ବାଣିଜ୍ୟ

ମୋଦି ସରକାର ୨.୦; ମଧ୍ୟବିତ୍ତଙ୍କୁ ମିଳିପାରେ ଟିକସ ଛାଡ ଉପହାର

ନୂଆଦିଲ୍ଲୀ,୨୬-୫: ଏନ୍‌ଡିଏ ସରକାର ଆସନ୍ତା ଜୁଲାଇରେ ନିଜର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିପାରନ୍ତି। ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟରେ ସରକାର ମଧ୍ୟବିତ୍ତଙ୍କ ଲାଗି ଟିକସ ଛାଡ କରି ସେମାନଙ୍କୁ ଆଶ୍ୱସ୍ତ କରିପାରନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଅନ୍ତରୀଣ ବଜେଟ...

୧୦,୦୦୦ରୁ ଉର୍ଦ୍ଧ୍ୱ ପ୍ରଭାବିତଙ୍କୁ ଏନ୍‌ଟିପିସିର ଚିକିତ୍ସା

ଭୁବନେଶ୍ୱର,୨୪।୫: ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ (ଏନ୍‌ଟିପିସି) ପକ୍ଷରୁ ଭ୍ରାମ୍ୟମାଣ ମେଡିକାଲ ମେଡିକାଲ ଚିକିତ୍ସା ଶିବିରରେ ୧୦,୦୦୦ରୁ ଉର୍ଦ୍ଧ୍ୱ ପ୍ରଭାବିତଙ୍କୁ ଚିକିତ୍ସା କରାଯାଇଛି। ଏହି ଶିବିରଗୁଡିକ ପୁରୀ, କୋଣାର୍କ, ବ୍ରହ୍ମଗିରି, ସାତପଡା ପଞ୍ଚାୟତ ଓ ବ୍ଲକ ସ୍ତରରେ ଓଡ଼ିଶା ସରକାରଙ୍କ...

ଆଇସିଆଇସିଆଇର ମୋବାଇଲ ଏଟିମ୍‌

ଭୁବନେଶ୍ୱର,୨୪।୫: ଫନୀ ପ୍ରଭାବିତ ପୁରୀ ଜିଲାରେ ଲୋକଙ୍କ ପାଖରେ ପ୍ରମୁଖ ବ୍ୟାଙ୍କିଙ୍ଗ ସେବାକୁ ଉପଲବ୍ଧ କରାଇବା ଲାଗି ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ମୋବାଇଲ ଏଟିଏମ୍‌ ଭ୍ୟାନ ନିୟୋଜିତ କରାଯାଇଛି। ଏହାକୁ ରାଜ୍ୟ ସଚ୍ଚିବାଳୟ ପରିସରରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ...

୫ବର୍ଷରେ ସମ୍ପତ୍ତି ବଢ଼ିଛି ୭୫ ଲକ୍ଷ କୋଟି

ମୁମ୍ବାଇ,୨୪-୫: ଏନ୍‌ଡିଏ ୨୦୧୪ରୁ କେନ୍ଦ୍ରରେ କ୍ଷମତାକୁ ଆସିବା ପରେ ଷ୍ଟକ୍‌ ମାର୍କେଟ ସମ୍ପତ୍ତି ୭୫.୨୫ ଲକ୍ଷ କୋଟି ଟଙ୍କା ବଢ଼ିଛି। ଏହି ସମୟରେ ବେଞ୍ଚମାର୍କ ସେନ୍‌ସେକ୍ସ ୬୧ ପ୍ରତିଶତ ବୃଦ୍ଧି ପାଇଛି। ୨୦୧୪ ମେ ୧୬ରୁ ଆଜି ସୁଦ୍ଧା ସେନ୍‌ସେକ୍ସ...

ନିବେଶକଙ୍କ ୨.୮୭ଲକ୍ଷ କୋଟି ଲାଭ

ମୁମ୍ବାଇ,୨୪-୫: ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରିବା ଖୁସିରେ ଗୁରୁବାର ପୂର୍ବାହ୍ନରେ ଷ୍ଟକ୍‌ ମାର୍କେଟରେ ସେନ୍‌ସେକ୍ସ ୪୦ ହଜାର ଏବଂ ନିଫ୍ଟି ୧୨ ହଜାର ପଏଣ୍ଟ ପାର୍‌ କରିଥିଲା। ଏହା ଏକ ଐତିହାସିକ ଉପଲବ୍ଧି ଥିଲା। ଏଥିଯୋଗୁ ନିବେଶକ ୨.୮୭...

୪୨ ହଜାର ଟପିବ ସେନ୍‌ସେକ୍ସ: ରୟଟର୍ସ ପୋଲ୍‌

ମୁମ୍ବାଇ,୨୪-୫: ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରୁଥିବାରୁ ନିବେଶକଙ୍କ ଭରସା ବଢ଼ିଛି ଏବଂ ଚଳିତ ଆର୍ଥିକ ବର୍ଷରେ ସେନ୍‌ସେକ୍ସ ୪୨ ହଜାର ପଏଣ୍ଟ ଟପିଯିବ ବୋଲି ରୟଟର୍ସ ପୋଲ୍‌ରୁ ସ୍ପଷ୍ଟ ହୋଇଛି। ପ୍ରାୟ ୫୦ ଜଣେ ଆର୍ଥିକ ବିଶେଷଜ୍ଞଙ୍କ ମତାମତ...

ଏନ୍‌ଡିଏର କ୍ଷମତା ପ୍ରତ୍ୟାବର୍ତ୍ତନରେ ସହାୟକ ମୁଖ୍ୟ ଆର୍ଥିକ ନୀତି

ନୂଆଦିଲ୍ଲୀ,୨୪-୫: ସାଧାରଣ ନିର୍ବାଚନର ଗଣନାରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କୁ ଜନାଦେଶ ମିଳିବାକୁ ଯାଉଛି। ନିଜ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେତେକ ଯୋଜନା ଘୋଷଣା କରିଥିଲେ। ଏଥିଯୋଗୁ ସରକାରକୁ କ୍ଷମତା ଫେରିପାଇଛି ବୋଲି କୁହାଯାଉଛି। ସେଗୁଡ଼ିକ ହେଲା.. ୫...

ସେନ୍‌ସେକ୍ସ ୪୫ହଜାର ଛୁଇଁବ: ମୋର୍ଗାନ ଷ୍ଟାନ୍‌ଲେ

ମୁମ୍ବାଇ,୨୪-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାରଙ୍କୁ ଦେଶବାସୀ ପୁନର୍ବାର ଭାରି ବହୁମତରେ ଜିତାଇଛନ୍ତି। ନୂଆ ସରକାରରେ ଦେଶର ଅର୍ଥନୀତିରେ ବିରାଟ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଶାକରାଯାଉଛି। ତେଣୁ ସେହି ଦୃଷ୍ଟିରେ ଦେଖିଲେ ୨୦୨୦ ଜୁନ୍‌...

ରେକର୍ଡ ୪୦ ହଜାର ଛୁଇଁ ସେନ୍‌ସେକ୍ସ ଖସିଲା

ମୁମ୍ବାଇ,୨୪-୫: ସାତଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ଶେଷ ହେବା ପରେ ଗୁରୁବାର ଗଣନା ଆରମ୍ଭ ହୋଇଥିଲା। ଏନ୍‌ଡିଏ ସଂଖ୍ୟାଗରିଷ୍ଠତା ହାସଲ କରିିବାକୁ ଯାଉଥିବା ମନେହେବା ପରେ ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)...

ନୂଆ ସରକାରଙ୍କ ନୀତି ଉପରେ ହେବ ରେଟିଙ୍ଗ୍‌ସ: ମୁଡିଜ୍‌

ନୂଆଦିଲ୍ଲୀ,୨୪-୫: କେନ୍ଦ୍ରରେ ନୂଆ ସରକାର ନେବାକୁ ଥିବା ଆର୍ଥିକ ନୀତି ଉପରେ ଭାରତର ରେଟିଙ୍ଗ୍‌ସ ନିର୍ଭର କରିବ ବୋଲି କ୍ରେଡିଟ୍‌ ରେଟିଙ୍ଗ୍‌ ଏଜେନ୍ସି ମୁଡିଜ୍‌ ପକ୍ଷରୁ ଗୁରୁବାର ଏକ ରିପୋର୍ଟ ପ୍ରକାଶ କରାଯାଇଛି। ଭାରତ ବିତ୍ତୀୟ ଦୃଢ଼ିକରଣ ଉପରେ ଅଧିକ...

ବିଦେଶୀ ମିଡିଆଙ୍କ ପ୍ରତିକ୍ରିୟା: ମୋଦି ହିନ୍ଦୁ ରାଷ୍ଟ୍ରବାଦ ରାଜନୀତିର ବ୍ରାଣ୍ଡ

ନୂଆଦିଲ୍ଲୀ,୨୪-୫: ସାଧାରଣ ନିର୍ବାଚନରେ ଏନ୍‌ଡିଏର ବିପୁଳ ବିଜୟ ପରେ ବିଦେଶୀ ମିଡିଆ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଆମେରିକାର ‘ଦ ନ୍ୟୁୟର୍କ ଟାଇମ୍ସ’ ଲେଖିଛି ଯେ, ମୋଦି ହିନ୍ଦୁ ରାଷ୍ଟ୍ରବାଦ ରାଜନୀତିର ବ୍ରାଣ୍ଡ ଭାବେ ଉଭା ହୋଇଛନ୍ତି। ଗତକିଛି ମାସ ପୂର୍ବେ...

ଭାରତକୁ ବିଶ୍ୱ ଲିଡର କରିବ ସଂସ୍କାରଧାରା

ଅର୍ଥନୀତିରେ ପରିବର୍ତ୍ତନ ଧାରା ଆଣିବା ଲାଗି ବିଭିନ୍ନ ଗଠନମୂଳକ ପଦକ୍ଷେପ ନେବା ଉପରେ ଦେଶର ଶିଳ୍ପ ଜଗତ ଗୁରୁତ୍ୱାରୋପ କରିଛି। ଦେଶର ପ୍ରମୁଖ ଶିଳ୍ପ ନେତାମାନେ କେନ୍ଦ୍ରରେ ଏନ୍‌ଡିଏ ସରକାର ଶାସନ କ୍ଷମତାକୁ ଫେରିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ସଂସ୍କାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri