ବାଣିଜ୍ୟ

ଡିଜିଟାଲ ପେମେଣ୍ଟ:ଆର୍‌ବିଆଇକୁ ରିପୋର୍ଟ ଦେଲା ନିଲେକାନି କମିଟି

ନୂଆଦିଲ୍ଲୀ,୧୯-୫: ଡିଜିଟାଲ ପେମେଣ୍ଟକୁ ନେଇ ନନ୍ଦନ ନିଲେକାନିଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଦେଶରେ ଆଧାର ପରିଚୟପତ୍ର ଯୋଜନାକୁ ଲାଗୁ କରିବାରେ ନିଲେକାନିଙ୍କ ଅବଦାନ ଯଥେଷ୍ଟ। ଚଳିତ ବର୍ଷ ଜାନୁୟାରୀରେ ଏହି...

ଗାଡ଼ି ଆମଦାନୀ ଶୁଳ୍କ;ନିଷ୍ପତ୍ତି ୬ ମାସ ଟାଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୯-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗାଡ଼ି ଆମଦାନୀ ଉପରେ ଲାଗୁଥିବା ଶୁଳ୍କରେ ଭାରି ବୃଦ୍ଧି କରିବାକୁ ଚାହୁଁଛନ୍ତି। ତେବେ ସେ ଏହି ନିଷ୍ପତ୍ତିକୁ ଆସନ୍ତା ୬ ମାସ ପାଇଁ ଟାଳି ଦେଇଛନ୍ତି। ଗାଡ଼ି ଆମଦାନୀ-ରପ୍ତାନି କ୍ଷେତ୍ରରେ ୟୁରୋପ ଓ...

୧୪୦ ଟଙ୍କାରେ ବିକ୍ରି ହେଉଛି ଇଣ୍ଟରନେଟ୍‌ ପ୍ରୋଫାଇଲ

ନୂଆଦିଲ୍ଲୀ,୧୯-୫: ଇଣ୍ଟରନେଟ୍‌ରେ ଥିବା ୟୁଜରଙ୍କ ପ୍ରୋଫାଇଲ ଏବଂ ଆର୍ଥିକ ସୂଚନା ଡାର୍କ ଓ୍ବେବ୍‌ରେ ମାତ୍ର ୧୪୦ ଟଙ୍କାରେ ବିିକ୍ରି ହେଉଛି। ହ୍ୟାକରଙ୍କ ସହିତ ବଡ଼ ବଡ଼ କମ୍ପାନୀ ଏବଂ ବଜାର ସହ ଜଡ଼ିତ ରିସର୍ଚ୍ଚ କରୁଥିବା ବ୍ୟକ୍ତି ଓ ସଂସ୍ଥା...

ବୀମାରେ ସାମିଲ ହେବ ମାନସିକ, ଜେନେଟିକ ରୋଗ

ନୂଆଦିଲ୍ଲୀ,୧୯-୫: ଭାରତୀୟ ବୀମା ବିନିୟାମକ ଏବଂ ବିକାଶ ପ୍ରାଧିକରଣ(ଆଇଆର୍‌ଡିଏ) ବୀମା କମ୍ପାନୀଗୁଡ଼ିକୁ ମାନସିକ ଅସୁବିଧା, ଜେନେଟିକ ରୋଗ, ନ୍ୟୁରୋ ସମ୍ପର୍କିତ ବିକାର ତଥା ମନୋବୈଜ୍ଞାନିକ ବିକାର ଭଳି ଗମ୍ଭୀର ରୋଗଗୁଡ଼ିକୁ ଚିକିତ୍ସା ବୀମା ପଲିସିରେ ସାମିଲ କରିବାକୁ ପ୍ରସ୍ତାବ ଦେଇଛନ୍ତି।...

ତୁର୍କିରୁ ଜିଏସ୍‌ପି ମାନ୍ୟତା ପ୍ରତ୍ୟାହାର;ଭାରତ ସଂକ୍ରାନ୍ତରେ ଆମେରିକା ଚୁପ୍‌

ଓ୍ବାଶିଂଟନ,୧୮-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତୁର୍କିଠାରୁ ଟାରିଫ ଛାଡ଼ର ସାମାନ୍ୟ ବ୍ୟବସ୍ଥା(ଜିଏସ୍‌ପି) ପ୍ରତ୍ୟାହାର କରିନେବାକୁ ନିଷ୍ପତ୍ତି ନେଇଛନ୍ତି। ଜିଏସ୍‌ପି ମାଧ୍ୟମରେ ଗରିବ ତଥା ପଛୁଆ ଦେଶଗୁଡ଼ିକର ରୋଜଗାର ସୃଷ୍ଟିକାରୀ ସାମଗ୍ରୀକୁ ନିଜ ଦେଶରେ ଶୁଳ୍କମୁକ୍ତ ପ୍ରବେଶ ପାଇଁ ଆମେରିକା...

କର୍ମଚାରୀଙ୍କୁ ୫ କୋଟି ଶେୟାର ଦେବ ଇନ୍‌ଫୋସିସ୍‌

ବେଙ୍ଗାଲୁରୁ,୧୮-୫: ଦେଶର ଦ୍ୱିତୀୟ ସର୍ବବୃହତ ଆଇଟି କମ୍ପାନୀ ଇନ୍‌ଫୋସିସ୍‌ ନିଜ କର୍ମଚାରୀଙ୍କୁ ପ୍ରୋତ୍ସାହନ ରୂପରେ ୫ କୋଟି ଶେୟାର ଦେବ। ଏହା କମ୍ପାନୀର ମୋଟ ଶେୟାର ପରିମାଣର ୧.୧୫%। ଅନ୍ୟପକ୍ଷରେ ସିଇଓ ସଲିଲ ପାରେଖଙ୍କୁ କମ୍ପାନୀ ଏମ୍ପ୍ଲୟି ଷ୍ଟକ୍‌ ଅପ୍‌ସନ...

ଷ୍ଟକ୍‌ ବଜାରକୁ ଲାଭ ଦେବ ଦୁର୍ବଳ ସରକାର

ମୁମ୍ବାଇ,୧୮-୫: କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରୁଥିବା ଶୁକ୍ରବାର ଷ୍ଟକ୍‌ ବଜାର ର଼୍ୟାଲିରୁ ବେଶ୍‌ ସ୍ପଷ୍ଟ ହେଉଛି। କିନ୍ତୁ ବଜାର ବିଶେଷଜ୍ଞ ଚାହୁଁଛନ୍ତି ଦୁର୍ବଳ ମେଣ୍ଟ ସରକାର କ୍ଷମତାକୁ ଆସୁ। ସେମାନଙ୍କ ଯୁକ୍ତି ହେଲା,...

ଗୋପନୀୟତା ଦ୍ୱାହି ଦେଲା କେନ୍ଦ୍ର;କଳାଧନର ସୂଚନା ମିିଳିବନି

ନୂଆଦିଲ୍ଲୀ,୧୮-୫: କେନ୍ଦ୍ର ସରକାର ସୁଇଜରଲାଣ୍ଡରୁ ପାଉଥିବା କଳାଧନ ସଂକ୍ରାନ୍ତୀୟ ସୂଚନା ଦେବାକୁ ମନା କରିଦେଇଛନ୍ତି। ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ଅଧୀନରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ସରକାର ଗୋପନୀୟତାର ଦ୍ୱାହି ଦେଇଛନ୍ତି। ଭାରତ ଓ ସୁଇଜରଲାଣ୍ଡ ପ୍ରତ୍ୟେକ ମାମଲାର ସୂଚନା ଆଦାନପ୍ରଦାନ...

ଆମାଜନ ବିରୋଧରେ ମାମଲା ରୁଜୁ

ନୋଏଡା,୧୮।୫: ଅନ୍‌ଲାଇନ କମ୍ପାନୀ ଆମାଜନ ବିରୋଧରେ ନୋଏଡା କୋତଓ୍ବାଲୀ ସେକ୍ଟର-୫୮ରେ ମାମଲା ରୁଜୁ କରାଯାଇଛି। କମ୍ପାନୀ ନିଜ ଓ୍ବେବସାଇଟରେ ବିକ୍ରି କରୁଥିବା ପ୍ରଡକ୍ଟ ଉପରେ ଲଗାଇଥିବା ଫଟୋ, ହିନ୍ଦୁ ଭାବାବେଗକୁ ଆଘାତ ପହଞ୍ଚାଉଥିବା ନେଇ ଅଭିଯୋଗ ହୋଇଛି। ଖେଡାର ବାସିନ୍ଦା...

ହିନ୍ଦୁ ଦେବଦେବୀଙ୍କୁ ଆମାଜନର ଅପମାନ: ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭।୫: ଇ-କମର୍ସ କମ୍ପାନୀ ଆମାଜନ ସୋସିଆଲ ମିଡିଆରେ ଲୋକଙ୍କ କ୍ରୋଧର ଶିକାର ହୋଇଛି। କମ୍ପାନୀର ଟଏଲେଟ ସିଟ ବିକ୍ରି ହେଉଥିବା ସ୍ଥାନରେ ଟଏଲେଟ କଭର୍‌ ଉପରେ ହିନ୍ଦୁ ଦେବଦେବୀଙ୍କ ଫଟୋ ଲଗାଯାଇଛି। ଏହାକୁ ସୋସିଆଲ ମିଡିଆରେ ଦେଖିବା ପରେ ଲୋକମାନେ...

ଇଣ୍ଡିଗୋର ନିୟନ୍ତ୍ରଣ ପାଇଁ ଦୁଇ ପ୍ରମୋଟରଙ୍କ ମଧ୍ୟରେ ଲଢ଼େଇ

ନୂଆଦିଲ୍ଲୀ,୧୭-୫: ଜେଟ୍‌ ଏୟାରଓ୍ବେଜ୍‌ ପରେ ବେସାମରିକ ବିମାନ ଚଳାଚଳ ସେକ୍ଟରର ଦୁର୍ଦ୍ଦିନ ବଢ଼ିବାରେ ଲାଗିଛି। ଦେଶର ସବୁଠାରୁ ସଫଳ ଏବଂ ଲାଭଜନକ ଏୟାରଲାଇନ୍ସ କୁହାଯାଉଥିବା ଇଣ୍ଡିଗୋର ଦୁଇ ପ୍ରମୋଟର ତଥା ସହ ପ୍ରତିଷ୍ଠାତାଙ୍କ ମଧ୍ୟରେ କମ୍ପାନୀର ନିୟନ୍ତ୍ରଣକୁ ନେଇ ଲଢ଼େଇ...

ଡିସ୍‌କାଉଣ୍ଟ ଉପରେ ଲାଗିଛି କଟକଣା;ଇ-କମର୍ସ କମ୍ପାନୀଙ୍କ ବେପାର ମାନ୍ଦା

ନୂଆଦିଲ୍ଲୀ,୧୭-୫: ଗତ ତିନି ମାସ ହେବ ୨ ବଡ଼ ଇ-କମର୍ସ କମ୍ପାନୀରେ ବିକ୍ରି ଅନେକ ହ୍ରାସ ପାଇଛି। କାରଣ ସେମାନେ ଦେଉଥିବା ଭାରି ଡିସ୍‌କାଉଣ୍ଟ ଉପରେ ଏବେ କଟକଣା ଲାଗୁ କରାଯାଇଛି। ଏହି କାରଣରୁ ସ୍ଥାନୀୟ ବଜାରରେ ଏବେ ଭିଡ଼...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri