ବାଣିଜ୍ୟ

ହିସାବ ଚୂଡ଼ାନ୍ତ କରିବା ପାଇଁ ଏୟାର ଇଣ୍ଡିଆକୁ ୫୦ ଦିନ ସମୟ

ନୂଆଦିଲ୍ଲୀ,୧୨-୫: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଉପରେ ଏବେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଋଣ ବକେୟା ରହିଛି। ଚଳିତ ଆର୍ଥିକ ବର୍ଷରେ ଉଡ଼ାଣ ଭରିବାକୁ ହେଲେ ଏହାକୁ ଅତିକମ୍‌ରେ ୧୨ ହଜାର କୋଟି ଟଙ୍କାର...

ଆଇଟିସି ଗ୍ରୁପ୍‌ ଅଧ୍ୟକ୍ଷ ଓ୍ବାଇ.ସି.ଦେବେଶ୍ୱରଙ୍କ ପରଲୋକ

ନୂଆଦିଲ୍ଲୀ,୧୨-୫: ଆଇଟିସି ଗ୍ରୁପ୍‌ ଅଧ୍ୟକ୍ଷ ଓ୍ବାଇ.ସି. ଦେବେଶ୍ୱରଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ହେବ ରୋଗରେ ପୀଡିତ ଥିଲେ। ଦେବେଶ୍ୱର ୧୯୬୮ରେ ଆଇଟିସିରେ ଯୋଗ ଦେବା ପରେ ୧୯୮୪ ଏପ୍ରିଲ...

୫ ଦିନରେ ରିଲାଏନ୍ସର ୧ ଲକ୍ଷ କୋଟି କ୍ଷତି

ମୁମ୍ବାଇ,୧୨-୫: ଗତ ୫ ଦିନ ହେବ ଦେଶର ଷ୍ଟକ୍‌ ବଜାରରେ ଉଠାପକା ଚାଲିବା କାରଣରୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌)ର ଶେୟାର ଉପରେ ବଡ଼ ପ୍ରଭାବ ପଡିଛି। ବଜାରରେ ନିବେଶକଙ୍କ ମଧ୍ୟରେ ଭୟର ବାତାବରଣ ତଥା ସାମଗ୍ରୀଗୁଡ଼ିକର ଦରବୃଦ୍ଧି କାରଣରୁ ଆର୍‌ଆଇଏଲ୍‌କୁ...

ଆୟୁଷ୍ମାନ୍‌ ଭାରତ ଯୋଜନାକୁ ଆମେରିକାର ପ୍ରଶଂସା

ଓ୍ବାଶିଂଟନ,୧୨-୫: ଏନ୍‌ଡିଏ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆୟୁଷ୍ମାନ ଭାରତ’କୁ ଆମେରିକାର ଥିଙ୍କଟ୍ୟାଙ୍କ  ସେଣ୍ଟର ଫର୍‌ ଗ୍ଲୋବାଲ ଡେଭଲପ୍‌ମେଣ୍ଟ(ସିଜିଡି) ପ୍ରଶଂସା କରିଛି। ଏହି ଯୋଜନା ୟୁନିଭର୍ସାଲ ହେଲ୍‌ଥ କଭରେଜ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଏହା ବର୍ଣ୍ଣନା କରିଛି। ତେବେ...

ହ୍ୟାକ୍‌ ହୋଇଛି ୨୭.୫ କୋଟି ଭାରତୀୟ ଡାଟା: ରିପୋର୍ଟ

ନୂଆଦିଲ୍ଲୀ,୧୨-୫: ଭାରତୀୟଙ୍କ ଡାଟା ଚୋରି ନେଇ ସିକ୍ୟୁରିଟି ରିସର୍ଚ୍ଚର ଡିସ୍‌କଭରୀ ଏକ ରିପୋର୍ଟ ପ୍ରକାଶ କରିଛି। ଏଥିରେ କୁହାଯାଇଛି ଯେ, ପ୍ରାୟ ୨ ସପ୍ତାହ ହେବ ୨୭.୫ କୋଟି ଭାରତୀୟଙ୍କ ଡାଟା ଅସୁରକ୍ଷିତ ଭାବେ ରହିଥିଲା। ପରେ ଏହାକୁ ହ୍ୟାକର୍ସ...

ସ୍ପାଇସଜେଟ୍‌ରେ ଯାତ୍ରା; ୩ ଘଣ୍ଟାର ରାସ୍ତାକୁ ଲାଗିଗଲା ୧୫ ଘଣ୍ଟା

ନୂଆଦିଲ୍ଲୀ,୧୨-୫: ବିମାନରେ ଯାତ୍ରା କରିବା ସମୟ ଅପେକ୍ଷାକୃତ କମ୍‌ ହୋଇଥାଏ। ତେବେ ଏଥିପାଇଁ ଯାତ୍ରୀଙ୍କୁ ଅଧିକ ଭଡ଼ା ଗଣିବାକୁ ପଡେ। କିନ୍ତୁ ସ୍ପାଇସଜେଟ୍‌ ବିମାନରେ ବେଙ୍ଗାଲୁରୁରୁ ଦିଲ୍ଲୀ ଯାତ୍ରା କିଛି ଲୋକଙ୍କ ପାଇଁ ଏକ ଅବିସ୍ମରଣୀୟ ହୋଇ ରହିଯିବ। କାରଣ...

ସିଆଇଆଇ ବାତ୍ୟା ପରିଚାଳନା କମିଟି ବୈଠକ;ରିଲିଫ୍‌,ପୁନର୍ବାସରେ ସହଯୋଗ ଲାଗି ଶିଳ୍ପ ଜଗତକୁ ଆହ୍ବାନ

ଭୁବନେଶ୍ୱର,୧୨-୫ (ବ୍ୟୁରୋ): କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ବାତ୍ୟା ପରିଚାଳନା ଷ୍ଟିଅରିଂ କମିଟି ବୈଠକ ଶନିବାର ଅପରାହ୍ନରେ ସ୍ଥାନୀୟ ନାଲ୍‌କୋ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ନାଲ୍‌କୋ ସିଏମ୍‌ଡି ତଥା ଷ୍ଟିଅରିଂ କମିଟି ଅଧ୍ୟକ୍ଷ ତପନ କୁମାର ଚାନ୍ଦ କାର୍ଯ୍ୟକ୍ରମରେ...

ସ୍ବସ୍ତି ଗ୍ରୁପ୍‌ ପକ୍ଷରୁ ୧୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୧୨-୫: ସ୍ବସ୍ତି ଗ୍ରୁପ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଗ୍ରୁପର ଉପସଭାପତି ପ୍ରିୟନାଥ ବେହେରା ମୁଖ୍ୟ ମନ୍ତ୍ରୀଙ୍କୁ ଏହି ଚେକ୍‌ ହସ୍ତାନ୍ତର କରିଛନ୍ତି। ସେହିଭଳି ଗ୍ରୁପର ସ୍ବସ୍ତି ଗ୍ରାଣ୍ଡ, ସ୍ବସ୍ତି...

ପୂର୍ବତଟ ରେଳପଥର କ୍ଷତି ୧୦ କୋଟି ଟପିଲା

ଭୁବନେଶ୍ୱର,୧୨-୫ (ବ୍ୟୁରୋ): ପ୍ରାରମ୍ଭିକ ଆକଳନ ଅନୁସାରେ ଫନୀ ଯୋଗୁ ପୂର୍ବତଟ ରେଳପଥ ୧୦ କୋଟି ଟଙ୍କାରୁ  ଉର୍ଦ୍ଧ୍ୱ କ୍ଷତି ସହିଛି। କ୍ଷତି ପରିମାଣ ବଢିବ ବୋଲି ରେଲଓ୍ବେ ପକ୍ଷରୁ ସୂଚନା ରହିଛି। ସେହିଭଳି ଦକ୍ଷିଣ କେନ୍ଦ୍ରୀୟ ରେଲଓ୍ବେ ଫନୀ ଦ୍ୱାରା...

ଶୀଘ୍ର କାର୍ଯ୍ୟକ୍ଷମ ହେବ ଏସ୍‌ବିଆଇର ସବୁ ଶାଖା

ଭୁବନେଶ୍ୱର,୧୨-୫ : ଫନୀ ଯୋଗୁ ପ୍ରଭାବିତ ହୋଇଥିବା ରାଜ୍ୟର ୧୪ ଜିଲାରେ ଥିବା ନିଜର ଅଧିକାଂଶ ଶାଖାକୁ କାର୍ଯ୍ୟକ୍ଷମ କରାଇଥିବା ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ସୂଚନା ଦେଇଛି। ବାକିଥିବା ଅନ୍ୟ ଶାଖାଗୁଡିକୁ ଆଗାମୀ ଦୁଇ ଦିନରେ ସେବା...

ପୁନରୁଦ୍ଧାର କାର୍ଯ୍ୟରେ ଏନ୍‌ଟିପିସି

ଭୁବନେଶ୍ୱର,୧୨-୫ : ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟରେ ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ପକ୍ଷରୁ ୫୦୦ କୁଶଳୀ ଶ୍ରମିକ ନିୟୋଜିତ ହୋଇଛନ୍ତି। ପ୍ରମୁଖ ସ୍ଥାନରେ ବିଜୁଳି ଯୋଗାଣ ସ୍ବାଭାବିକ କରିବା ଲାଗି କମ୍ପାନୀ ପକ୍ଷରୁ ତିନୋଟି ଡିଜିସେଟ ବ୍ୟବସ୍ଥା କରାଯାଇଛି।...

ବାତ୍ୟା ଅଞ୍ଚଳରେ ବ୍ୟାଙ୍କିଙ୍ଗ ନେଇ ୟୁକୋ ବ୍ୟାଙ୍କର ପଦକ୍ଷେପ

ଭୁବନେଶ୍ୱର,୧୨-୫ : ଫନୀ ଯୋଗୁ ବିଶେଷ ପ୍ରଭାବିତ କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ୟୁକୋ ବ୍ୟାଙ୍କ ଏହି ସ୍ଥାନଗୁଡିକରେ କ୍ୟାଶ ଉଠାଣକୁ ସହଜ କରିଛି। ପୁରୀର ଟେମ୍ପୁଲ ଶାଖା, ପୁରୀ ମୁଖ୍ୟ ଶାଖା,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri