ବାଣିଜ୍ୟ

ସରକାରଙ୍କୁ ୫୦ ହଜାର କୋଟି ଦେଇ ପାରେ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୧୫-୭: ସରକାର ରିଜର୍ଭ ବ୍ୟାଙ୍କଠାରୁ ୫୦ ହଜାର କୋଟି ଟଙ୍କା ଲାଭ କରି ପାରନ୍ତି। ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ବିମଲ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ସରକାରଙ୍କୁ ଏହି ଅର୍ଥ ପ୍ରଦାନ ନେଇ କେନ୍ଦ୍ରୀୟ ବ୍ୟାଙ୍କକୁ ସୁପାରିସ କରିପାରନ୍ତି।...

ଘନଉଛି ଇଣ୍ଡିଗୋ ପ୍ରମୋଟରଙ୍କ ବିବାଦ

ନୂଆଦିଲ୍ଲୀ,୧୫-୭: ଦେଶର ପ୍ରମୁଖ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋର ଦୁଇ ପ୍ରମୋଟର ରାହୁଲ ଭାଟିଆ ଏବଂ ରାକେଶ ଗଙ୍ଗଓ୍ବାଲଙ୍କ ମଧ୍ୟରେ ବିବାଦ ଘନଉଛି। ଦୁଇ ପକ୍ଷ ଉଭୟ ଉଭୟଙ୍କୁ କମ୍ପାନୀର ପରିଚାଳନା ନେଇ ଦୋଷାରୋପ କରୁଥିବା ଦେଖାଯାଉଛି। କମ୍ପାନୀର...

ଏଫ୍‌ପିଆଇଙ୍କ ପୁଞ୍ଜି ପ୍ରତ୍ୟାହାର ଧାରା ଜାରି

ନୂଆଦିଲ୍ଲୀ,୧୫-୭: ଜୁଲାଇରେ ବିଦେଶୀ ନିବେଶକମାନେ ପୁଞ୍ଜି ପ୍ରତ୍ୟାହାର ଧାରା ଜାରି ରଖିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪୯୫୩ କୋଟି ଟଙ୍କା ଉଠାଇ ନେଇଛନ୍ତି। ଚଳିତ ମାସ ୧ରୁ ୧୨ ତାରିଖ ମଧ୍ୟରେ ଏମାନେ ଇକ୍ୱିଟିରୁ ଏହି ପୁଞ୍ଜି ପ୍ରତ୍ୟାହାର କରିଛନ୍ତି।...

ରିଟେଲ କ୍ଷେତ୍ର ଅଭିବୃଦ୍ଧି ଉପରେ ନଜର;ଆସିବ ଜାତୀୟ ରିଟେଲ ନୀତି

ନୂଆଦିଲ୍ଲୀ,୧୫-୭: ସରକାର ଆଗାମୀ ଦିନରେ ଏକ ଜାତୀୟ ରିଟେଲ ନୀତି ଆଣିବା ଦିଗରେ ଅଗ୍ରସର ହେଉଛନ୍ତି। ଶିଳ୍ପ ପ୍ରୋତ୍ସାହନ ଏବଂ ଆନ୍ତଃ ବାଣିଜ୍ୟ ବିଭାଗ ପକ୍ଷରୁ ଏ ନେଇ ଶୀଘ୍ର ଏକ ଡ୍ରାଫ୍ଟ ପେପର ପ୍ରସ୍ତୁତ କରାଯିବା ସହ ଅଂଶୀଦାରଙ୍କ...

ମାର୍ଚ୍ଚ ସୁଦ୍ଧା ସବୁ ରେଳ ଇଞ୍ଜିନରେ ଲାଗିବ ଜିପିଏସ୍‌

ଭୁବନେଶ୍ୱର,୧୫-୭(ବ୍ୟୁରୋ): ରେଳ ମନ୍ତ୍ରଣାଳୟ, ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ସହ ମିଳିତ ହୋଇ ନୂଆ ପ୍ରକଳ୍ପ ରିୟଲ ଟାଇମ୍‌ ଟ୍ରେନ ଇନ୍‌ଫରମେଶନ ସିଷ୍ଟମ (ଆର୍‌ଟିଆଇଏସ୍‌) ଆରମ୍ଭ କରିଛି। ଏହା ଦ୍ୱାରା ରେଲଓ୍ବେ ଏହାର ଇଞ୍ଜିନରେ ଜିପିଏସ୍‌ ଡିଭାଇସ୍‌ ଲଗାଇଛି।...

ରାଜ୍ୟରେ ରାସାୟନିକ ଶିଳ୍ପ ପାର୍କ ବିକାଶ ସମ୍ଭବ:ନାଲ୍‌କୋ ସିଏମ୍‌ଡି

ଭୁବନେଶ୍ୱର,୧୫-୭: ଇନଷ୍ଟିଚ୍ୟୁଟ ଅଫ୍‌ କେମିକାଲ ଟେକ୍ନୋଲୋଜି(ଆଇସିଟି) ଭୁବନେଶ୍ୱର କ୍ୟାମ୍ପସ ଦ୍ୱାରା ପ୍ରେରିତ ରାସାୟନିକ ଶିଳ୍ପ କ୍ଲଷ୍ଟର ରାଜ୍ୟର ଶିଳ୍ପାୟନକୁ ଇନ୍ଧନ ଯୋଗାଣ ଦିଗରେ କାର୍ଯ୍ୟ କରିବ। ନାଲ୍‌କୋ ସିଏମ୍‌ଡି ତପନ କୁମାର ଚାନ୍ଦ ଶନିବାର ଏହା କହିଛନ୍ତି। ଆଇସିଟି ଭୁବନେଶ୍ୱର...

ଇଣ୍ଡିଆନ ଅଏଲର ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୧୫-୭: ସ୍ବଚ୍ଛତା ପକ୍ଷ ଉପଲକ୍ଷେ ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ ପକ୍ଷରୁ ପୁରୀ ବଡଦାଣ୍ଡରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ଅବସରରେ କମ୍ପାନୀ ପକ୍ଷରୁ ଗୁଣ୍ଡିଚା ମନ୍ଦିର, ବଡଦାଣ୍ଡକୁ ସ୍ବଚ୍ଛ ରଖିବାକୁ ପ୍ରୟାସ କରାଯାଇଥିଲା। କମ୍ପାନୀର ମାନବ ସମ୍ବଳ ଏବଂ...

ଅନ୍ତର୍ଜାତୀୟ ଉଡାଣ ଉପରେ ଏୟାର ଏସିଆର ରିହାତି

ଭୁବନେଶ୍ୱର,୧୫ା୭: ଏୟାର ଏସିଆ ପକ୍ଷରୁ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ଭୁବନେଶ୍ୱରରୁ ଯାତ୍ରୀମାନେ ବ୍ୟାଙ୍କକ, କୁଆଲାଲୁମ୍ପୁର ଭଳି ସ୍ଥାନଗୁଡିକୁ ୭୦% ପର୍ଯ୍ୟନ୍ତ ରିହାତିରେ ବିମାନ ଯାତ୍ରା କରି ପାରିବେ। ଏବେ ବିମାନ ଯାତ୍ରା ପାଇଁ ଆଗୁଆ...

ବ୍ରାଣ୍ଡ ଫ୍ୟାକ୍ଟ୍ରିରେ ରେଡ ଜୋନ ସେଲ୍‌

ଭୁବନେଶ୍ୱର,୧୫-୭: ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ରେଡ୍‌ ଜୋନ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଷ୍ଟୋରରେ ସାରା ବର୍ଷ ବିଭିନ୍ନ ଅଫର ପ୍ରଦାନ କରାଯାଉଛି। ରେଡ୍‌ ଜୋନ୍‌ ସେଲ୍‌ ମାଧ୍ୟମରେ ଗ୍ରାହକମାନେ ଗୋଟିଏ ପୋଷାକ କ୍ରୟରେ ଆଉ ୨ଟି ବ୍ରାଣ୍ଡେଡ ପୋଷାକ...

ସୋନି ଆଣିଲା ନୂଆ ସାଉଣ୍ଡବାର

ଭୁବନେଶ୍ୱର,୧୫-୭: ସୋନି ଇଣ୍ଡିଆ ପକ୍ଷରୁ ଡଲ୍‌ବି ଆଟମସ ସୁବିଧା ଥିବା ନୂଆ ସାଉଣ୍ଡବାର ଏଚ୍‌ଟି-ଜେଡ୍‌୯ଏଫ୍‌ ଏବଂ ଏସ୍‌ଏଜେଡ ୯ ବଜାରକୁ ଆସିଛି। ଏହି ପ୍ରଡକ୍ଟ ସାରା ଦେଶରେ ଥିବା ସୋନି ସେଣ୍ଟର, ଗୁରୁତ୍ୱପୂର୍ଣ୍ଣ ଇଲେକଟ୍ରୋନିକ୍ସ ଷ୍ଟୋର ଏବଂ ଇ-କମର୍ସ ଷ୍ଟୋରଗୁଡିକରେ...

ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡର ନୂଆ ଉତ୍ପାଦ

ଭୁବନେଶ୍ୱର,୧୫-୭: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ ପକ୍ଷରୁ ଡିଟରଜେଣ୍ଟ ସେଗମେଣ୍ଟରେ ନୂଆ ପ୍ରଡକ୍ଟ ଭୂମ ବଜାରକୁ ଆସିଛି। ଏହାକୁ ଫ୍ୟାଶନ ବିଶେଷଜ୍ଞଙ୍କ ଦ୍ୱାରା ଡିଜାଇନ କରାଯାଇଛି। ଫ୍ୟାବ୍ରିକ କେୟାର ଏବଂ ଲଣ୍ଡ୍ରି ବ୍ରାଣ୍ଡ ବର୍ଗରେ ଉପସ୍ଥିତିକୁ ଦୃଢ କରିବା ଲକ୍ଷ୍ୟରେ କମ୍ପାନୀ...

ବଜେଟ ଘୋଷଣାକୁ ନେଇ ରାଜନଙ୍କ ଆଶଙ୍କା;ବିଦେଶରେ ସରକାରୀ ବଣ୍ଡ ବିକିବା ବିପଦପୂର୍ଣ୍ଣ

ନୂଆଦିଲ୍ଲୀ,୧୪-୭: କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ବିଦେଶ ବଜାରରେ ସରକାରୀ ବଣ୍ଡ ବିକ୍ରି କରି ଅର୍ଥ ଯୋଗାଡ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ଏହାକୁ ନେଇ ଆଶଙ୍କାବ୍ୟକ୍ତ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri