ବାଣିଜ୍ୟ

ଜେଟ୍‌ ଏୟାରଓ୍ବେଜ୍‌ରେ ଇସ୍ତଫା ଦୌଡ

ନୂଆଦିଲ୍ଲୀ,୧୫-୫: ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ର ପୁନଃକାର୍ଯ୍ୟକ୍ଷମ ହେବା ଆଶା ପ୍ରାୟ ଶେଷ ହୋଇଯିବା ପରେ ଟପ୍‌ ମ୍ୟାନେଜମେଣ୍ଟ ଅଧିକାରୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଛି। ଚିଫ୍‌ ଏକ୍‌ଜିକ୍ୟୁଟିଭ ଅଧିକାରୀ(ସିଇଓ) ବିନୟ ଦୁବେ, ଡେପୁଟି ସିଇଓ ତଥା ସିଏଫ୍‌ଓ ଅମିତ...

୧୦ କୋଟିର ଅନୀୟମିତତା ଧରିଲା ପେଟିଏମ୍‌

ନୂଆଦିଲ୍ଲୀ,୧୪-୫: ଡିଜିଟାଲ ପେମେଣ୍ଟ କମ୍ପାନୀ ପେଟିଏମ୍‌ରେ ୧୦ କୋଟି ଟଙ୍କାର ଅନୀୟମିତତା ହୋଇଥିବା ଜଣାପଡିଛି। କମ୍ପାନୀର ଆଭ୍ୟନ୍ତରୀଣ ଯାଞ୍ଚରୁ ଏହା ଧରାପଡିଛି ବୋଲି ପେଟିଏମ୍‌ର ପ୍ରମୁଖ ବିଜୟ ଶେଖର ଶର୍ମା ମଙ୍ଗଳବାର କହିଛନ୍ତି। ଏହା ଜଣାପଡିବା ପରେ କମ୍ପାନୀ ଏଥିରେ...

କେନ୍ଦ୍ରକୁ ଓଡ଼ିଶାର ଅନୁରୋଧ ;ଏଫ୍‌ସିଆରଏ ମଞ୍ଜୁରୀ ତ୍ୱରାନ୍ବିତ କର

ନୂଆଦିଲ୍ଲୀ,୧୪-୫: ବାତ୍ୟା ଫନୀ ଯୋଗୁ ଓଡ଼ିଶାର ନାହିଁ ନ ଥିବା କ୍ଷତି ହୋଇଛି। ରାଜ୍ୟରେ ଥଇଥାନ ଓ ପୁନରୁଦ୍ଧାର ଲାଗି ଦେଶର ବିଭିନ୍ନ ପ୍ରାନ୍ତରରୁ ସହାୟତା ମିଳିବାରେ ଲାଗିଛି। ତେବେ ବିଦେଶୀ ସହାୟତା ପାଇବା ଲାଗି ଫରେନ୍‌ କଣ୍ଟ୍ରିବ୍ୟୁଶନ ରେଗୁଲେଶନ...

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ ସିକ୍ୟୁରିଟିରେ ଥିବା ତ୍ରୁଟି ଯୋଗୁ ଯେକୌଣସି ମୂହୁର୍ତ୍ତରେ ୟୁଜରଙ୍କ ଫୋନ୍‌ ହ୍ୟାକ୍‌ ହୋଇଯିବାର...

ନିଯୁକ୍ତି ସଙ୍କଟ: ନୂଆ ସରକାରଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧୩।୫: ଆଉ କେଇଟା ଦିନ ପରେ ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ମହାକୁମ୍ଭ ଶେଷ ହୋଇଯିବ। ମେ ୨୩ରେ ଫଳାଫଳ ଘୋଷଣା ପରେ କେନ୍ଦ୍ରରେ ନୂଆ ସରକାର କ୍ଷମତାକୁ ଆସିବେ। କିନ୍ତୁ ଆର୍ଥିକ ଦୃଷ୍ଟିରୁ ଦେଖିଲେ ଅନେକ ଆର୍ଥିକ ଆହ୍ବାନ...

ଏନ୍‌ବିଏଫ୍‌ସି ସେକ୍ଟରରେ ବଢ଼ିବ ସଙ୍କଟ

ନୂଆଦିଲ୍ଲୀ,୧୩।୫: ଦେଶର  ଅଣ-ବ୍ୟାଙ୍କିଙ୍ଗ୍‌ କମ୍ପାନୀ କ୍ଷେତ୍ର (ଏନ୍‌ବିଏଫ୍‌ସି) ସଙ୍କଟର ଦ୍ୱାରଦେଶରେ ଛିଡ଼ା ହୋଇଛି। କେତେକ ବଡ଼ କମ୍ପାନୀ ଦ୍ୱାରା ହୋଇଥିବା ବିତ୍ତୀୟ ଅନୀୟମିତତା  ଏବଂ ଋଣ ପ୍ରଦାନ ପାଇଁ ଅର୍ଥର ଅଭାବ ଯୋଗୁ ଉକ୍ତ କ୍ଷେତ୍ର ଧ୍ୱସ୍ତ ହେବାକୁ ଯାଉଛି...

ପୁଞ୍ଜି ବଜାରରୁ ୩୨୦୭ କୋଟି କାଢି ନେଲେ ଏଫପିଆଇ

ମୁମ୍ବାଇ,୧୩।୫: ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ନିବେଶକମାନେ ୩୨୦୭ କୋଟି ଟଙ୍କା ପ୍ରତ୍ୟାହାର କରି ନେଇଛନ୍ତି। ଆମେରିକା ଏବଂ ଚାଇନା ମଧ୍ୟରେ ବ୍ୟବସାୟିକ ଯୁଦ୍ଧ ଯୋଗୁ ନିବେଶକଙ୍କ ଚିନ୍ତା ବଢିଯାଇଛି। ଏହାର ପ୍ରଭାବ ପୁଞ୍ଜି ବଜାରରେ ପଡିଥିବା ଜଣାପଡିଛି। ବିଦେଶୀ...

ବ୍ରିଟେନର ଅତିଧନୀ ତାଲିକା: ହିନ୍ଦୁଜା ଭ୍ରାତା ଶୀର୍ଷରେ

ଲଣ୍ଡନ,୧୩।୫: ବ୍ରିଟେନର ଅତିଧନୀଙ୍କ ତାଲିକାରେ ଏନ୍‌ଆର୍‌ଆଇ ହିନ୍ଦୁଜା ଭ୍ରାତା ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି।  ୨୨ ବିଲିୟନ ପାଉଣ୍ଡ(ପ୍ରାୟ ୨ ଲକ୍ଷ କୋଟି ଟଙ୍କା) ସମ୍ପତ୍ତି ସହ ହିନ୍ଦୁଜା ଭ୍ରାତା ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ଅନ୍ୟତମ ପ୍ରବାସୀ ଭାରତୀୟ...

ସିମ୍‌ ଭଳି ପୋର୍ଟେବଲ ହେବ ସେଟ୍‌ ଟପ୍‌ ବକ୍ସ

ନୂଆଦିଲ୍ଲୀ,୧୩।୫: ଗ୍ରାହକଙ୍କୁ ଭଲ ତଥା ଅଧିକ ସେବା ଯୋଗାଣ ପ୍ରତି ଦୃଷ୍ଟିନିବଦ୍ଧ କରିଥିବା ଭାରତୀୟ ଟେଲିକମ ରେଗୁଲେଟୋରୀ ଅଥରିଟି(ଟ୍ରାଇ) ବର୍ଷ ଶେଷରେ ଏକ ନୂଆ ନିୟମ ଆଣିବାକୁ ଯାଉଛି। ଯାହାଦ୍ୱାରା ମୋବାଇଲ ସିମ୍‌ ଭଳି ସେଟ୍‌ ଟପ୍‌ ବକ୍ସ(ଏସ୍‌ଟିବି)କୁ ମଧ୍ୟ...

ଚାଇନାକୁ ଟ୍ରମ୍ପଙ୍କ ଚେତାବନୀ: ସାଲିସ ନ କଲେ ପରିଣାମ ଭୋଗିବ

ନୂଆଦିଲ୍ଲୀ,୧୩।୫: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମୁନାହିଁ। ଏପରିସ୍ଥିତିରେ  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଚେତାବନୀ ଦେଇଛନ୍ତି। ବାଣିଜ୍ୟ ନେଇ ଆମେରିକା ସହ ସାଲିସ କରିବାକୁ ଟ୍ରମ୍ପ କହିଛନ୍ତି। ଏଭଳି ନ କଲେ ପରିଣାମ...

ଟେଲିକମ୍‌ ନେଟଓ୍ବର୍କ ପୁନରୁଦ୍ଧାର ହେଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ) ବାତ୍ୟା ପରେ ରାଜ୍ୟର ୧୪ ଉପକୂଳବର୍ତ୍ତୀ ଜିଲାରେ ଟେଲିକମ୍‌ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ବିଶେଷ କରି ପୁରୀ,ଖୋର୍ଦ୍ଧା, କଟକ ଭଳି ଜିଲାଗୁଡିକରେ ଟେଲିକମ୍‌ ଭିତ୍ତିଭୂମି ବିଶେଷ ପ୍ରଭାବିତ ହୋଇଛି। ମାତ୍ର ବାତ୍ୟାର ଗୋଟିଏ ସପ୍ତାହ ପରେ  ପ୍ରମୁଖ କମ୍ପାନୀଗୁଡିକ...

ଦୃଷ୍ଟିବାଧିତଙ୍କ ଲାଗି ଆର୍‌ବିଆଇର ନୋଟ୍‌ ଚିହ୍ନିବା ଆପ୍‌

ମୁମ୍ବାଇ,୧୩।୫: ଦୃଷ୍ଟିବାଧିତଙ୍କୁ ସହଜରେ ନୋଟ୍‌ ଚିହ୍ନିବାରେ ସହାୟତା କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ମୋବାଇଲ ଆପ୍‌ ଆଣିବାକୁ ଯାଉଛି। ବର୍ତ୍ତମାନ ଦେଶରେ ୫,୧୦,୨୦,୫୦,୧୦୦, ୨୦୦, ୫୦୦ ଏବଂ ୨୦୦୦ ଟଙ୍କିଆ ନୋଟ୍‌ ପ୍ରଚଳନରେ ରହିଛି। ଏହାବ୍ୟତୀତ କେନ୍ଦ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri