ବାଣିଜ୍ୟ

ବନ୍ଦ ହେବନି ଗରିବ ରଥ

ନୂଆଦିଲ୍ଲୀ,୨୦-୭: ଗରିବ ରଥ ପୂର୍ବ ପରି ଚାଲିବ। ଏଥିରେ ଭଡ଼ା ବୃଦ୍ଧି କରାଯିବ ନାହିଁ ଏବଂ ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଭାରତୀୟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସ୍ପଷ୍ଟୀକରଣ ଦିଆଯାଇଛି। କମ୍‌ ଅର୍ଥରେ ଏସି ଟ୍ରେନରେ ଯାତ୍ରା...

ଡାବର ଇଣ୍ଡିଆ ଅଧ୍ୟକ୍ଷ ହେଲେ ଅମିତ ବର୍ମନ

ନୂଆଦିଲ୍ଲୀ,୨୦-୭: ଦୈନନ୍ଦିନ ବ୍ୟବହାରରେ ଲାଗୁଥିବା ସାମଗ୍ରୀ ଉତ୍ପାଦକ ଡାବର ଇଣ୍ଡିଆର ଅଧ୍ୟକ୍ଷ ଭାବେ ଅମିତ ବର୍ମନଙ୍କୁ ନିଯୁକ୍ତ କରାଯାଇଛି। ଉତ୍ତରାଧିକାରୀ ପରମ୍ପରା ଅନୁଯାୟୀ ତାଙ୍କୁ ଏହି ପଦ ମିଳିଛି। କମ୍ପାନୀ ପକ୍ଷରୁ ଶୁକ୍ରବାର ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଡାବର...

ଏୟାରଟେଲ୍‌କୁ ପଛରେ ପକାଇ ଜିଓ ଦ୍ୱିତୀୟ

ନୂଆଦିଲ୍ଲୀ,୨୦-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ମେ’ରେ ଭାରତୀ ଏୟାରଟେଲକୁ ପଛରେ ପକାଇ ଦେଶର ଦ୍ୱିତୀୟ ସର୍ବବୃହତ ଟେଲିକମ କମ୍ପାନୀ ହେବାର ଗୌରବ ଅର୍ଜନ କରିଛି। ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ(ଟ୍ରାଇ) ପକ୍ଷରୁ ଶୁକ୍ରବାର ପ୍ରକାଶିତ ତଥ୍ୟ...

ବ୍ୟାଙ୍କ ଜାତୀୟକରଣକୁ ପୂରିଲା ୫୦ ବର୍ଷ

ନୂଆଦିଲ୍ଲୀ,୨୦-୭: ଆଜିଠୁ ଦୀର୍ଘ ୫୦ବର୍ଷ ପୂର୍ବେ ୧୯ ଜୁଲାଇ, ୧୯୬୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶର ୧୪ ପ୍ରମୁଖ ବ୍ୟାଙ୍କକୁ ପ୍ରଥମଥର ଜାତୀୟକରଣ କରିଥିଲେ। ୧୯୬୯ ପରେ ୧୯୮୦ରେ ପୁନର୍ବାର ୬ ବ୍ୟାଙ୍କର ଜାତୀୟକରଣ କରାଯାଇଥିଲା। ଶୁକ୍ରବାର ବ୍ୟାଙ୍କ...

୫ ଲକ୍ଷ କୋଟି ଡଲାର ଅର୍ଥନୀତି ନେଇ ପ୍ରଣବଙ୍କ ମନ୍ତବ୍ୟ;କଂଗ୍ରେସ ସରକାର ଯୋଗୁ ଏହା ସମ୍ଭବ ହେବାକୁ ଯାଉଛି

ନୂଆଦିଲ୍ଲୀ,୨୦-୭: ମୋଦି ସରକାର ଦେଶର ଅର୍ଥନୀତିକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବାର ଲକ୍ଷ୍ୟ ରଖିଛନ୍ତି। ଏହା ଉପରେ ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ପ୍ରଣବ ମୁଖାର୍ଜୀ ନିଜର ପ୍ରତିକ୍ରିୟା ପ୍ରକାଶ କରି ମୋଦି ସରକାରଙ୍କୁ...

ସମାବେଶୀ, ସ୍ଥାୟୀ ଅଭିବୃଦ୍ଧି ଲାଗି ସରକାର ବଦ୍ଧପରିକର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୦-୭: କେନ୍ଦ୍ର ସରକାର ସମାବେଶୀ, ସମଗ୍ର ତଥା ସ୍ଥାୟୀ ଅଭିବୃଦ୍ଧି ଲାଗି ବଦ୍ଧପରିକର ଏବଂ ୨୦୨୪ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ ଆଗେଇ ଚାଲିଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ...

ତନିଷ୍କର ଅହଲ୍ୟା କଲେକ୍ସନ ପ୍ରଦର୍ଶିତ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ତନିଷ୍କ ପକ୍ଷରୁ ନୂଆ ଅହଲ୍ୟା କଲେକ୍ସନ ଓଡ଼ିଶାରେ ବଜାର ପ୍ରବେଶ କରିଛି। କମ୍ପାନୀର ଏଭିପି ଏବଂ ରିଟେଲ ମୁଖ୍ୟ ଅରୁଣ ନାରାୟଣ, ଆଞ୍ଚଳିକ ବାଣିଜ୍ୟ ପ୍ରବନ୍ଧକ ଅନିର୍ବାଣ ବାନାର୍ଜି, ଫ୍ରାଞ୍ଚାଇଜି ଓନର ମାନିକ ହଂସ ଏବଂ ଏବିଏମ୍‌...

ବଜାରରେ ସୋନିଅର୍‌ ପ୍ଲାଏ ଉଡ୍‌

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ସୋନିଅର୍‌ ପ୍ଲାଏ ଉଡ୍‌ର କଟକଠାରେ ବଜାର ପ୍ରବେଶ ହୋଇଛି। ଗତ ୩୦ ବର୍ଷ ଧରି କମ୍ପାନୀ ଗ୍ରାହକଙ୍କୁ ଏହାର ପ୍ରଡକ୍ଟ ଯୋଗାଇ ଆସୁଛୁ। ଏହା ପୂର୍ବରୁ ଡୋନିଅର ପ୍ଲାଏ କମ୍ପାନୀ ଭାବେ ପରିଚିତ ରହିଥିଲା। ଏହା ପ୍ଲାଏ,ଭିନିୟର,...

ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ;ସ୍ଥାପନ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ ଲାଗି ରାଜ୍ୟରେ ନୂଆ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଏହି ଧାରାକୁ ଆଗେଇ ନେବା ଲାଗି ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ), ଏନ୍‌ଆଇଟି ରାଉରକେଲା ଏବଂ ଏନ୍‌ଆଇଟି ରାଉରକେଲା ଆଲୁମୁନାଇ ଆସୋସିଏଶନ(ଏନ୍‌ଆଇଟିଆର୍‌ଏଏ) ଚୁକ୍ତିରେ...

ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି ବିକାଶ, ଶିଳ୍ପ, କୃଷି ଏବଂ ଅନ୍ୟ କ୍ଷେତ୍ର ବିକାଶରେ ବ୍ୟାଙ୍କଗୁଡିକ ପ୍ରମୁଖ...

ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଲେଖାଏ ବୋନସ୍‌ ଦେଲା ଓ୍ବିପ୍ରୋ

ବେଙ୍ଗାଲୁରୁ,୧୯-୭: ଦେଶର ଅନ୍ୟତମ ପ୍ରମୁଖ ଆଇଟି କମ୍ପାନୀ ଓ୍ବିପ୍ରୋ ଲିମିଟେଡ ଏହାର ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ବୋନସ୍‌ ପ୍ରଦାନ କରିଛି। ଓ୍ବିପ୍ରୋରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଏବଂ ଅତିକମ୍‌ରେ ୩ ବର୍ଷର ଅଭିଜ୍ଞତା ରହିଛି...

ଭାରତର ଜିଡ଼ିପି ଅନୁମାନ ୭%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୯-୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି) ଅଭିବୃଦ୍ଧି ହାର ଅନୁମାନକୁ ୭.୨ରୁ ୭%କୁ ହ୍ରାସ କରିଛି। ଗୁରୁବାର ଏଡିବି ପକ୍ଷରୁ ଜାରି ରିପୋର୍ଟରେ କୁହାଯାଇଛି ଯେ, ବିକଶିତ ଦେଶଗୁଡ଼ିକର ଆର୍ଥିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri