ମୁମ୍ବାଇ,୯-୬: ଦେଶରେ ଏଟିଏମ୍ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭ କମିଛି ବୋଲି କୁହାଯାଇଛି। ୨୦୧୭ ଶେଷରେ ଦେଶରେ ଏଟିଏମ୍ ସଂଖ୍ୟା ୨,୨୨,୩୦୦ ଥିଲା...
ନୂଆଦିଲ୍ଲୀ,୯-୬: ବିମାନ ଯାତ୍ରା ପୁନର୍ବାର ମହଙ୍ଗା ହେବାକୁ ଯାଉଛି। କେନ୍ଦ୍ର ସରକାର ଏଭିଏଶନ ସିକ୍ୟୁରିଟି ଫି(ଏଏସ୍ଏଫ୍) ଆଦାୟ କରିବାକୁ ଅନୁମତି ଦେଇଛନ୍ତି। ଏବେ ବିମାନ ଯାତ୍ରୀଙ୍କୁ ପାସେଞ୍ଜର ସର୍ଭିସ ଫି ସ୍ଥାନରେ ଏଏସ୍ଏଫ୍ ଦେବାକୁ ହେବ। ଜୁଲାଇ ପହିଲାରୁ ଏହି...
ନୂଆଦିଲ୍ଲୀ,୯-୬: ଆଗାମୀ ଦିନରେ ଚଳନ୍ତା ଟ୍ରେନରେ ଯାତ୍ରୀ ମାଲିସର ମଜା ନେଇପାରିବେ। ଭାରତୀୟ ରେଳ ଇତିହାସରେ ପ୍ରଥମଥର ଏଭଳି ପଦକ୍ଷେପ ନିଆଯିବ। ଜଣେ ବରିଷ୍ଠ ଅଧିକାରୀ ଶନିବାର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ବର୍ତ୍ତମାନ ଏହି ମାଲିସ...
Archives
Model This Week
ପିଲାଙ୍କ ଧରିତ୍ରୀ