ବାଣିଜ୍ୟ

ଭି.ଜି. ସିଦ୍ଧାର୍ଥଙ୍କ ମୃତ୍ୟୁର କାରଣ: ଋଣ ଜାଲରେ ଛନ୍ଦି ହୋଇଥିଲେ

ନୂଆଦିଲ୍ଲୀ,୧।୮: ଦେଶର ପ୍ରଖ୍ୟାତ କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟାକୁ ନେଇ ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ତେବେ ପ୍ରଶ୍ନ ଉଠୁଛି, ଏଭଳି ଦୁର୍ଭାଗ୍ୟପୂର୍ଣ୍ଣ ନିଷ୍ପତ୍ତି କାହିଁକି ସେ ନେଲେ। ନିଜର ବ୍ୟବସାୟ ବୃଦ୍ଧି ପାଇଁ...

ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ ମିଶ୍ରଣ ଉଦ୍ୟମ

ନୂଆଦିଲ୍ଲୀ,୩୧-୭: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ ଲିିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ମିଶାଇ ଦେବା ଲାଗି ଉଦ୍ୟମ କରୁଛନ୍ତି। ଟେଲିକମ ବିଭାଗ(ଡିଓଟି) ଏ ସମ୍ପର୍କରେ ଆଗତ ପ୍ରସ୍ତାବକୁ ବିଚାର କରୁଛି। ତେବେ...

କାଠଗଡ଼ାରେ ଋଣପ୍ରଦାନକାରୀ,ଆୟକର ବିଭାଗ; କ୍ୟାଫେ କଫି ଡେ ମାଲିକ ଭି.ଜି.ସିଦ୍ଧାର୍ଥ ନିଖୋଜ

ନୂଆଦିଲ୍ଲୀ,୩୧-୭: କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ପ୍ରତିଷ୍ଠାତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌.କ୍ରିଷ୍ଣାଙ୍କ ଜ୍ୱାଇଁ ଭି.ଜି.ସିଦ୍ଧାର୍ଥ ସୋମବାର ରାତିରୁ ନିଖୋଜ ହୋଇଯାଇଛନ୍ତି। ତାଙ୍କୁ ଖୋଜାଖୋଜି କରିବା ଲାଗି ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଥିବା ବେଳେ...

ଚାଇନାରୁ ଭାରତକୁ ଆସୁଛି ଜୁଏଲାରୀ କମ୍ପାନୀ

ନୂଆଦିଲ୍ଲୀ,୩୧-୭: ଆମେରିକା ସହ ଜାରି ଟ୍ରେଡ୍‌ ଓ୍ବାର୍‌ ଯୋଗୁ ଏବେ ଶୀର୍ଷ ଜୁଏଲାରୀ କମ୍ପାନୀ ନିଜର କାରଖାନାକୁ ଚାଇନାରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଇଣ୍ଡସଇଣ୍ଡ ବ୍ୟାଙ୍କ ସିଇଓ ରମେଶ ସୋବ୍‌ତୀ ଏକ ସାକ୍ଷାତ୍‌କାରରେ କହିଛନ୍ତି ଯେ, ଜେମ୍ସ ଆଣ୍ଡ ଜୁଏଲାରୀ...

ଅବସର ନେଲେ ଅଜୀମ ପ୍ରେମଜୀ

ନୂଆଦିଲ୍ଲୀ,୩୧-୭: ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋ ଚେୟାରମ୍ୟାନ୍‌ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଅଜିମ ପ୍ରେମଜୀ ମଙ୍ଗଳବାର ଅବସର ନେଇଛନ୍ତି। ଆଜିର ଦିନରେ ସେ ଅବସର ନେବେ ବୋଲି ପୂର୍ବରୁ ସେ ଘୋଷଣା କରିସାରିଥିଲେ। ବୁଧବାର ତାଙ୍କ ପୁତ୍ର...

ନିଯୁକ୍ତି ହ୍ରାସ କରାଯିବ ନାହିଁ: ରେଲଓ୍ବେ

ନୂଆଦିଲ୍ଲୀ,୩୧-୭: ରେଲଓ୍ବେରେ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ। ତେବେ ନିୟମିତ କାର୍ଯ୍ୟଧାରାର ସମୀକ୍ଷା ଲାଗି ଜୋନାଲ କାର୍ଯ୍ୟାଳୟଗୁଡ଼ିକୁ ପତ୍ର ଲେଖାଯାଇଛି ବୋଲି ସ୍ପଷ୍ଟୀକରଣରେ କୁହାଯାଇଛି। ୫୫ ବର୍ଷରୁ ଊର୍ଦ୍ଧ୍ୱ ଅଥବା ୩୦ ବର୍ଷ କାର୍ଯ୍ୟ କରିସାରିଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ...

ରାଜୀବ କୁମାର କେନ୍ଦ୍ର ଅର୍ଥ ସଚିବ

ନୂଆଦିଲ୍ଲୀ,୩୧-୭: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ଆର୍ଥିକ ସେବା ବିଭାଗ ସଚିବ ଭାବେ ଦାୟିତ୍ୱ ସମ୍ଭାଳୁଥିବା ରାଜୀବ କୁମାର ମନ୍ତ୍ରଣାଳୟର ଅର୍ଥ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିଯୁକ୍ତି ବ୍ୟାପାର କମିଟି ବୈଠକରେ ମଙ୍ଗଳବାର...

୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି

ନୂଆଦିଲ୍ଲୀ,୩୧-୭: ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଭାରତକୁ ୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି, ଯାହା କି ଅଦ୍ୟାବଧି ସର୍ବାଧିକ। ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଷ୍ଟଷ୍ଟ୍ରିଜ ଆଣ୍ଡ ଇଣ୍ଟରନାଲ ଟ୍ରେଡ(ଡିପିଆଇଆଇଟି) ପକ୍ଷରୁ...

ଲୋକ ସଭାରେ ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦିତ

ନୂଆଦିଲ୍ଲୀ,୩୧-୭: ଲୋକ ସଭାରେ ମଙ୍ଗଳବାର ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦନ ଲାଭ କରିଛି। ଫଳରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ନିର୍ଦ୍ଧାରଣ କରିବାରେ ସୁବିଧା ହେବ। ଏହାଛଡ଼ା ସେମାନଙ୍କୁ ପାରିଶ୍ରମିକ/ଦରମା ମିଳିବାରେ ହେଉଥିବା ବିଳମ୍ବ ସମ୍ପର୍କରେ ସହଜରେ ନିଷ୍ପତ୍ତି ନେଇହେବ। ଏହି...

ମିଥ୍ୟା ବିଜ୍ଞାପନ ଦ୍ୱାରା ଠକିଲେ ହେବ ୨ ବର୍ଷ ଜେଲ; ଖାଉଟି ସୁରକ୍ଷା ବିଲ୍‌ ଲୋକ ସଭାରେ ପାସ୍‌

ନୂଆଦିଲ୍ଲୀ,୩୧-୭: ଖାଉଟି ସୁରକ୍ଷା ବିଲ୍‌ ମଙ୍ଗଳବାର ଲୋକସଭାରେ ପାସ୍‌ ହୋଇଛି। ଗ୍ରାହକଙ୍କ ସ୍ବାର୍ଥ ରକ୍ଷା ଦିଗରେ ଏହି ବିଲ୍‌ ସହାୟକ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବିଲ୍‌ କାର୍ଯ୍ୟକାରୀ ହେଲେ ଏକ କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ(ସିସିପିଏ) ଗଠନ ହେବ।...

ଏସ୍‌ବିଆଇ ଜମା ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୩୦-୭: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଜମା ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ସୋମବାର ବ୍ୟାଙ୍କ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ ସ୍ବଳ୍ପ ମିଆଦିର ୧୭୯ ଦିନ ପାଇଁ ସାବଧି ଜମା ଉପରେ...

ଷ୍ଟକ୍‌ ମାର୍କେଟକୁ ଆସିବ ଏଲ୍‌ଆଇସି

ନୂଆଦିଲ୍ଲୀ,୩୦-୭: ମୋଦି ସରକାର ଦେଶର ସର୍ବବୃହତ ଜୀବନ ବୀମା କମ୍ପାନୀ(ଏଲ୍‌ଆଇସି)କୁ ଷ୍ଟକ୍‌ ମାର୍କେଟରେ ତାଲିକାଭୁକ୍ତ କରିବାକୁ ଯୋଜନା କରୁଛନ୍ତି। ଚଳିତ ଆର୍ଥିକ ବର୍ଷରେ ପୁଞ୍ଜିପ୍ରତ୍ୟାହାରରୁ ଅଧିକ ମାତ୍ରାରେ ଅର୍ଥ ଯୋଗାଡ କରିବା ଲାଗି ସରକାର ବଦ୍ଧ ପରିକର। ଏହାର ଅଂଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri