ବାଣିଜ୍ୟ

ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ : ଆମେରିକାରେ ଗ୍ରୀନ୍‌ କାର୍ଡ ସୀମା ହଟିବ

ଓ୍ବାଶିଂଟନ,୧୨।୭:  ଗ୍ରୀନ୍‌ କାର୍ଡ ଜାରି ରଖିବାର ବର୍ତ୍ତମାନର ୭ ପ୍ରତିଶତ ସୀମାକୁ ହଟାଇବା ଲାଗି ଆଗତ ଏକ ବିଲ୍‌କୁ ଆମେରିକା ପାର୍ଲାମେଣ୍ଟ ବୁଧବାର ଅନୁମୋଦନ କରିଛି। ଆମେରିକାରେ ସ୍ଥାୟୀ ଭାବେ ବସବାସ କରିବା ତଥା କାମ କରିବା ଲାଗି ଗ୍ରୀନ୍‌...

ଇ-ବାଣିଜ୍ୟ କାରବାରରେ ପାଦ ଥାପିବ ବିଓବି

ନୂଆଦିଲ୍ଲୀ,୧୨।୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ଇ-ବାଣିଜ୍ୟ କାରବାରରେ ପାଦ ଥାପିବାକୁ ଯାଉଛି। ଏହା ଅନ୍‌ଲାଇନ ବଜାର ମଞ୍ଚରୁ ବ୍ୟାଙ୍କ ସେବା ତଥା କୃଷି ସମ୍ପର୍କିତ ଉତ୍ପାଦ ଉପସ୍ଥାପନ କରିବ। ବ୍ୟାଙ୍କ ପକ୍ଷରୁ କ୍ୟାଟାଲଗ୍‌ ତଥା କ୍ରୟ ମ୍ୟାନେଜମେଣ୍ଟ,...

ଚୋକ୍‌ସିଙ୍କ ୨୪.୭୭ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୨।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ଦେଶ ତଥା ବିଦେଶରେ ଥିବା ୨୪.୭୭ କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ଜବତ ହୋଇଥିବା ସମ୍ପତ୍ତି ମଧ୍ୟରେ...

ମାଲ୍ୟାଙ୍କ ସମ୍ପତ୍ତି ଜବତକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୨।୭ : ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବମ୍ବେ ହାଇକୋର୍ଟରୁ ଗୁରୁବାର ଜୋରଦାର ଝଟକା ଲାଗିଛି। ସମ୍ପତ୍ତି ଜବତ ଉପରେ କଟକଣା ଲାଗୁ କରିବା ଲାଗି ମାଲ୍ୟାଙ୍କ ପକ୍ଷରୁ ଆଗତ ମାମଲାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ମାଲ୍ୟାଙ୍କ...

ବୟନିକାର ୧୫୦ କୋଟି କାରବାର ଲକ୍ଷ୍ୟ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ୨୦୧୮-୧୯ ଆର୍ଥତ୍କ ବର୍ଷରେ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ବୟନିକା ୧୧୭ କୋଟି ଟଙ୍କାର କାରବାର କରିବାକୁ ସକ୍ଷମ ହୋଇଛି। ଚଳିତବର୍ଷ ୧୫୦ କୋଟି ଟଙ୍କାର କାରବାର କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ଏଠାରେ ଅନୁଷ୍ଠିତ ବୟନିକାର...

ସୁନା ୩୬ ହଜାର ଛୁଇଁବ

ନୂଆଦିଲ୍ଲୀ,୧୨।୭: ଆମେରିକା ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ସୁଧ ହାର କମାଯାଇପାରେ ବୋଲି ଫେଡେରାଲ ରିଜର୍ଭ ଅଧ୍ୟକ୍ଷ ଜେରମ ପାଓ୍ବେଲ ମନ୍ତବ୍ୟ ଦେବା ପରେ ସୁନା ବଜାରରେ ହଇଚଇ ସୃଷ୍ଟି ହୋଇଛି। ନିବେଶକମାନେ ସୁନାରେ ନିବେଶ କରିବା ସୁରକ୍ଷିତ ମନେ...

୨୧,୭୦୦ କୋଟିର ସମ୍ପତ୍ତି ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୧୨।୭ : ଏକ ସମୟରେ ଦେଶର ଶ୍ରେଷ୍ଠ ଧନୀଙ୍କ ମଧ୍ୟରେ ଗଣା ହେଉଥିବା ରିଲାଏନ୍ସ ଏଡିଏଜି ଗ୍ରୁପ୍‌ ମାଲିକ ଅନିଲ ଅମ୍ବାନୀ ଏବେ ଋଣ ପରିଶୋଧ ପାଇଁ ନିଜର ସମ୍ପତ୍ତି ବିକିବାରେ ଲାଗିଛନ୍ତି। ସଡ଼କଠାରୁ ଆରମ୍ଭ କରି ରେଡିଓ ଷ୍ଟେଶନ...

ପିସିଏରୁ ବାହାରିବ ୟୁକୋ ବ୍ୟାଙ୍କ

ଭୁବନେଶ୍ୱର,୧୨।୭(ବ୍ୟୁରୋ) : ରାଷ୍ଟ୍ରାୟତ୍ତ ୟୁକୋ ବ୍ୟାଙ୍କ ଗତବର୍ଷ ମାର୍ଚ୍ଚ ତ୍ରୈମାସଠାରୁ ଏହାର ପରିଚାଳନାଗତ ଲାଭରେ ଅଭିବୃଦ୍ଧି ହାସଲ କରୁଛି। ପରିଚଳନାରେ ଉନ୍ନତି ଆଣିବା ଲାଗି ଅନାଦାୟ ଋଣ (ଏନ୍‌ପିଏ) ଅସୁଲ ଉପରେ ବ୍ୟାଙ୍କ ବର୍ତ୍ତମାନ ଧ୍ୟାନ କେନ୍ଦ୍ରିତ କରୁଛି। ପ୍ରତି...

ସମ୍ପତ୍ତି ଲିଜ୍‌ ଦେବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୧୨।୭ : ଟେଲିକମ୍‌ କ୍ଷେତ୍ରରେ ଘରୋଇ ଖେଳାଳିଙ୍କ ସହ ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରୁ ନ ଥିବାରୁ ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌)ର ଆୟ ଦିନକୁ ଦିନ କମିବାରେ ଲାଗିଛି। ଫଳସ୍ବରୂପ ଏହା ପ୍ରତିବର୍ଷ କ୍ଷତି ସହିଚାଲିଛି। ଏଭଳି...

୧୦୦ କୋଟିରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି ୪୪୮ ସଂସ୍ଥା

ନୂଆଦିଲ୍ଲୀ,୧୧-୭: ଗତ ଗୋଟିଏ ବର୍ଷ ମଧ୍ୟରେ ଦେଶର ୪୪୮ ସଂସ୍ଥା ପ୍ରତ୍ୟେକ ୧୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି। ଏହି ସଂସ୍ଥାଗୁଡିକ ମିଳିତ ଭାବେ ୫.୫୬ ଲକ୍ଷ କୋଟି ଟଙ୍କା ଉଠାଇଥିବା ଜଣା ପଡିଛି। ଏଭଳି ଉଠାଣକୁ ନଜରରେ...

ପାସେଞ୍ଜର ଯାନ ବିକ୍ରି ୧୮% କମିଲା

ନୂଆଦିଲ୍ଲୀ,୧୧-୭: ଚଳିତ ବର୍ଷ ଜୁନମାସରେ ପାସେଞ୍ଜର ଯାନ ବିକ୍ରି ୧୭.୫୪% ହ୍ରାସ ଘଟି ୨.୨୫ ଲକ୍ଷ ୟୁନିଟ ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୭୩ ଲକ୍ଷ ୟୁନିଟ ରହିଥିଲା। ଦେଶ ମଧ୍ୟରେ କାର ବିକ୍ରି ୨୪.୯୭% ହ୍ରାସ...

ଜନଧନ ଜମା ୧ ଲକ୍ଷ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧୧-୭: ଜନଧନ ଯୋଜନାରେ ଖୋଲାଯାଇଥିବା ଆକାଉଣ୍ଟଗୁଡିକରେ ଜମା ପରିମାଣ ୧ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି ଯୋଜନା ୫ ବର୍ଷ ତଳେ ଆରମ୍ଭ କରାଯାଇଥିଲା। ଅର୍ଥମନ୍ତ୍ରଣାଳୟ ତଥ୍ୟ ମୁତାବକ ଏହି ଜମା ୩୬.୦୬ କୋଟି ଆକାଉଣ୍ଟରେ ରହିଛି। ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri