲା ଟଙ୍କା

ନୂଆଦିଲ୍ଲୀ,୨୦-୮: ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଧାରା ଲାଗି ରହିଛି। ସୋମବାର ଏହା ୨୯ ପଇସା ହ୍ରାସ ସହ ୬ ମାସର ସର୍ବନିମ୍ନ ସ୍ତର ୭୧.୪୩ ରେ ପହଞ୍ଚତ୍ଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବଢ଼ିବା ତଥା...

୯ ପ୍ରମୁଖ ସହରରେ ବିକ୍ରି ହୋଇନି ୪ ଲକ୍ଷ ଶସ୍ତା ଫ୍ଲାଟ୍‌

ନୂଆଦିଲ୍ଲୀ,୧୯-୮: ଶସ୍ତା ଘର ଚାହିଦା ବୃଦ୍ଧି ପାଇବା ସତ୍ତ୍ୱେ ଦେଶର ୯ ସହରରେ ୪.୧୨ ଲକ୍ଷ ଏଭଳି ଆପାର୍ଟମେଣ୍ଟ ଅଥବା ଫ୍ଲାଟ୍‌ ବିକ୍ରି ହୋଇପାରିନାହିଁ। ଏହି ଫ୍ଲାଟ୍‌ଗୁଡ଼ିକର ମୂଲ୍ୟ ୪୫ ଲକ୍ଷ ଟଙ୍କା ଭିତରେ ରହିଛି। ସମ୍ପତ୍ତି କିଣାବିକା ସେବା...

ଉଦାହରଣ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ; ସିଓଲ ଶାନ୍ତି ପୁରସ୍କାର ପାଇଁ ଟିକସ ଦେବେ

ନୂଆଦିଲ୍ଲୀ,୧୯-୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକସଦାତାଙ୍କ ସମ୍ମୁଖରେ ଏକ ଉଦାହରଣ ଉପସ୍ଥାପନ କରିଛନ୍ତି। ସେ ସିଓଲ ଶାନ୍ତି ପୁରସ୍କାର ବାବଦରେ ପାଇଥିବା ୧.୩ କୋଟି ଟଙ୍କା ରାଶି ଉପରେ ଟିକସ ଦେବେ। ପ୍ରଧାନମନ୍ତ୍ରୀ ମୋଦି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ...

ଅର୍ଥନୀତି ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହେବ ବିଳମ୍ବ;ଆହୁରି ୮ ବୈଠକରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୧୯-୮: ଅର୍ଥନୀତିକୁ ଦ୍ରୁତତର କରିବା ଲାଗି ଆର୍ଥିକ ପ୍ୟାକେଜ ଘୋଷଣା କରିବା ଆହୁରି ବିଳମ୍ବ ହେବ। କାରଣ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସାରା ଦେଶରେ ଆହୁରି ୮ ବୈଠକରେ ଯୋଗ ଦେବେ। ଏହାପରେ ବିଚାର ବିମର୍ଷ ପରେ ପ୍ୟାକେଜ...

ଏଣିକି ଧମକପୂର୍ଣ୍ଣ ଚିଠି ପଠାଇବ ନାହିଁ ଆୟକର ବିଭାଗ;ରିଟର୍ନରେ ତ୍ରୁଟି ଥିଲେ ବନ୍ଧୁତ୍ୱପୂର୍ଣ୍ଣ ମେସେଜ୍‌ ଆସିବ

ନୂଆଦିଲ୍ଲୀ,୧୯-୮: ଆୟକର ବିଭାଗ ଦେଶରେ ଟିକସ ଆତଙ୍କବାଦ ଚଳାଇଛି ବୋଲି ଉଦ୍ୟୋଗ ଜଗତ ଏବଂ ବ୍ୟକ୍ତିଗତ ଟିକସଦାତା ଅଭିଯୋଗ କରିଆସୁଛନ୍ତି। ସରକାର ଯେତେ ଯାହା କହିଲେ ମଧ୍ୟ ଆୟକର ଅଧିକାରୀଙ୍କ ମନୋଭାବରେ ପରିବର୍ତ୍ତନ ହେଉଥିବାର ଦେଖାଯାଉନାହିଁ। ଆୟକର ଅଧିକାରୀମାନେ ଟିକସଦାତାଙ୍କ...

ଆମେରିକାର ସରକାରୀ ସିକ୍ୟୁରିଟିଜରେ ଭାରତର ନିବେଶ ୬ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୧୯-୮: ଆମେରିକାରେ ଭାରତର ନିବେଶ ଧୀରେ ଧୀରେ ବଢ଼ିବାରେ ଲାଗିଛି। ସେ ଦେଶର ସରକାରୀ ସିକ୍ୟୁରିଟିଜରେ ଭାରତର ନିବେଶ ୬ ବିଲିୟନ ଡଲାର ବୃଦ୍ଧି ପାଇ ଜୁନ୍‌ ଶେଷ ସୁଦ୍ଧା ୧୬୨.୭୦ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏହା ଅତିକମ୍‌ରେ ଗୋଟିଏ...

କ୍ଷୁଦ୍ର ଋଣଗ୍ରହୀତାଙ୍କ ଋଣ ଛାଡ଼ କରିବେ ସରକାର

ନୂଆଦିଲ୍ଲୀ,୧୯-୮: କ୍ଷୁଦ୍ର ଋଣଗ୍ରହୀତାଙ୍କ ଋଣ ଛାଡ଼ ଲାଗି ଏକ ଯୋଜନା କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ଅଧୀନରେ କ୍ଷୁଦ୍ର ଋଣଗ୍ରହୀତାଙ୍କ ଋଣ ଛାଡ଼ ପାଇଁ ବିଚାର କରାଯାଉଛି। ଆଇବିସିର ଫ୍ରେଶ୍‌ ଷ୍ଟାର୍ଟ ବ୍ୟବସ୍ଥା ଅଧୀନରେ...

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଶାଖା ସ୍ତରରୁ ପରାମର୍ଶ ଗ୍ରହଣ

ନୂଆଦିଲ୍ଲୀ, ୧୯-୮: ପାଞ୍ଚ ବର୍ଷରେ ୫ ଟ୍ରିଲିୟନ ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ ଦିଗରେ ବ୍ୟାଙ୍କଗୁଡିକର ଯୋଗଦାନ ତଥା ଆଗାମୀ କାର୍ଯ୍ୟପନ୍ଥା ନେଇ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ସେମାନଙ୍କ ଶାଖା ସ୍ତରରୁ ପରାମର୍ଶ ଗ୍ରହଣ କରିଛି। ସାରା ଦେଶରେ ଚଳିତ ମାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri