ନୂଆଦିଲ୍ଲୀ,୨୨-୫: ଦେଶର ବିତ୍ତୀୟ ଶୃଙ୍ଖଳା ଦୃଢୀକରଣ ଦିଗରେ ପ୍ରତିବଦ୍ଧତା ଦେଖାଇବା ସହ ଏହା ଉପରେ ଧ୍ୟାନଦେବା ଜରୁରୀ । ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା ଅର୍ଥନୀତିଜ୍ଞ ଅରବିନ୍ଦ ପାନଗାରିଆ ନୂଆ ସରକାରଙ୍କ ଲାଗି ଏଭଳି ପରାମର୍ଶ ଦେଇଛନ୍ତି। ସେହିଭଳି...
ନୂଆଦିଲ୍ଲୀ,୨୨-୫: କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍ଓ)ର ସଦ୍ୟତମ ପରିସଂଖ୍ୟାନ ଅନୁଯାୟୀ, ସଂଗଠିତ ଏବଂ ଅଣସଙ୍ଗଠିତ କ୍ଷେତ୍ରରେ ଚଳିତ ବର୍ଷ ମାର୍ଚ୍ଚରେ ୮.୧୪ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇଛି। ଫେବୃୟାରୀରେ ଏହା ୭.୮୮ ଲକ୍ଷ ଥିଲା। ବର୍ଷ ୨୦୧୮-୧୯ରେ ମୋଟ ୬୭.୫୯...
ନୂଆଦିଲ୍ଲୀ,୨୨-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳକୁ ନେଇ ଲୋକଙ୍କ ମନରେ ଉତ୍କଣ୍ଠା ବଢି ଚାଲିଥିବା ବେଳେ ଏହା ଉପରେ ଆମେରିକା କମ୍ପାନୀଙ୍କ ନଜରରେ ରହିଛି। କେନ୍ଦ୍ରରେ ଏନ୍ଡିଏ ସରକାର ଶାସନ କ୍ଷମତାକୁ ଫେରିଲେ ଆମେରିକା କମ୍ପାନୀଗୁଡିକ ଚାଇନା ପରିବର୍ତ୍ତେ ଭାରତ...
Archives
Model This Week
ପିଲାଙ୍କ ଧରିତ୍ରୀ